୧୬ରୁ ୩ ଦିନିଆ ଜୋୟା ଅଳଙ୍କାର ପ୍ରଦର୍ଶନୀ
ଭୁବନେଶ୍ୱର,୧୫।୬: ଜୋୟା ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ। ଟାଟା ଗ୍ରୁପ୍ର ସହଯୋଗୀ ପ୍ରତିଷ୍ଠାନ ତଥା ଟାଟା ହାଉସର ସୂକ୍ଷ୍ମ ହୀରା ବୁଟିକ୍ ଜୋୟାର ବିରଳ ଓ ପ୍ରିମିୟମ ଅଳଙ୍କାର ପ୍ରଦର୍ଶନୀ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୩ ଜୁନ୍ ୧୬ରୁ ୩…
ଚାଷୀଙ୍କୁ ଋଣ ପ୍ରଦାନରେ ଆନ୍ତରିକତା ଅଭାବ
ରଘୁନାଥପୁର, ୧୫।୬(ରାଜେନ୍ଦ୍ର ନାରାୟଣ ସିଂ): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ବଳରାମ ଯୋଜନା ଦିଗହରା ହୋଇପଡ଼ିଛି। ଏହି ଯୋଜନାରେ ଚାଷୀଙ୍କୁ ଋଣ ଦେବାପାଇଁ ଆନ୍ତରିକତା ପ୍ରକାଶ କରୁନାହାନ୍ତି ବ୍ୟାଙ୍କ ସମୂହ। ଫଳରେ ଖରିଫ ଓ ରବି ଫସଲ…
ତନିସ୍କର ନୂଆ ‘ସୁନା ବଦଳ ନୀତି’ ପ୍ରଚଳନ
ଭୁବନେଶ୍ୱର,୧୫।୬ (ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତନିସ୍କ ପକ୍ଷରୁ ଏକ ଅଭିନବ ପଦକ୍ଷେପ ତଥା ସୁବିଧା ‘ସୁନା ବଦଳ ନୀତି’ର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନାର ବର୍ଦ୍ଧିତ ଦର ମଧ୍ୟରେ ତନିସ୍କ ତା’ର ନୂଆ ‘ସୁନା…
ଆର୍ବିଆଇ ନିର୍ଦ୍ଦେଶକୁ କଂଗ୍ରେସର ବିରୋଧ
ନୂଆଦିଲ୍ଲୀ,୧୫।୬(କୁଲ୍ଦୀପ୍ ସିଂ): ଜାଣିଶୁଣି ଋଣ ଖିଲାପ କରିଥିବା ବ୍ୟକ୍ତି ଓ ସଂସ୍ଥା ସହ ବୁଝାମଣା କରି ସେମାନଙ୍କ ଋଣକୁ ଫଇସଲା କରିବାକୁ ଗତ ୮ ତାରିଖରେ ଆର୍ବିଆଇ ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ବିରୋଧରେ କଂଗ୍ରେସ କେନ୍ଦ୍ର ସରକାରଙ୍କ…
ଡ୍ରଗ୍ସ ମାମଲାରେ କାବାଲି ଫିଲ୍ମ ପ୍ରଯୋଜକ ଗିରଫ
ହାଇଦ୍ରାବାଦ,୧୫।୬: ସୁରପଷ୍ଟାର ରଜନୀକାନ୍ତଙ୍କ ଅଭିନୀତ ଫିଲ୍ମ କାବାଲିର ପ୍ରୟୋଜକ କେ.ପି. ଚୌଧୁରୀଙ୍କୁ ବୁଧବାର ଡ୍ରଗ୍ସ ମାମଲାରେ ହାଇଦ୍ରାବାଦ ପୋଲିସ ଗିରଫ କରିଛି। ୯୦ ପ୍ୟାକେଟ୍ରୁ ପାଖାପାଖି ୮୨.୭୫ ଗ୍ରାମର କୋକେନ ପୋଲିସ ତାଙ୍କ ନିକଟରୁ ଜବତ କରିଛି। ଜବତ ଡ୍ରଗ୍ସର ବଜାର…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ଠକେଇ
ଭୁବନେଶ୍ୱର ୧୪।୬, ସତ୍ୟଜିତ୍ ରାଉତ: ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ୧.୩୭ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ରହୁଥିବା ଗଞ୍ଜାମ…
ଭାରତ ଛାଡ଼ୁଛନ୍ତି ମିଲିଅନେୟାର
ନୂଆଦିଲ୍ଲୀ,୧୫ା୬: ଚଳିତବର୍ଷ ଭାରତରୁ ମିଲିଅନେୟାର ମାନଙ୍କ ଗଣପଳାୟନ ହେବ। ୨୦୨୩ରେ ଦେଶ ୬,୫୦୦ ହାଇ-ନେଟ୍-ଓର୍ଥ ଇଣ୍ଡିଭିଜୁଆଲ (ଏଚ୍ଏନ୍ଡବ୍ଲ୍ୟୁଆଇ)ଙ୍କୁ ହରାଇବ ବୋଲି ହେନ୍ଲେ ପ୍ରାଇଭେଟ୍ ଓ୍ବେଲ୍ଥ ମାଇଗ୍ରେଶନ୍ ରିପୋର୍ଟରେ ପ୍ରକାଶ ପାଇଛି। ସମ୍ପତ୍ତି ଓ ନିବେଶ ମାଇଗ୍ରେଶନ୍ ଟ୍ରେଣ୍ଡ ଉପରେ ନଜର ରଖୁଥିବା…
ଚାପ ଯୋଗୁ ଚାକିରି ଛାଡ଼ୁଛନ୍ତି କର୍ମଚାରୀ
ଓ୍ବାଶିଂଟନ୍,୧୫।୬: କାର୍ଯ୍ୟାଳୟରେ କର୍ମଚାରୀଙ୍କ ଉପରେ ଚାପ କ୍ରମାଗତ ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସେମାନଙ୍କ କାର୍ଯ୍ୟଶୈଳୀ ଉପରେ ପଡ଼ିଛି। ଆମେରିକାର ଆନାଲିଟିକ୍ସ ଆଡ୍ଭାଇଜରି କମ୍ପାନୀ ଗଲୁପ ପକ୍ଷରୁ କରାଯାଇଥିବା ସର୍ଭେ ଅନୁସାରେ କର୍ମକ୍ଷେତ୍ରରେ ଚାପ ବଢ଼ିବା ଯୋଗୁ କର୍ମଚାରୀ ଓ ମାଲିକଙ୍କ…
ଥାନା ସମ୍ମୁଖ ଝୁମ୍ପୁଡ଼ିରେ ଯୁବକଙ୍କ ମୃତଦେହ
ଭୁବନେଶ୍ୱର, ୧୫।୬, ସତ୍ୟଜିତ୍ ରାଉତ: ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ସାମ୍ନାରେ ବୁଧବାର ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଥାନା ନିକଟରୁ ପ୍ରାୟ ୩୦ ମିଟର ଦୂର ରାସ୍ତା କଡ଼ରେ ଥିବା ଏକ ଝୁମ୍ପୁଡ଼ି ଘର ଭିତରୁ ପୋଲିସ ମୃତଦେହ…
କଚ୍ଛ ମୁହାଁ ‘ବିପର୍ଯ୍ୟୟ’
ନୂଆଦିଲ୍ଲୀ,୧୫।୬: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ପୂର୍ବନୁମାନ ଅନୁସାରେ ଭୀଷଣ ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ ଗୁରୁବାର ଗୁଜରାଟର ସୌରାଷ୍ଟ୍ର, କଚ୍ଛ ଏବଂ ପାକିସ୍ତାନ ଉପକୂଳରେ ସ୍ଥଳଭାଗ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ ସମୁଦ୍ରକୂଳିଆ ଅଞ୍ଚଳକୁ ଖାଲି କରିଦିଆଯାଇଛି। ପ୍ରଶାସନ ପକ୍ଷରୁ ଉପକୂଳବର୍ତ୍ତୀ ଅଞ୍ଚଳରେ…
ବିଜେଡି କର୍ମୀଙ୍କୁ ଗୁଳିମାଡ଼
କାମାକ୍ଷାନଗର, ୧୫।୬(ସୁଧୀର କୁମାର ପରିଡ଼ା) ଢେଙ୍କାନାଳ ଜିଲା କାମାକ୍ଷାନଗର ବିଜେଡି କର୍ମୀ ତଥା ଠିକାଦାର କାହ୍ନୁଚରଣ ସାହୁଙ୍କ ଉପରେ ବୁଧବାର ରାତି ପ୍ରାୟ ୧୧ଟା ବେଳେ ଗୁଳିମାଡ଼ ହୋଇଛି। ସେ କାର୍ରେ ଫେରୁଥିବାବେଳେ ଘର ସମ୍ମୁଖରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଆଖିବୁଜା…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଦନ୍ତାହାତୀର ମୃତ୍ୟୁ
କଣ୍ଟାମାଳ,୧୪ା୬(ଆଦିତ୍ୟେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ବନଖଣ୍ଡ ଘୁଚାଙ୍ଗୀ ଗାଁ ନିକଟ ବିଲରେ ବୁଧବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବୁଧବାର ପାହାନ୍ତିଆରେ ଏକ ହାତୀର ଚିତ୍କାର ଶୁଣିଥିଲେ। ସକାଳ ହେବା…
Archives


