Home

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସ୍‌ଆଇ

ଭୁବନେଶ୍ୱର,୧୩ା୭(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନାର ଏଏସ୍‌ଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲାରେ ସହଯୋଗ କରିବା ପାଇଁ ଏତଲାକାରୀଙ୍କଠାରୁ ଲାଞ୍ଚ ନେଉଥିଲେ। ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ମମତାଙ୍କ…

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଦୁର୍ନୀତି ଅଭିଯୋଗ: ପ୍ରକଳ୍ପ ପରିଦର୍ଶନ କଲେ ବିଡିଓ

ଦାରିଙ୍ଗବାଡ଼ି,୧୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳକୁ ଗୁରୁବାର ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର ଗସ୍ତ କରିଛନ୍ତି। ସେ ଉକ୍ତ ପଞ୍ଚାୟତର ଦଡିବାଡ଼ି ଗାଁ ସମେତ କୁଡ଼ିମୁଞ୍ଜା, ଲାରିବାଡ଼ି, ସିମନବାଡ଼ି ଆଦି ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ…

ବିପଦରେ ଦିନିକିଆ କ୍ରିକେଟ୍‌ର ଭବିଷ୍ୟତ

ନୂଆଦିଲ୍ଲୀ,୧୩।୭: ୨୦୨୭ ଦିନିକିଆ ବିଶ୍ୱକପ ପରେ ଦ୍ୱିପାକ୍ଷିକ ଦିନିକିଆ ସିରିଜ ବନ୍ଦ କରାଯାଉ ବୋଲି ଏମ୍‌ସିସି ପରାମର୍ଶ ଦେଇଛି। ଅଷ୍ଟ୍ରେଲିଆ-ଇଂଲଣ୍ଡ ଲର୍ଡ ଟେଷ୍ଟ ସମୟରେ ଏମସିସି ଆଇସିସିକୁ କହିଛି। ସମଗ୍ର ବିଶ୍ୱରେ ଟି-୨୦ ଫର୍ମାଟ ଏବଂ ଫ୍ରାଞ୍ଚାଇଜ କ୍ରିକେଟ ପାଇଁ କ୍ରେଜ…

ସଲମାନ ରଶଦି ଦେଖୁଛନ୍ତି ‘ଭୟ କଲାଭଳି ସ୍ବପ୍ନ’, ଗତ ବର୍ଷ ନ୍ୟୁୟର୍କରେ ହୋଇଥିଲା ଆକ୍ରମଣ

ଲଣ୍ଡନ,୧୩।୭: ସଲମାନ ରଶଦି ପ୍ରଥମଥର ଗତ ବର୍ଷ ଅଗଷ୍ଟରେ ନ୍ୟୁୟର୍କରେ ତାଙ୍କ ଉପରେ ହୋଇଥିବା ଛୁରା ମାଡ ପରେ ଏହାକୁ ନେଇ କହିଛନ୍ତି କି ମୋତେ ‘ଭଲ କଳାଭଳି ସ୍ବପ୍ନ’ ଦେଖାଯାଉଛି। ଏହି ଆକ୍ରମଣରେ ମୁମ୍ବାଇରେ ଜନ୍ମିତ ଲେଖକ ସଲମାନ ରଶଦିଙ୍କ…

ଭାଇରାଲ ହେଉଛି ଜ୍ୟୋତି-ମନୀଷଙ୍କ ଚାଟ୍‌

ଲକ୍ଷ୍ନୌ,୧୩ା୭: ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ହୋମଗାର୍ଡ କମାଣ୍ଡାଣ୍ଟ ମନୀଷ ଦୁବେଙ୍କ ମାମଲାରେ ଏକ ନୂଆ ମୋଡ଼ ଆସିଛି। ବରେଲିରେ ପୋଷ୍ଟ ହୋଇଥିବା ଏସ୍‌ଡିଏମ ଜ୍ୟୋତି ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଜିଲା କମାଣ୍ଡାଣ୍ଟ…

‘ବହୁବିବାହ ଉପରେ ଲଗାଯିବ ବ୍ୟାନ, ଶୀଘ୍ର ବିଲ୍‌ ଆଣିବେ ସରକାର’: ହିମନ୍ତ ବିଶ୍ୱଶର୍ମାଙ୍କ ଘୋଷଣା

ଗୁଆହାଟୀ,୧୩।୭: ଦେଶସାରା ୟୁନିଫର୍ମ ସିଭିଲ କୋର୍ଡ (ୟୁସିସି)କୁ ନେଇ ହେଉଥିବା ଚର୍ଚ୍ଚାକୁ ନେଇ ଲକ୍ଷ ଲକ୍ଷ ଲୋକ ସେମାନଙ୍କ ମତାମତ ଦେଉଛନ୍ତି। ସେପଟେ ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ୟୁସିସି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଯେଉଁଥିରେ…

ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ପ୍ରସଙ୍ଗ: କଂଗ୍ରେସ ପକ୍ଷରୁ ବିକ୍ଷୋଭ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ଗୁରୁବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ହଜାର ହଜାର କଂଗ୍ରେସ…

ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ଅସମାପିକା ସାହୁ): ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ଟି ପଞ୍ଚାୟତ ଯଥା ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡ଼ା, ପେପରମେଟଲା, ବଡ଼ପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଲକର ନାକାମାମୁଡ଼ି…

ଚାଇନାରେ ବିବାହ ପାଇଁ ରାଜି ନାହାଁନ୍ତି ଯୁବପିଢି; ଚଳିତବର୍ଷ ୪୦ହଜାର ଯୋଡି ବିବାହ କରିଥିବାବେଳେ ୧ଲକ୍ଷ ୨୭ହଜାର ଦମ୍ପତିଙ୍କ ହୋଇଛି ଛାଡପତ୍ର

ବେଜିଂ,୧୩।୭: ଚାଇନାର ଯୁବପିଢି ବିବାହ ପାଇଁ ରାଜି ନୁହଁନ୍ତି। ତେଣୁ ସେଠାରେ ପଞ୍ଜିକରଣ ହେଉଥିବା ବିବାହ ହାରରେ ରେକର୍ଡ ସଂଖ୍ୟକ ହ୍ରାସ ଘଟିଛି। ନ୍ୟୁୟର୍କ ଟାଇମ୍ସ ରିପୋର୍ଟରେ ଦର୍ଶାଯାଇଛି ଯେ, ଚାଇନାର ଅର୍ଥନୈତିକ ସଙ୍କଟ, ବେରୋଜଗାରୀ, କର୍ପୋରେଟ ଯେକ୍ଷତ୍ରରେ ଛଟେଇ ଯୋଗୁ…

ବାଇଡେନଙ୍କୁ କୋକେନ ଦେଉଛନ୍ତି ଅଜ୍ଞାତ ଲୋକ: ଟ୍ରମ୍ପଙ୍କ ଅଭିଯୋଗ…

ଓ୍ବାଶିଂଟନ,୧୩।୭ : ହ୍ବାଇଟ ହାଉସରେ ନିକଟରେ ମିଳିଥିବା କୋକେନ ସମ୍ପର୍କରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଅଭିଯୋଗ କରିଛନ୍ତି। ସେ କହିଛନ୍ତି କିଛି ଅଜ୍ଞାତ ବ୍ୟକ୍ତି ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କୋକେନ ଦେଉଛନ୍ତି। କେବଳ ଏତିକି…

ତୃତୀୟ ବିଶ୍ୱ ଯୁଦ୍ଧ ମୁହାଁ ପୃଥିବୀ…

ମସ୍କୋ,୧୩।୭ : ନାଟୋ ଶିଖର ସମ୍ମିଳନୀରେ ୟୁକ୍ରେନ ପାଇଁ ଏକ ସୁରକ୍ଷା ପ୍ୟାକେଜ ସ୍ବାକ୍ଷରିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହଯୋଗୀ ଦିମିତ୍ରୀ ମେଡଭେଡେଭ ଚେତାବନୀ ଦେଇଛନ୍ତି ବିଶ୍ୱ ତୃତୀୟ ବିଶ୍ୱଯୁଦ୍ଧର ନିକଟତର ହେବାକୁ ଯାଉଛି।…

‘ଧରିତ୍ରୀ’ ୫୦ ବର୍ଷ ପାଳନ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ସମ୍ପର୍କିତ ବକ୍ତୃତା ପ୍ରତିଯୋଗିତା

ବ୍ରହ୍ମପୁର,୧୩ା୭(ସ୍ମୃତିରଞ୍ଜନ ମହାଲିକ): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଗୋପାଳପୁର ଅନ୍‌ ସି ମହାବିଦ୍ୟାଳୟଠାରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି’ ବିଷୟ ଉପରେ ଅନୁଷ୍ଠିତ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?