Home

ଭତ୍ତା ପାଇଁ ହଇରାଣ ଦିବ୍ୟାଙ୍ଗ

ବଳଙ୍ଗା,୫।୫(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧ ନଂ. ୱାର୍ଡର ଭୋଗପାଟେଳି ଗ୍ରାମର ନାରାୟଣ ସ୍ବାଇଁ (୮୨)ଙ୍କ ଗୋଡ଼ ଛୋଟା। ସେହି ଛୋଟା ଗୋଡ଼ରେ ସେ ଭତ୍ତା ପାଇଁ ୨ କି.ମି. ରାସ୍ତା ଅତିକ୍ରମ କରି ପଞ୍ଚାୟତରେ…

ବାହାରିଲାନି କାଜୁ ଜଙ୍ଗଲ ବିବାଦ ସମାଧାନର ସୂତ୍ର

ନୟାଗଡ ଅଫିସ,୫।୫: କାଜୁ ଜଙ୍ଗଲରେ ନିିଜର ପାରମ୍ପରିକ ଅଧିକାର ସାବ୍ୟସ୍ତ ସହ ନିଲାମ ପ୍ରତ୍ୟାହାର ଦାବି ନେଇ ଓଡଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଶାଳିଆଝରୀର ଆଦିବାସୀଙ୍କ ସମେତ ଆଖପାଖ ଅଞ୍ଚଳର ଆଦିବାସୀ କରିଥିବା ଦାବି ନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ…

ଜବରଦଖଲରେ ସରକାରୀ ଜାଗା, ପ୍ରଶାସନ ନୀରବ

ଖଣ୍ଡପଡା,୪ା୫(ସ୍ବ.ପ୍ର): ଦୀର୍ଘବର୍ଷ ଧରି ଖଣ୍ଡପଡ଼ା ତହସିଲ ଅଧୀନ କୁମ୍ଭାରପଡ଼ା ଗ୍ରାମରେ ଏକର ଏକର ସରକାରୀ ଜାଗା ପ୍ରଭାବଶାଳୀ ବ୍ୟକ୍ତି ବିଶେଷ ଜବରଦଖଲ କରି କବ୍‌ଜାରେ ରଖିଛନ୍ତି। ସରକାରୀ ଜାଗା, ପ୍ରଭୁ ଶ୍ରୀଜଗନ୍ନାଥ ଜୀଉଙ୍କ ମୂଲ୍ୟବାନ ଜାଗାକୁ କେବଳ ମାଡ଼ି ବସି ନାହାନ୍ତି,…

ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ କରି ବାସଭବନ ଛାଡ଼ିଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ଦ୍ବିତୀୟ ଦିନର ଯାତ୍ରା ଆରମ୍ଭ କରିଥିଲେ। ଶୁକ୍ରବାର ସକାଳୁ ଘରୁ ବାହାରି ରାଇରଙ୍ଗପୁରସ୍ଥିତ ଜଗନ୍ନାଥ ମନ୍ଦିରକୁ ଯାଇ ଘଣ୍ଟି ବଜାଇ ଚତୁର୍ଦ୍ଧାମୂର୍ତ୍ତିକୁ ଦର୍ଶନ କରି ପୂଜାପାଠ…

ତୁର୍କିରେ ରୁଷିଆ ପ୍ରତିନିଧିଙ୍କୁ ପିଟିଲେ ୟୁକ୍ରେନ ସାଂସଦ, ଭିଡିଓ ସୋସିଆଲ ମିଡିଆରେ ଭାଇରାଲ

ଅଙ୍କାରା,୫।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ହେଲା ଜାରି ରହିଛି। ଏବେ ଏହି ଦୁଇ ଦେଶ ମଧ୍ୟରେ ତିକ୍ତତା ଏତେ ବଢିଯାଇଛି କି ପରସ୍ପରର ନାଗରିକ ନିଜ ଭିତରେ ଆକ୍ରମଣ କରିବା…

ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ବାଦ୍‌ ଦେଇ ଭିଡିଓ ଗ୍ରାଫି ହୋଇଥିଲା

ନୂଆଗାଁ, ୫।୫ (ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ  ବ୍ଲକ ଗୁମୀ ପଞ୍ଚାୟତରେ ଥିବା ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ (ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ) ଓ ଖଣ୍ଡୁଗାଁ  ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ୫-ଟି ଯୋଜନାରେ ରୂପାନ୍ତରଣ ହୋଇଛି।…

ରୋଗୀଙ୍କ ଲମ୍ବା ଧାଡ଼ି, ଡାକ୍ତରଙ୍କ ଚେୟାର ଖାଲି

ନୂଆଗାଁ ,୫।୫(ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ  ବ୍ଲକ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରୋଗୀଙ୍କ ଲମ୍ବା ଧାଡ଼ି ଲାଗିଥିବା ବେଳେ ଡାକ୍ତରଙ୍କ ଚେୟାର ଖାଲି ପଡ଼ିଥିବା ଅଭିଯୋଗ ହୋଇଛି। ସରକାର ଡାକ୍ତରଖାନାରେ ମାଗଣାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାର ବ୍ୟବସ୍ଥା କୁହାଯାଉବେଳେ…

କୁମ୍ଭୀ ପୋଲ ନିର୍ମାଣ ପାଇଁ ପଞ୍ଚାୟତବାସୀଙ୍କ ଦାବି

ଭାପୁର,୫ା୫(ଡି.ଏନ.ଏ.): ଭାପୁର ବ୍ଲକ ପଦ୍ମାବତୀ ପଞ୍ଚାୟତର ଜନସାଧାରଣ ଝଗଡ଼ପଡ଼ାଠାରେ ଥିବା କୁମ୍ଭୀ ନାଳ ଦେଇ ଭାପୁର ବ୍ଲକକୁ ଯାତାୟାତ କରିଥାନ୍ତି। ରାକମା ପଞ୍ଚାୟତ ଓ ଅନ୍ୟ ପାଖ ପଡୋଶୀ ପଞ୍ଚାୟତର ଛାତ୍ରୀଛାତ୍ର ମଧ୍ୟ ଏହି ବାଟ ଦେଇ ଯାତାୟାତ କରନ୍ତି। ହେଲେ…

ସିଡନୀର ସ୍ବାମୀନାରାୟଣ ମନ୍ଦିରରେ ଭଙ୍ଗାରୁଜା: ପାଚେରି ଭାଙ୍ଗିଲେ ଖଲିସ୍ତାନ ସମର୍ଥକ, ଗେଟରେ ଲଗାଇଲେ ପତାକା

ମେଲବର୍ନ,୫।୫: ଅଷ୍ଟ୍ରେଲିଆରେ ପୁଣିଥରେ ମନ୍ଦିରରେ ଭଙ୍ଗାରୁଜା ଘଟଣା ସାମ୍ନାକୁ ଆସିଛି। ପଶ୍ଚିମ ସିଡନୀର ରୋଜହିଲ ଉପନଗରରେ ବାପ୍ସ ସ୍ବାମୀନାରାୟଣ ମନ୍ଦିରରେ ଭଙ୍ଗାରୁଜା ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ ବାପ୍ସ ସ୍ବାମୀନାରାୟଣ ମନ୍ଦିରରେ ଖଲିସ୍ତାନ ସମର୍ଥକମାନେ ଭଙ୍ଗାରୁଜା କରିଥିଲେ। ଏହାସହ…

ଆଜି ରାଜସ୍ଥାନ-ଗୁଜରାଟ ମୁହାଁମୁହିଁ

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମୁହାଁମୁହିଁ ହେବେ। ସନ୍ଧ୍ୟା ୭ଟା୩୦ରେ ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ଏହି ଦୁଇଟି ଟିମ୍‌ ଏପର୍ଯ୍ୟନ୍ତ ଆଇପିଏଲରେ ୪ ଥର ମୁହାଁମୁହିଁ ହୋଇଛନ୍ତି।…

ନିମାଣୀ ପଞ୍ଚାୟତରେ ଆବାସ ହଡ଼ପ

ଭାପୁର,୫ା୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ପ୍ରକାରର ଯୋଜନା କରିଛନ୍ତି। କୌଣସି ଗରିବ ଓ ଅସହାୟ ବ୍ୟକ୍ତି ଚାଳ ଘରେ ରହିବ ନାହିଁ ବୋଲି ଆବାସ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ନୟାଗଡ଼ ଜିଲା ଭାପୁର ବ୍ଲକ…

ନକଲି ଜବ୍‌କାର୍ଡଧାରୀ ଚିନ୍ତାର କାରଣ

ନୟାଗଡ଼ ଅଫିସ,୫।୫: ନୟାଗଡ଼ ଜିଲାରେ ଜବ୍‌କାର୍ଡ ପାଇଥିବା ବ୍ୟକ୍ତି ଶ୍ରମିକ ନାଁ ଅଣଶ୍ରମିକ ଯାଞ୍ଚ ହେଉ ନ ଥିବାରୁ ଅସଲି ଶ୍ରମିକ ଉପେକ୍ଷିତ, ଅସୁରକ୍ଷିତ ଓ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ଅନ୍ୟପକ୍ଷେ ଅଣଶ୍ରମିକମାନେ ଧରାଧରି କରି ଜବ୍‌କାର୍ଡକୁ ହାତେଇ ମହାତ୍ମା ଗାନ୍ଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri