Home

ଅସୁରକ୍ଷିତ ଶିଳ୍ପ କାରଖାନା

ଯାଜପୁର, ୧୫।୬(ହର୍ଷବର୍ଦ୍ଧନ ବେହେରା) ଶିଳ୍ପ କଳକାରଖାନାଗୁଡ଼ିକରେ ବିପଦପୂର୍ଣ୍ଣ କାମ କରି ଶ୍ରମିକମାନଙ୍କ ଜୀବନ ବିପନ୍ନ ହେଉଛି ା ବିଭାଗୀୟ ପ୍ରଶାସନିକ ଅଧିକାରୀ ୟୁନିଟଗୁଡ଼ିକର ରକ୍ଷଣାବେକ୍ଷଣ ଦିଗରେ ଧ୍ୟାନ ଦେବା ବଦଳରେ କମ୍ପାନୀ କର୍ତ୍ତୃପକ୍ଷଙ୍କ ବେଆଇନ କାର୍ଯ୍ୟ ପ୍ରତି ଖାଲି ଆଖି ବନ୍ଦ…

ବାଲି ବୋହୁଛନ୍ତି ଦୃଷ୍ଟିବାଧିତ ଖେଳାଳି ରଘୁରାମ

ନନ୍ଦପୁର, ୧୫ା୬ (ଶଙ୍କର ପୂଜାରୀ): ଉଚ୍ଚଶିକ୍ଷିତ ତଥା ଅନ୍ତଃରାଷ୍ଟ୍ରୀୟ ଦୃଷ୍ଟିହୀନ କ୍ରିକେଟ ଖେଳରେ କୋରାପୁଟ ଜିଲା ତଥା ଓଡ଼ିଶାର ପ୍ରତିନିଧିତ୍ୱ କରି ଗୋଲୁର ପଞ୍ଚାୟତ ପୋଡ଼େଇସିଂ ଗ୍ରାମର ଯୁବକ ରଘୁରାମ ନାୟକ ଦିନେ ନନ୍ଦପୁର ବ୍ଲକ ପାଇଁ ଆଣିଥିଲେ ଗୌରବ। ଏବେ…

ଭାରତୀୟ ଦଳରେ ଓଡ଼ିଶାର ୪

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): ଅନ୍ତର୍ଜାତୀୟ ବ୍ଲାଇଣ୍ଡ ସ୍ପୋଟର୍‌ସ ଫେଡେରେଶନ (ଆଇବିଏସ୍‌ଏ) ଆନୁକୂଲ୍ୟରେ ଓ୍ବାଲର୍‌ଡ ଗେମ୍ସ-୨୦୨୩ ଆସନ୍ତା ଅଗଷ୍ଟ ୧୮ରୁ ୨୭ ପର୍ଯ୍ୟନ୍ତ ବର୍ମିଂହାମଠାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଥମଥର ପାଇଁ ଦୃଷ୍ଟିବାଧିତ କ୍ରିକେଟକୁ ସାମିଲ କରାଯାଇଛି। ତେଣୁ ଏହି ପ୍ରତିଯୋଗିତା…

ପୁଣି ଫାଷ୍ଟ କମ୍‌, ଫାଷ୍ଟ ଲୋଡ୍‌ ଆଇନ ଉଲ୍ଲଂଘନ

ଯାଜପୁର, ୧୫।୬(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ ଆଇନ ଭୁଶୁଡି ପଡିଛି। ଖଣି ଖାଦାନ ନିକଟରେ ଥିବା ୩ ରୁ ୪ଟି ପଞ୍ଚାୟତର ଟ୍ରକ ମାଲିକମାନଙ୍କୁ ଖଣି ପରିବହନରେ…

ଆଥଲେଟ୍‌ଙ୍କୁ ଉତ୍ସାହିତ କଲେ ଉଷା

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ସଭାପତି ତଥା ଏମ୍‌ପି ପି.ଟି. ଉଷା ବୁଧବାର କିଟ୍‌ ଆଥଲେଟିକ୍‌ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଚାଇନାର ଚେଙ୍ଗଡୁଠାରେ ଜୁଲାଇ ୨୮ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ପାଇଁ…

ହ୍ୟାଟ୍ରିକ୍‌ ବିଜୟ ଭାରତର ଲକ୍ଷ୍ୟ

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଶେଷ ଦୁଇଟି ଲିଗ୍‌ମ୍ୟାଚ ଗୁରୁବାର ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ମଙ୍ଗୋଲିଆ ଓ ଭାନୁଆଟୁ ଏବଂ ସନ୍ଧ୍ୟା ୭ଟା ୩୦ରେ ଭାରତ ଓ…

ୟୁବିଆଇ ପକ୍ଷରୁ ୧.୩୪ କୋଟିର ଋଣ ମଞ୍ଜୁର

ଭୁବନେଶ୍ୱର,୧୫।୬: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବାଲେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱରର ବାଳମୁକୁଳିଠାରେ ଏକ ଜନ ସୁରକ୍ଷା ଶିବିର ଓ ସ୍ବୟଂ ସହାୟକ ଗୋଷ୍ଠୀ ଋଣମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ୟୁବିଆଇ ବାଲେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ…

ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପିଲାଙ୍କୁ ନିଷ୍ଟ୍‌ର ସହାୟତା

ଭୁବନେଶ୍ୱର,୧୫।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ନିଷ୍ଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କ ପାଇଁ ଏକ ବଡ଼ ଘୋଷଣା କରାଯାଇଛି। ଏ ନେଇ ଅନୁଷ୍ଠାନ ପକ୍ଷରୁ ଏକ…

ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୫।୬(ଜଗନ୍ନାଥ ଧଳ) ବୁଧବାର ରଜପର୍ବ ଆରମ୍ଭ ହୋଇଛି। ଓଡ଼ିଶାକୁ ମୌସୁମୀ ପ୍ରବାହ ବିଳମ୍ବ ଯୋଗୁ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ ା ଆଗାମୀ ଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ ଚାଷ…

ଜଣେ ଉଦାର, ବହୁମୁଖୀ ପ୍ରତିଭାର ବ୍ୟକ୍ତିତ୍ୱ ଥିଲେ

ଭୁବନେଶ୍ୱର, ୧୫।୬(ଅନୁରାଧା ମହାରଣା) ଭୁବନେଶ୍ୱରର ପୂର୍ବତନ ପୌରାଧ୍ୟକ୍ଷ ଡା. ଜଗନ୍ନାଥ ମହାପାତ୍ର କେବଳ ଜଣେ ଚିକିତ୍ସକ ନ ଥିଲେ ବରଂ ଜଣେ ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ ଓ ଉଦାର ବ୍ୟକ୍ତିତ୍ୱ। ତାଙ୍କର ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କର…

ନିଟ୍‌ ଫଳାଫଳରେ ଓଡିଏମ୍‌ର ବାଜିମାତ୍‌

ଭୁବନେଶ୍ୱର,୧୫।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ନିଟ୍‌-୨୦୨୩ ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ପୁଣିଥରେ ବାଜିମାତ୍‌ କରିଛି। ଏପରିକି ସଦ୍ୟ ପ୍ରକାଶିତ ନିଟ୍‌-୨୦୨୩ ପରୀକ୍ଷାରେ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଛାତ୍ରୀଛାତ୍ରମାନେ ଅଭୂତ ପୂର୍ବ ସଫଳତାର…

ମିନ୍ତ୍ରାର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୫।୬: ଇ-କର୍ମସ ପ୍ଲାଟ୍‌ଫର୍ମ ମିନ୍ତ୍ରାର ସ୍ବତନ୍ତ୍ର ଅଭିଯାନ ସହ ମିନ୍ତ୍ରା ଇଓଆର୍‌ଏସ୍‌ର ୧୮ତମ ସଂସ୍କରଣ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୬୦୦୦ରୁ ଅଧିକ ପ୍ରତିଷ୍ଠିତ ଘରୋଇ ଓ ଅନ୍ତର୍ଜାତୀୟ ଉତ୍ପାଦ ଏବଂ ଡି୨ସି ବ୍ରାଣ୍ଡ୍‌ଗୁଡ଼ିକରୁ ୨୦ଲକ୍ଷରୁ ଅଧିକ ଫ୍ୟାଶନ,ବିୟୁଟି ଓ ଲାଇଫ୍‌ଷ୍ଟାଇଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri