Home

ରାହୁଲଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ: ବିଧାନସଭାରେ ଝଡ଼

ଭୁବନେଶ୍ବର, ୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚଦାବି ଆଲୋଚନା ସମୟରେ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି…

କର୍ନାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରଥମ ତାଲିକାରେ ୧୨୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା

ବେଙ୍ଗାଲୁରୁ,୨୫ ।୩: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୧୨୪ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଛି । କନକପୁରାରୁ ପ୍ରଦେଶ ଅଧ୍ୟକ୍ଷ ଡିକେ ଶିବକୁମାର ନିର୍ବାଚନ ଲଢିବେ । ଏପଟେ ବରୁଣାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଟିକେଟ ଦିଆଯାଇଛି ।…

ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି ପ୍ରଧାନମନ୍ତ୍ରୀ…

ରାହୁଲଙ୍କ ପରିବାର ସ୍ବତନ୍ତ୍ର ନ୍ୟାୟପାଳିକା ଚାହୁଁଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ବର, ୨୫ା୩(ବ୍ୟୁରୋ): କଂଗ୍ରେସ ଦଳ ବିଶେଷ ଭାବେ ରାହୁଲ ଗାନ୍ଧୀଙ୍କ ପରିବାର ସ୍ବତନ୍ତ୍ର ଆଇପିସି ଓ ନ୍ୟାୟପାଳିକା ଚାହୁଁଛନ୍ତି। ପଛୁଆବର୍ଗଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବା ଏବଂ ବଞ୍ଚିତ ବର୍ଗଙ୍କୁ ନୀଚ ଦୃଷ୍ଟିରେ ଦେଖିବା କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ସାମନ୍ତବାଦୀ…

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୫ା୩(ପି.ଟି.): ଗଣତନ୍ତ୍ର ବିପଦରେ ଥିବା ଅଭିଯୋଗ କରି ଏବଂ ଆଦାନୀ ଗ୍ରୁପ୍‌ ପ୍ରସଙ୍ଗର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଶୁକ୍ରବାର ପାର୍ଲାମେଣ୍ଟ ଭବନ ପରିସରରେ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଧାରା ୧୪୪ର ଉଲ୍ଲଂଘନ ଅଭିଯୋଗରେ କେ.ସି. ବେଣୁଗୋପାଳ, ଅଧୀର…

ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦେଲେ ପରମାଣୁ ଧମକ

ମସ୍କୋ,୨୫ ।୩: ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରି ମେଦଭେଦଭ ଚେତାବନୀ ଦେଇଛନ୍ତି କି ଯଦି ୟୁକ୍ରେନ ପକ୍ଷରୁ କ୍ରିମିୟାକୁ କବଜା କରିବାକୁ ଚେଷ୍ଟା କରାଗଲା ତେବେ ପରମାଣୁ ଆକ୍ରମଣ ଜରିଆରେ ଏହାର ଜବାବ ମିଳିବ । ମେଦଭେଦଭ ରୁଷିଆ ରାଷ୍ଟ୍ରପତିଙ୍କ ବିରୋଧରେ…

ବିଲ୍‌କିସ ବାନୋ ମାମଲା: ୨୭ରେ ନୂଆ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ,୨୫ା୩ (ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କ ଦଣ୍ଡକୁ କ୍ଷମା କରିଦିଆଯିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନର ଶୁଣାଣି ୨୭ ତାରିଖରେ ସୁପ୍ରିମକୋର୍ଟରେ…

ଇନ୍ଦିରା, ସୋନିଆ ବି ହରାଇଥିଲେ ସଦସ୍ୟତା

ନୂଆଦିଲ୍ଲୀ,୨୫ା୩: କେବଳ ରାହୁଲ ଗାନ୍ଧୀ ନୁହନ୍ତି, ଅତୀତରେ ଅନେକ ଆଇନପ୍ରଣେତା ଗୃହରେ ଅଯୋଗ୍ୟ ଘୋଷିତ ହୋଇଥିଲେ। ୧୯୭୭ର ଜରୁରିକାଳୀନ ପରିସ୍ଥିତି ପରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ରାହୁଲଙ୍କ ଜେଜେ ମା’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶୋଚନୀୟ ପରାଜୟର ମୁହଁ…

ଲରେନ୍ସ ବିଷ୍ଣୋଇ, ଗୋଲ୍ଡି ବ୍ରାର୍‌ଙ୍କ ନାଁରେ ଏନ୍‌ଆଇଏ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୫ା୩: ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇ ଓ ତାଙ୍କ ସହଯୋଗୀ କାନାଡା ଗ୍ୟାଙ୍ଗ୍‌ଷ୍ଟର ଗୋଲ୍ଡି ବ୍ରାର୍‌ଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ଚାର୍ଜଶିଟ୍‌ ଦାଖଲ କରିଛି। ଏମାନେ ବେଆଇନ ଖଲିସ୍ତାନୀ ସଂଗଠନ ବାବ୍ବର ଖାଲସା ଇଣ୍ଟରନ୍ୟାଶନାଲ (ବିକେଆଇ) ଏବଂ ଅନ୍ୟ…

ଭାରତୀୟ ଦୂତାବାସରେ ଭଙ୍ଗାରୁଜା ଘଟଣାକୁ ନେଇ ଚେତାବନୀ ଦେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୩: ଗତ କିଛିଦିନ ହେବ ବିଦେଶରେ ଥିବା ଭାରତୀୟ ଦୂତାବାସ ଉପରେ ହୋଇଥିବା ଭଙ୍ଗାରୁଜା ଘଟଣାକୁ ନେଇ ଭାରତ ସରକାର କଠୋର ଅଭିମୁଖ୍ୟ ଗ୍ରହଣ କରିଛନ୍ତି । ଭାରତ କହିଛି ଏହି ଘଟଣାରେ ସଂମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ସମ୍ବନ୍ଧିତ…

ସର୍ବୋଚ୍ଚ ବଳିଦାନ ପାଇଁ ପ୍ରସ୍ତୁତ ହେବାକୁ ଶିଖ୍‌ଙ୍କୁ ପ୍ରବର୍ତ୍ତାଉଥିଲେ ଅମ୍ରିତ୍‌ପାଲ

ଚଣ୍ଡିଗଡ଼,୨୫ା୩: ଖଲିସ୍ତାନୀ ନେତା ଅମ୍ରିତପାଲ୍‌ ସିଂ ପଞ୍ଜାବ ପୋଲିସ ହାବୁଡ଼ରୁ ଖସି ପଳାଇଯିବା ପୂର୍ବରୁ ୧୦ ଦିନରେ ୫ଟି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଥିରେ ଉଦ୍‌ବୋଧନ ଦେଇ ସେ ଶିଖ୍‌ମାନଙ୍କୁ କଠୋରପନ୍ଥୀ ହେବା ଲାଗି ପରାମର୍ଶ ଦେଇଥିଲେ। ୮୦୦ରୁ ୧,୦୦୦ ଶିଖ୍‌ଙ୍କୁ ସର୍ବୋଚ୍ଚ…

ହିଣ୍ଡେନ୍‌ବର୍ଗ ରିପୋର୍ଟ ପରେ ଜାକ୍‌ ଡୋର୍ସିଙ୍କର ୫୨୬ ନିୟୁତ ଡଲାର କ୍ଷତି

ନୂଆଦିଲ୍ଲୀ, ୨୫ା୩: ଆମେରିକାର ତଦନ୍ତକାରୀ ଗ୍ରୁପ୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଗୁରୁବାର ଜାକ୍‌ ଡୋର୍ସିଙ୍କ ମୋବାଇଲ୍‌ ପେମେଣ୍ଟ୍‌ସ ସଂସ୍ଥା ବ୍ଲକ୍‌ ବିରୋଧରେ ଅନିୟମିତତା ଅଭିଯୋଗ ଆଣିଥିଲା। ଏହାର କିଛି ଘଣ୍ଟା ପରେ ଜାକ୍‌ ଶେୟାର ବଜାରରେ ୫୨୬ ନିୟୁତ ଡଲାର କ୍ଷତି ସହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri