ଆଜି ଗିରଫ ହୋଇପାରନ୍ତି ଟ୍ରମ୍ପ, ସମର୍ଥକଙ୍କୁ ଲେଖିଲେ ଶେଷ ଚିଠି
ଓ୍ବାଶିଂଟନ୍,୨୧।୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ୨୦୧୬ ନିର୍ବାଚନ ପ୍ରଚାରରେ ଅନିୟମିତ ଦେୟ ମାମଲାରେ ଶୁଣାଣି ଚାଲିଛି। ତାଙ୍କୁ ଯେକୌଣସି ସମୟରେ ଗିରଫ କରାଯିବ ବୋଲି ଜଣାପଡିଛି। ଏହି ସମୟରେ ଟ୍ରମ୍ପ ସମର୍ଥକଙ୍କୁ ଏକ ଇ-ମେଲ ପଠାଇ କହିଥିଲେ…
ବସକୁ ପଛରୁ ପିଟିଲା ଟ୍ରକ: ୧୦ ଆହତ
ବୌଦ୍ଧ,୨୧।୩(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଚାରିଛକ ତହସିଲ ଅଫିସ ନିକଟରେ ଯାତ୍ରୀବାହୀ ବସକୁ ପଛରୁ ପିଟିଛି ଏକ ଟ୍ରକ। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପୁରୁଣା କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ…
ମରାମତି, ନିର୍ମାଣରେ ବ୍ୟାପକ ହରିଲୁଟ
ଯାଜପୁର ଅଫିସ,୨୧ା୩:ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ(ଆରଡି) ବିଭାଗ ଅଧୀନ ଗ୍ରାମାଞ୍ଚଳ ରାସ୍ତାଗୁଡ଼ିକ ଖାଲଖମାରେ ପରିପୂର୍ଣ୍ଣ ହୋଇ ଧାର୍ଯ୍ୟ ସମୟ ପୂର୍ବରୁ ଗମନାଗମନ ଅନୁପଯୋଗୀ ହୋଇପଡ଼ୁଛି। ବ୍ୟାପକ ପିସି କାରବାର ଓ ଠିକାଦାର ପ୍ରୀତି ଯୋଗୁ କାର୍ଯ୍ୟ ନିମ୍ନମାନର ହେଉଥିବାରୁ ଏଭଳି ସ୍ଥିତି…
ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ
ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ ଦଇତାପତି…
ନେତାଙ୍କୁ ଏକାଠିକଲା ପଖାଳ
ଭୁବନେଶ୍ୱର,୨୧ା୩(ବ୍ୟୁରୋ):ସୋମବାର ଥିଲା ପଖାଳ ଦିବସ। ରାଜ୍ୟର ବିଭିନ୍ନ ସ୍ଥାନରେ ପଖାଳପ୍ରିୟ ଲୋକମାନେ ଏହାକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିଛନ୍ତି। ପଖାଳର ସୁସ୍ବାଦରେ କେବଳ ସାଧାରଣ ଲୋକ ନୁହନ୍ତି ରାଜନେତା, ବିଧାୟକ, ମନ୍ତ୍ରୀ, ଖବରଦାତା, ବ୍ୟବସାୟୀ ମଧ୍ୟ ମସ୍ଗୁଲ। ଭଳିକି ଭଳି…
୭ମାସ ପରେ ବି ଆସିନି ଡିଏନ୍ଏ ରିପୋର୍ଟ
ଭୁବନେଶ୍ୱର, ୨୧।୩(ବ୍ୟୁରୋ):ଗତବର୍ଷ ବୌଦ୍ଧ ବନଖଣ୍ଡର ବୌଦ୍ଧ ରେଞ୍ଜ ଅନ୍ତର୍ଗତ ବଘିଆପଡ଼ା ସେକ୍ସନରେ ଦୁଇଟି ଦନ୍ତା ହାତୀର କଙ୍କାଳ ଗଳିତ ଅବସ୍ଥାରେ ମିଳିଥିଲା। ପ୍ରଥମେ ଜୁନ ୨୩ରେ ଜାମୁଖୋଲ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ଓ ଜୁନ୍ ୨୫ରେ ବାଙ୍କୀମୁଣ୍ଡି ସଂରକ୍ଷିତ ଜଙ୍ଗଲରେ ଅନ୍ୟଏକ…
ନିଃଶୁଳ୍କ ରୋଗ ନିରୂପଣ ପରୀକ୍ଷା ତାଲିକା ୨୨୧କୁ ବୃଦ୍ଧି
ଭୁବନେଶ୍ୱର, ୨୧।୩(ବ୍ୟୁରୋ):ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ଭାବେ ରାଜ୍ୟ ସରକାର ଜିଲା ସ୍ତରରେ ମିଳୁଥିବା ନିଶୁଳ୍କ ରୋଗ ନିରୂପଣ ପରୀକ୍ଷା ପରିସର ୧୪୬କୁ ବୃଦ୍ଧି କରିଛନ୍ତି। ଫଳରେ ଏଣିକି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ତରରେ ୨୨୧…
ଖୁବ୍ଶୀଘ୍ର ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ରାଜ୍ୟରେ ଖାଲିଥିବା ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବେସରକାରୀ ଅନୁଦାନପ୍ରାପ୍ତ ୨୨୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖାଲି…
ନୂଆ ରୂପ ନେବ ୩ ଶକ୍ତିପୀଠ
ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି…
ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ, ହେଲେ ନଡ୍ଡାଙ୍କର କ’ଣ? ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ
ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ ଖାର୍ଗେ ଏହାର ଜବାବ ରଖିଛନ୍ତି । ଖାର୍ଗେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ…
୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଅପରାହ୍ନରେ ଭୁବନେଶ୍ୱରରେ ଭଲ ବର୍ଷା ହେବା…
ଅନ୍ଲାଇନ ଆର୍ଟିଆଇ ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୧ା୩:ପର୍ଯ୍ୟାପ୍ତ ତଥ୍ୟ ଯୋଗାଇବାରେ ସୁବିଧା ପାଇଁ ଅନ୍ଲାଇନ ସୂଚନା ଅଧିକାର (ଆର୍ଟିଆଇ) ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟ ସୋମବାର ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୫ରେ ଆର୍ଟିଆଇ ଆଇନ କାର୍ଯ୍ୟକାରୀ ହୋଇଥିଲା। ଏହାର ୧୭ ବର୍ଷ ପରେ ମଧ୍ୟ…
Archives


