Home

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ): ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ ଟିପରା ଗାଁର ବର୍ଷାରାଣୀ ଦାସ କଟକ ରାଉସାପଟଣାର ବିବେକ ଦାସଙ୍କୁ ୨୦୨୫ ଡିସେମ୍ବର…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌ ଅନ୍ୟ ଏକ କାର୍‌ର ପଛକୁ ଧକ୍କା ଦେଇ ଡିଭାଇଡର ଅତିକ୍ରମ କରି ଅନ୍ୟ…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ସଦ୍ୟତମ ତଥ୍ୟ ଠିକ ସେହିପରି ସୂଚାଇ ଦେଉଛି। ଭାରତୀୟମାନଙ୍କ ଦ୍ୱାରା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ। ବିଗତ ୧୦-୧୫ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା । ନିଜ ଜନ୍ମ କଲା ମା’କୁ ପିଟିପିଟି ପୁଅ ମାରିବା ଘଟଣା ଏବେ ରାଜକନିକା…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ବିନୋଦ କୁମାର ସାହୁ ୟୁନିୟନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି ଚନ୍ଦାହାଣ୍ଡି ଥାନା ଅଧିନସ୍ତ ଲୋଧୁଆ ପଡ଼ା ଗ୍ରାମ ନିକଟରେ ଅଟକେଇ ଥିଲେ ।…

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ ମୁକ୍ତ ହୋଇଥିବା ବିଦେଶୀ କଏଦୀ ଯେଉଁମାନେ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ଅପେକ୍ଷାରେ ଅଛନ୍ତି…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ ଧର୍ମେନ୍ଦ୍ର ନଡ଼ିଆ ପିଟି ରାସ୍ତାର ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସ ସମୟରେ ହରମୋହନ ଶାସିନୀ,…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ ଆକ୍ରାନ୍ତ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି। ବାରାଣସୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ସ୍ପଷ୍ଟ ଭାବରେ କହିଥିଲେ ଯେ ଇରାନ…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା ସମୟରେ ମୋହନା ସଦରମହକୁମା ପ୍ରାଣୀଧନ ଚିକିତ୍ସାଳୟ ସାମନାରେ ହଠାତ୍‌ ବାମପଟର ଆଗ ଚକାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?