Home

ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ବରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ…

ସନ୍ଦେହ ଘେରରେ ନାବାଳିକାଙ୍କ ମୃତ୍ୟୁ, ୫ ଦିନ ପରେ ଥାନାର ଦ୍ୱାରସ୍ଥ ହେଲେ ଦୁଇ ଗୋଷ୍ଠୀ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ୫ ଦିନ ପରେ ଦୁଇ ଗୋଷ୍ଠୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଆଦର୍ଶ ଥାନା ପରିସରରେ। ସୂଚନାନୁଯାୟୀ, କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମ୍‌ଭି-୪୯ ଗ୍ରାମର ହର କର୍ମକାରଙ୍କ…

ବର୍ଷା ଯୋଗୁ ଲକ୍ଷ୍ନୌ-ଚେନ୍ନାଇ ମ୍ୟାଚ ରଦ୍ଦ

ଲକ୍ଷ୍ନୌ,୩।୫: ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ବୁଧବାର ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ମ୍ୟାଚ ପୂରା ହୋଇପାରିଲାନି। ପ୍ରଥମ ଇନିଂସର ଶେଷ ଓଭରରେ ବର୍ଷା…

ଦିଲ୍ଲୀରେ ବିରାଟ-ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ନିଜର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ପ୍ରାୟତଃ ଶେୟାର କରିଥାନ୍ତି। ଗତ ମାସରେ ଏହି କପଲ ବେଙ୍ଗାଲୁରୁରେ ଦକ୍ଷିଣ…

ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍‌

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ପ୍ରଶାସନ ତତ୍ପର

ମାଲକାନଗିରି,୩ା୫(ଡି.ଏନ୍‌.ଏ.): ଆଗାମୀ ମୌସୁମୀ ବର୍ଷା ନେଇ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଧ୍ୟକ୍ଷ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ ଇଣ୍ଡିଆନ୍ସ

ଚଣ୍ଡିଗଡ,୩।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ…

ପୁଟିନଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ଆଣିଲା ରୁଷିଆ

ମସ୍କୋ,୩।୫: ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ରୁଷିଆ ଅଭିଯୋଗ କରିଛି। ରୁଷିଆ କହିଛି, ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବା ପାଇଁ ମସ୍କୋ ଉପରେ ଡ୍ରୋନ ମାଧ୍ୟମରେ ଆକ୍ରମଣ କରିଛି। ହେଲେ ରୁଷିଆ…

ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି। ନିକଟରେ ଏହି…

ସଞ୍ଜୟ ସିଂଙ୍କୁ କ୍ଷମା ମାଗିନାହିଁ ଇଡି

ନୂଆଦିଲ୍ଲୀ,୩।୫: ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂ ବୁଧବାର ତାଙ୍କର ଅଫିସିୟାଲ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଜାରି କରିଥିଲେ। ଏଥିରେ ସେ ଦାବି କରିଥିଲେ କି ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଚାର୍ଜସିଟରେ ତାଙ୍କ ନାମ ଉଲ୍ଲେଖ…

ଥରିଲା ଆଫଗାନିସ୍ତାନ

କାବୁଲ,୩ା୫: ଆଫଗାନିସ୍ତାନରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି ଅନୁଯାୟୀ, ଆଫଗାନିସ୍ତାନର ସ୍ଥାନୀୟ ସମୟ ଅପରାହ୍ନ ୩ଟା ୨୧ରେ କମ୍ପନ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ମାପ କରାଯାଇଛି। ଖବର ଲେଖାହେବା ସୁଦ୍ଧା…

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ହୋଇଛି ସରଗରମ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri