ବାହାନଗା ରେଳ ଦୁର୍ଘଟଣା ମୃତକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଇବ ରୟାଲ ଗ୍ରୁପ୍
ଭୁବନେଶ୍ୱର,୧୨।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ରୟାଲ ଗ୍ରୁୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ସମ୍ପର୍କରେ ଏକ ବଡ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁନ୍ ୨ରେ ବାଲେଶ୍ୱର ଜିଲାର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ…
ୱେଷ୍ଟର୍ନ କ୍ୟାରିୟର୍ସ ପକ୍ଷରୁ ଡିଆର୍ଏଚ୍ପି ଦାଖଲ
ନୂଆଦିଲ୍ଲୀ,୧୨।୬: ୱେଷ୍ଟର୍ନ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍ ପକ୍ଷରୁ ଡ୍ରାପ୍ଟ ରେଡ୍ ହେରିଂ ପ୍ରସପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ଜରିଆରେ ପାଣ୍ଠି ହାସଲ କରିବା ଲାଗି ପୁଞ୍ଜି ବଜାର ନିୟାମକ ସଂସ୍ଥା…
୩ଦିନ ହେବ ପ୍ଲାନେଟାରିୟମ୍ ବନ୍ଦ
ଭୁବନେଶ୍ୱର, ୧୨।୬ (ବ୍ୟୁରୋ): ପିଲାଙ୍କ ପାଇଁ ଉଭୟ ମନୋରଞ୍ଜନ ଓ ଶିକ୍ଷାର ଏକ ପ୍ରମୁଖ ମାଧ୍ୟମ ହେଉଛି ପ୍ଲାନେଟୋରିୟମ୍। ମହାକାଶ, ଗ୍ରହ, ନକ୍ଷତ୍ର ଆଦି ବିଭିନ୍ନ ମହାଜାଗତିକ ତଥ୍ୟ ଉପରେ ଜ୍ଞାନ ଲାଭ କରିବା ପାଇଁ ପ୍ରତିଦିନ ଶହ ଶହ ଛାତ୍ରୀଛାତ୍ର,…
ଅନ୍ୟ ରାଜ୍ୟ ପାଇଁ କେନ୍ଦ୍ର ଆଣିବ ଅଧ୍ୟାଦେଶ
ନୂଆଦିଲ୍ଲୀ, ୧୨ା୬ : ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିବାରୁ ଆମ୍ ଆଦ୍ମୀ ପାର୍ଟି (ଏଏପି) ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି।…
ଭବିଷ୍ୟତରେ ତାମିଲ ପ୍ରଧାନମନ୍ତ୍ରୀ ହୁଅନ୍ତୁ: ଶାହା
ଚେନ୍ନାଇ/ଭେଲୋର,୧୨ା୬: ଭବିଷ୍ୟତରେ ଜଣେ ତାମିଲ ଭାରତର ପ୍ରଧାନମନ୍ତ୍ରୀ ହେବା ଉଚିତ। ଅତୀତରେ ଡିଏମ୍କେ ଯୋଗୁ ଏପରି ସୁଯୋଗ ଦୁଇଥର ହାତଛଡ଼ା ହୋଇଛି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା କହିଛନ୍ତି। ଚେନ୍ନାଇରେ ଆୟୋଜିତ ଭାଜପାର ଏକ ରୁଦ୍ଧଦ୍ୱାର ବୈଠକରେ ଶାହା ଦଳୀୟ…
ନୂଆ ଦଳ ଗଢ଼ିବେନି ସଚିନ ପାଇଲଟ
ଦାଉସା, ୧୨ା୬(ପି.ଟି.) : ରାଜସ୍ଥାନର ଅସନ୍ତୁଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ ନୂଆ ଦଳ ଗଢ଼ିବେ ନାହିଁ। ତାଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜେଶ ପାଇଲଟ୍ଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଦାଉସାରେ…
ନୀତୀନ ଅଗ୍ରଓ୍ବାଲ ବିଏସ୍ଏଫ୍ ଡିଜି
ନୂଆଦିଲ୍ଲୀ,୧୨ା୬: କେରଳ କ୍ୟାଡର ୧୯୮୯ ବ୍ୟାଚ୍ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀ ନୀତୀନ ଅଗ୍ରଓ୍ବାଲଙ୍କୁ ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ମହାନିର୍ଦ୍ଦେଶକ (ଡିଜି) ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ସେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍) ମୁଖ୍ୟାଳୟରେ ଅପରେଶନ୍ସ…
ସ୍କଟଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ଗିରଫ
ଲଣ୍ଡନ,୧୨ା୬: ସ୍କଟ୍ଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ନିକୋଲା ଷ୍ଟର୍ଜନ ଦୁର୍ନୀତି ଅଭିଯୋଗରେ ରବିବାର ଗିରଫ ହୋଇଛନ୍ତି। ସ୍ବାଧୀନତା ସପକ୍ଷବାଦୀ ସ୍କଟିଶ୍ ନ୍ୟାଶନାଲ ପାର୍ଟି (ଏସ୍ଏନ୍ପି)ର ପାଣ୍ଠି ଓ ଆର୍ଥିକ ହେରଫେର ମାମଲାରେ ତଦନ୍ତ ଚାଲିଥିବାବେଳେ ୫୨ ବର୍ଷୀୟା ନିକୋଲାଙ୍କୁ ପୋଲିସ ଗିରଫ…
ଦୀର୍ଘ ୨୭ ବର୍ଷ ପରେ ଭାରତରେ ହେବ ବିଶ୍ୱସୁନ୍ଦରୀ ପ୍ରତିଯୋଗିତା
ମୁମ୍ବାଇ: ଦୀର୍ଘ ୨୭ ବର୍ଷ ପରେ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି ବିଶ୍ୱସୁନ୍ଦରୀ ପ୍ରତିଯୋଗିତା। ୧୯୯୬ରେ ଏହି ପ୍ରତିଯୋଗିତା ଭାରତରେ ଶେଷଥର ପାଇଁ ଆୟୋଜିତ ହୋଇଥିଲା। ଚଳିତ ବର୍ଷର ୭୧ତମ ବିଶ୍ବସୁନ୍ଦରୀ ପ୍ରତିଯୋଗିତା ଭାରତରେ ହେବା ନେଇ ଆୟୋଜକ ବିଶ୍ୱସୁନ୍ଦରୀ ସଂଘର…
ଆତଙ୍କବାଦୀ ନେଟ୍ଓ୍ବର୍କରେ ମହିଳା, ନାବାଳିକାଙ୍କୁ ସାମିଲ କରିଛି ଆଇଏସ୍ଆଇ
ଶ୍ରୀନଗର, ୧୨ା୬(ପି.ଟି.) : ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଏବଂ ଆତଙ୍କବାଦୀ ସଂଗଠନର ମୁଖ୍ୟମାନେ କଶ୍ମୀରରେ ଥିବା ଆତଙ୍କବାଦୀମାନଙ୍କ ପାଖକୁ ଅସ୍ତ୍ରଶସ୍ତ୍ର ତଥା ବାର୍ତ୍ତା ପ୍ରେରଣ ଲାଗି ମହିଳା, ନାବାଳିକା ଓ ନାବାଳକମାନଙ୍କୁ ସାମିଲ କରୁଥିବା ସାମ୍ନାକୁ ଆସିଛି। ଏହା ଆଇଏସ୍ଆଇର…
ଯବାନଙ୍କ ସ୍ତ୍ରୀଙ୍କୁ ୪୦ ଜଣଙ୍କ ଆକ୍ରମଣ
ଚେନ୍ନାଇ, ୧୨ା୬ : ତାମିଲନାଡୁର ଥିରୁଭାନ୍ନମଲାଇ ଜିଲାରେ ଜଣେ ସେନା ଯବାନଙ୍କ ସ୍ତ୍ରୀଙ୍କୁ ପ୍ରାୟ ୪୦ ଜଣ ଲୋକ ଆକ୍ରମଣ କରିବା ସହ ଅର୍ଦ୍ଧଉଲଗ୍ନ କରିଦେଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀମାନେ ମହିଳାଙ୍କ ଛାତି ଓ ତଳିପେଟକୁ ଗୋଇଠା ମାରିବା ସହ ତାଙ୍କ…
ମନ୍ଦିର ଆନ୍ଦୋଳନର ମୁଖ୍ୟ ଦେବକୀ ନାମ୍ବିସାନ୍ଙ୍କ ପରଲୋକ
ଥ୍ରିଶୂର୍, ୧୨ା୬: ୧୯୫୬ରେ ମନ୍ଦିର ଆନ୍ଦୋଳନରେ ମୁଖ୍ୟ ଭୂମିକା ନେଇ ଦଳିତ ମହିଳାମାନଙ୍କ ଅଧିକାର ପାଇଁ ଲଢ଼ିଥିବା ଦେବକୀ ନାମ୍ବିସାନ୍ଙ୍କର ରବିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଭେଲୁର ନିକଟ ମନିମଲାରକାଭୁ ମନ୍ଦିର ବାର୍ଷିକ ଉତ୍ସବରେ ନାୟାର ମହିଳାମାନେ…
Archives


