ସଲମାନଙ୍କୁ ମିଳିଲା ଧମକପୂର୍ଣ୍ଣ ଇମେଲ
ମୁମ୍ବାଇ,୧୯।୩: ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା। ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ…
ପୁଣି ବଢିଲା ଇମ୍ରାନଙ୍କ ଅଡ଼ୁଆ
ଇସ୍ଲାମାବାଦ, ୧୯ା୩:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ଦଳର କେତେଜଣ ନେତାଙ୍କ ବିରୋଧରେ ରବିବାର ପୋଲିସ ଆତଙ୍କବାଦ ମାମଲା ରୁଜୁ କରିଛି। ଇମ୍ରାନଙ୍କ ବିରୋଧରେ ଦୁର୍ନୀତି ମାମଲାର ଶୁଣାଣି ପୂର୍ବରୁ ଇସ୍ଲାମାବାଦର ଏକ ଅଦାଲତ ବାହାରେ ତାଙ୍କ ଦଳର କର୍ମୀମାନେ ଭଙ୍ଗାରୁଜା…
ମୋଦିଙ୍କ ପାଇଁ ରାହୁଲ ଟିଆରପି ସଦୃଶ: ମମତା
କୋଲକାତା,୧୯।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ଯଦି ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ହୋଇ ରହନ୍ତି ତେବେ ନରେନ୍ଦ୍ର ମୋଦିଙ୍କୁ କେହି ପରାସ୍ତ କରିପାରିବେ ନାହିଁ। ରାହୁଲ ମୋଦିଙ୍କ ପାଇଁ ଟିଆରପି…
କଙ୍ଗନାଙ୍କ ଅଧୁରା ସ୍ବପ୍ନ
ବଲିଉଡର ଆଗଧାଡିର ଅଭିନେତ୍ରୀଙ୍କ ମଧ୍ୟରେ କଙ୍ଗନା ରାଣାୱତ ଅନ୍ୟତମ। ସେ ଚମତ୍କାର ଅଭିନୟ ବ୍ୟତୀତ ନିଜର ତୀକ୍ଷ୍ଣ ବକ୍ତବ୍ୟ ପାଇଁ ମଧ୍ୟ ଜଣାଶୁଣା। ସାମାଜିକ ଏବଂ ରାଜନୈତିକ ପ୍ରସଙ୍ଗ ବ୍ୟତୀତ କଙ୍ଗନା ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଖୋଲାଖୋଲି ମନ୍ତବ୍ୟ…
ସିସୋଡିଆଙ୍କୁ ରାଜା ହରିଶ୍ଚନ୍ଦ୍ରଙ୍କ ସହ ତୁଳନା କଲେ କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୧୯।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମନୀଷ ସିସୋଡିଆଙ୍କୁ ରାଜା ହରିଚନ୍ଦ୍ରଙ୍କ ସହ ତୁଳନା କରିଛନ୍ତି। କୁହାଯାଏ ଯେ, ସତ୍ୟର ପଥ ଅନୁସରଣ କରୁଥିବା ରାଜା ହରିଚନ୍ଦ୍ରଙ୍କ ପରି ସିସୋଡିଆଙ୍କ ମଧ୍ୟ ଭଗବାନ ପରୀକ୍ଷା ନେଉଛନ୍ତି। ଆମେ ସମସ୍ତେ ଜାଣୁ ଯେ,…
ଦିଲ୍ଲୀ ପୋଲିସକୁ ଜବାବ ଦେଲେ ରାହୁଲ
ନୂଆଦିଲ୍ଲୀ,୧୯।୩: କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ‘ମହିଳାଙ୍କୁ ଯୌନ ଉତ୍ପୀଡ଼ନ’ ସମ୍ପର୍କରେ ତାଙ୍କ ଭାଷଣ ସମ୍ପର୍କରେ ଦିଲ୍ଲୀ ପୋଲିସ ନୋଟିସର ଜବାବ ଦେଇଛନ୍ତି। ସେ ଦିଲ୍ଲୀ ପୋଲିସକୁ ଏକ ଲମ୍ବା ଚଉଡା ମେଲ୍ ପଠାଇଛନ୍ତି। ଏଥିରେ ରାହୁଲ ଗାନ୍ଧୀ ଭାଷଣର ୪୫…
କଂଗ୍ରେସ ସରକାରକୁ ଆସିଲେ ୫୦୦ ଟଙ୍କାରେ ମିଳିବ ଗ୍ୟାସ ସିଲିଣ୍ଡର: କମଲ ନାଥ
ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଅଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଦଳର ନେତାଙ୍କ ଦ୍ୱାରା ଜନପ୍ରିୟ ପ୍ରତିଶ୍ରୁତି ଦେବାର ପର୍ଯ୍ୟାୟ ଆରମ୍ଭ ହୋଇଛି। ରବିବାର ଜବଲପୁର ଡିଭିଜନର ନରସିଂହପୁର ଜିଲାରେ…
ଆରକ୍ଷୀ ଅଧୀକ୍ଷକଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଘଟଗାଁ ବ୍ଲକ ବାଲିଯୋଡ଼ି ୟୁଜିୟୁପି ସ୍କୁଲର ପ୍ରଧାନଶିକ୍ଷକ ସୁଧାଂଶୁ ଶେଖର ମହାନ୍ତି ଉକ୍ତ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସର ଅନ୍ତେବାସିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି। ଏହି ଘଟଣାରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ପକ୍ଷରୁ…
୪ ହଜାର କର୍ମଚାରୀ ଛଟେଇ କରିବ ଡିଜ୍ନୀ
କାଲିଫର୍ନିଆ,୧୯।୩: ମନୋରଞ୍ଜନ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ କମ୍ପାନୀ ଡିଜ୍ନୀ ଚାରି ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି। ଛଟେଇ ହେବାକୁ ଥିବା କର୍ମଚାରୀଙ୍କୁ ତୁରନ୍ତ ଚିହ୍ନଟ କରିବାକୁ କମ୍ପାନୀ ଏହାର ମ୍ୟାନେଜର୍ମାନଙ୍କୁ ନିର୍ଦ୍ଦେଶ ଦେଇଛି। କମ୍ପାନୀ ଏପ୍ରିଲରେ ଏହି ଛଟେଇ କରିବ।…
ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ହାତୀଙ୍କ ଚଳପ୍ରଚଳରେ ସମସ୍ୟା
କେନ୍ଦୁଝର,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ୍ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସ୍ଥାନରେ ହାତୀଙ୍କ ବର୍ଷର ସବୁ ସମୟରେ ଯାତାୟାତ ରହୁଥିବାରୁ ପିୟୁପି ବା ପାସେଞ୍ଜର ଅଣ୍ଡରପାସ୍…
ଭାରତକୁ ୧୦ ଉଇକେଟ୍ରେ ପରାସ୍ତ କଲା ଅଷ୍ଟ୍ରେଲିଆ
ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ ଜିତିଥିଲା।…
ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…
ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା ଉଠାଇବାରେ…
Archives


