୪୦ ଡିଗ୍ରୀ ଉପରେ ରାଜ୍ୟର ୨୦ ସହର, ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଶନିବାର ରାଜ୍ୟର ୨୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଏଥିମଧ୍ୟରୁ ଝାରସୁଗୁଡ଼ା ତାପମାତ୍ରାରେ ରେକର୍ଡ ଭାଙ୍ଗିଛି। ଝାରସୁଗୁଡ଼ାରେ ଆଜି ତାପମାତ୍ରା ୪୪.୮ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି…
ପ୍ରଶାସନର ଦ୍ୱାରସ୍ଥ ପରେ ଗାଁରୁ ଦୂର ହେଲା ପାନୀୟ ଜଳ ସମସ୍ୟା
କୋକସରା,୧୦ା୬(ଡି.ଏନ୍.ଏ.): ପାନୀୟ ଜଳ ପାଇଁ ବ୍ଲକ ପ୍ରଶାସନର ଦ୍ୱାରସ୍ଥ ପରେ ଟେମରା ପଞ୍ଚାୟତ ହଂସପଡ଼ା ଗ୍ରାମକୁ ୨ଟି ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରିଛନ୍ତି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷ। କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ…
ଦୁଇ ବିମାନ ମୁହାଁମୁହିଁ ଧକ୍କା
ଟୋକିଓ,୧୦ା୬: ଜାପାନର ହାନେଡା ବିମାନବନ୍ଦର ରନ୍ଓ୍ବେରେ ଦୁଇଟି ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶନିବାର ଟୋକିଓ ବିମାନ ବନ୍ଦର୍ ରନଓ୍ବେରେ ଦୁଇଟି ଯାତ୍ରୀବାହୀ ବିମାନ ମୁହାଁମୁହିଁ ଧକ୍କା ହୋଇଛି ବୋଲି ଜଣେ ସରକାରୀ ଅଧିକାରୀ କହିଛନ୍ତି। ଏଥିରେ କେହି ମୃତାହତ ହୋଇ…
ଗୋଟିଏ ସିନ୍ ପାଇଁ ୧୪ ଘଣ୍ଟା ପାଣିରେ ରହିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ରକୁଲ ତାଙ୍କର ନୂଆ ଫିଲ୍ମ ‘ଆଇ ଲଭ୍ ୟୁ’କୁ ନେଇ ବେଶ୍ ଚର୍ଚ୍ଚାରେ। ରକୁଲଙ୍କ ବ୍ୟତୀତ ଏହି ଫିଲ୍ମରେ ପାଭେଲ ଗୁଲାଟି, ଅକ୍ଷୟ ଓବରାଏ ଏବଂ କିରଣ କୁମାର…
ଏକାଠି ନଜରଆସିବେ ଆସିବେ ଅମିତାଭ-ରଜନୀକାନ୍ତ
ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ରଜନୀକାନ୍ତ ଉଭୟ ଭେଟରାନ ଅଭିନେତା ଅଟନ୍ତି। ବଲିଉଡ ହେଉ ଅବା ସାଉଥ୍ ଫିଲ୍ମରେ ତାଙ୍କର ଦବ୍ଦବା ଆଜି ଯାଏଁ ରହି ଆସୁଛି। ଉଭୟଙ୍କର ଲୋକପ୍ରିୟତା ଅନୁସାରେ ଫ୍ୟାନ୍ସଙ୍କ ଲମ୍ବା ଲାଇନ୍ ଲାଗିଥାଏ। ଦୁହେଁ ଏକାଠି ’ହମ’,…
କର୍ଲାମୁଣ୍ଡାରେ ବୁଲୁଛି ଦନ୍ତା, ଲୋକେ ଆତଙ୍କିତ
କର୍ଲାମୁଣ୍ଡା,୧୦ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ହଜାରିପଡ଼ା ନିକଟସ୍ଥ ଶାନ୍ତିବନଠାରେ ଶନିବାର ଏକ ଜଙ୍ଗଲୀ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପାଇ କେସିଙ୍ଗା, ନର୍ଲା ଓ ମ. ରାମପୁର ରେଞ୍ଜର କର୍ମଚାରୀମାନେ ପହଞ୍ଚି ହାତୀଟିକୁ ଘଉଡ଼ାଇବାର ସକ୍ଷମ ହୋଇଥିଲେ।…
ତାତିରେ ଆଉଟପାଉଟ ସୋରଡ଼ାବାସୀ, ରାସ୍ତାଘାଟ ଶୂନଶାନ
ସୋରଡ଼ା,୧୦ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ଶନିବାର ଅଘୋଷିତ ବନ୍ଦ ପାଳନ ପରି ଦେଖାଯାଇଛି। ସକାଳୁ ୮ଟାରୁ କଣ୍ଟେଇପଲ୍ଲୀଠାରୁ ସୋରଡ଼ା ରାସ୍ତା ସଂପ୍ରସାରଣ କାମ ପାଇଁ ଗଛକଟା ଚାଲିବାରୁ ବିଦ୍ୟୁତ ବିଭାଗ ପକ୍ଷରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ ହୋଇଥିବା…
କାଳବୈଶାଖୀ ବିତ୍ପାତ: ଗଛ ପଡି ଜାତୀୟ ରାଜପଥ ଅବରୋଧ
ହିଞ୍ଜିଳିକାଟୁ,୧୦।୬(ଡିଏନଏ): ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳରେ ଶନିବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ, କୁଆପଥର ମାଡ ସହ ବଜ୍ରପାତ ହୋଇଛି। ଏହା ପ୍ରଭାବରେ ହିଞ୍ଜିଳିକାଟୁ ସହରର ଜାତୀୟ ରାଜପଥ କଡ଼ରେ ବହୁ ସ୍ଥାନରେ ଗଛ ରାସ୍ତା ଉପରେ ପଡ଼ି ବହୁ ସମୟ…
ଧନୀ ଦେଶରେ ବେସରକାରୀ ସ୍କୁଲ୍କୁ ଯାଆନ୍ତି କମ୍ ଛାତ୍ରୀଛାତ୍ର, କାରଣ ଜାଣିଲେ…
ଲଣ୍ଡନ, ଓ୍ବାଶିଂଟନ୍,୧୦।୬: ଆମ ଦେଶରେ ସରକାରୀ ସ୍କୁଲ୍ ଠାରୁ ବେସରକାରୀ ସ୍କୁଲ୍ରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ସଂଖ୍ୟା ଅଧିକ। କିନ୍ତୁ ଏକ ଗବେଷଣାରୁ ଜଣାପଡିଛି କି, ଧନୀକ ଶ୍ରେଣୀର ବେସରକାରୀ ସ୍କୁଲ୍ରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବହୁତ୍ କମ୍। ସ୍କୁଲ୍ ଫି…
ବଜ୍ରପାତରେ ଚାଲିଗଲା ୨ ଜୀବନ, ୩ ଗୁରୁତର
ବ୍ରହ୍ମପୁର ଅଫିସ,୧୦ା୬: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ମନ୍ଦରଡ଼ା ଏବଂ ମାଦୁକାବାଡ଼ ଗାଁ’ରେ ଏକ ଦୁଃଖଦ ଘଟଣା ଘଟିଛି। ବଜ୍ରପାତରେ ଏହି ଦୁଇ ଗାଁର ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମନ୍ଦରଡ଼ା ଗାଁ’ର ହରି…
ମାଟିତଳୁ ଅଷ୍ଟଧାତୁ ଲକ୍ଷ୍ମୀନୃସିଂହ ପ୍ରତିମୂର୍ତ୍ତି ଉଦ୍ଧାର
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ରବୀନ୍ଦ୍ର ପଟ୍ଟନାୟକଙ୍କ ଘରର ମାଟି ତଳୁ ଶନିବାର ଅଷ୍ଟଧାତୁରେ ନିର୍ମିତ ଲକ୍ଷ୍ମୀ ନୃସିଂହଙ୍କ ପ୍ରତିମୂର୍ତ୍ତି ଉଦ୍ଧାର ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ରବୀନ୍ଦ୍ରଙ୍କ ଭାଇ ସୁରେନ୍ଦ୍ର ପଟ୍ଟନାୟକଙ୍କୁ ସ୍ବପ୍ନାଦେଶ ହେବା…
ଧାରା ୩୭୦ ଉଚ୍ଛେଦ ସମୟରେ କେନ୍ଦ୍ର ସହ ଥିଲେ, ଏବେ ବିରୋଧୀଙ୍କ ସମର୍ଥନ ଲୋଡୁଛନ୍ତି, କେଜରିଓ୍ବାଲଙ୍କୁ ଓମାରଙ୍କ ସମାଲୋଚନା …
ଶ୍ରୀନଗର,୧୦।୬ : ନ୍ୟାଶନାଲ କନଫରେନ୍ସ (ଏନସି) ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ଅରବିନ୍ଦ କେଜରିୱାଲଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି…
Archives


