Home

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ ୨ ଜଣ ପୋଲିସ ଅଫିସର ସହାୟତା କରିଥିବା ମୁଖ୍ୟ ଅଭିଯୁକ୍ତ ଝିଅଙ୍କ ବାପା…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ରବିବାର ବିଳମ୍ବିତ ରାତିରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ ଏୟାରଲାଇନ୍ସ ଚେକ୍‌ ଇନ୍‌ ବ୍ୟାଗେଜ୍‌ ଦେୟ ବଢ଼ାଇଛନ୍ତି। ଆମେରିକାରେ ଶୁକ୍ରବାର ପେଟ୍ରୋଲର ହାରାହାରି…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି କ୍ଷମତାରେ ରହିଥିବା ଦେଶର କଠୋରପନ୍ଥୀ ପ୍ରଧାନମନ୍ତ୍ରୀ ତଥା ବିଶ୍ୱସ୍ତରୀୟ ଦକ୍ଷିଣପନ୍ଥୀ ଆଇକନ୍‌ ଭିକ୍ଟର…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ, ପ୍ରଥା ପରମ୍ପରା ଓ ପର୍ବପର୍ବାଣି ଆଦି ସବୁଥିରେ ରହିଛି ସର୍ଜନଶୀଳ ଦୃଷ୍ଟିଭଙ୍ଗୀ। ସ୍ଥାପତ୍ୟ…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଲାଗି ପ୍ରୟାସ ଚଳାଇଛି। ଏଭଳି ସମୟରେ ଜଣେ ଆମେରିକୀୟ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ଖୋଲିଦେବା ପାଇଁ ଦାବି କରିଛନ୍ତି। ସୋମବାର ସୁଦ୍ଧା ଏହି ଜଳପଥକୁ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା ଆହୁରି ତୀବ୍ର ହୋଇଛି। ଏପ୍ରିଲ ୫ରେ, ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା କହିଛନ୍ତି। ସେ ପରୋକ୍ଷରେ ନିର୍ବାଚନ କମିଶନଙ୍କୁ ସତର୍କ କରାଇ ଦେଇଛନ୍ତି। ପାଟନାର…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ (SRH) ଏବଂ ଲକ୍ଷ୍ନୌ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି ଇରାନ ଇସଲାମାବାଦରେ ଆଲୋଚନା କରିବାକୁ ଇଚ୍ଛୁକ ନୁହେଁ ବୋଲି ରିପୋର୍ଟକୁ ଖଣ୍ଡନ କରିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri