ଶରଦ ପାୱାରଙ୍କୁ ‘ଔରଙ୍ଗଜେବଙ୍କ ପୁନର୍ଜନ୍ମ’ କହିବା ଉପରେ ବିବାଦ, ଏନ୍ସିପି ଦେଲା ଚେତାବନୀ
ମୁମ୍ବାଇ, ୯।୬: ମହାରାଷ୍ଟ୍ରରେ ମୋଗଲ ସମ୍ରାଟ ଔରଙ୍ଗଜେବଙ୍କ ଉପରେ ଚାଲିଥିବା ବିବାଦ ବନ୍ଦ ହେବାର ନାଁ ନେଉନାହିଁ। ଭାଜପା ନେତା ନୀଳେଶ ରାଣେ ଏନ୍ସିପି ସୁପ୍ରିମୋ ଶରଦ ପାୱାରଙ୍କୁ ‘ଔରଙ୍ଗଜେବଙ୍କ ପୁନର୍ଜନ୍ମ’ ବୋଲି କହିବା ପରେ ବିବାଦ ଆହୁରି ଗଭୀର ହୋଇଯାଇଛି।…
‘ଔରଙ୍ଗଜେବଙ୍କ ପୂନର୍ଜନ୍ମ ଶରଦ ପାଓ୍ବାର’, ଭାଜପା ନେତା ନୀଲେଶ ରାଣେ କହିଲେ- ନିର୍ବାଚନ ଆସୁ ଆସୁ କଲେ ମୁସଲମାନଙ୍କ ଚିନ୍ତା
ମୁମ୍ବାଇ,୯।୬: ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୀଲେଶ ରାଣେ ଗୁରୁବାର କହିଛନ୍ତି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାର ଔରଙ୍ଗଜେବଙ୍କ ପୁନର୍ଜନ୍ମ । ଏନସିପି ଏହା ବିରୋଧରେ ଶୁକ୍ରବାର ମୁମ୍ବାଇରେ ଜେଲ ଭରୋ ଆନ୍ଦୋଳନ ଘୋଷଣା କରିଛି। ଭାଜପା…
ପଲିଥିନ କଟକଣା ଧର୍ମକୁ ଆଖିଠାର
ସୋନପୁର,୯।୬(ନି.ପ୍ର.): ମନ୍ଦିରମାଳିନୀ ସୁବର୍ଣ୍ଣପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ପ୍ରଦୂଷଣ ମୁକ୍ତ ଗଠନର ଲକ୍ଷ୍ୟ ନେଇ ପଲିଥିନ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ଭାରତ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ବିଜ୍ଞପ୍ତି ସଂଖ୍ୟା ଜିଆରଏସ/୩୨୦(ଇ)କୁ ଆଧାର କରି ଏହି…
ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ହତ୍ୟା ଧମକ
ମୁମ୍ବାଇ,୯।୬: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଟୁଇଟରରେ ହତ୍ୟା ଧମକ ଦିଆଯାଇଛି। ଏହାପରେ ଏନସିପି ଏମପି ତଥା ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେଙ୍କ ନେତୃତ୍ୱରେ ପାର୍ଟିର ବରିଷ୍ଠ ନେତାମାନେ ମୁମ୍ବାଇ ପୋଲିସ କମିଶନରଙ୍କ ନିକଟରେ ପହଞ୍ଚିଛନ୍ତି। ଏନସିପିର…
ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଭୟଙ୍କର ରୂପ ନେବ ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’, ଭାରତ ସମେତ ପାକିସ୍ତାନ ଉପରେ ପଡିପାରେ ପ୍ରଭାବ
ନୂଆଦିଲ୍ଲୀ, ୯।୬: ଆସନ୍ତା ୩୬ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’ ଆହୁରି ତୀବ୍ର ହୋଇ ଆଗାମୀ ୨ ଦିନ ମଧ୍ୟରେ ଉତ୍ତର-ଉତ୍ତର-ପଶ୍ଚିମ ଉପକୂଳରେ ଗତି କରିବା ନେଇ ସମ୍ଭାବନା ରହିଛି। ଏନେଇ ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ…
ପୋଖରୀ ଖନନ କଲେ ଗ୍ରାମବାସୀ
ମୋହନା,୯ା୬: ବସୁଧା ଯୋଜନା ଓ ଅମୃତ ସରୋବର ଯୋଜନା ନାମରେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏମିତି କିଛି ଗାଁ ରହିଛି ଯେଉଁଠି ଏହି ଯୋଜନାର ସୁଫଳ ପାଉନାହାନ୍ତି ଲୋକେ। ଗାଁରେ ଜଳସମସ୍ୟା ପାଇଁ ପ୍ରଶାସନକୁ…
ବିବାହ ବନ୍ଧନରେ ବାନ୍ଧିହେଲେ ବଳାତ୍କାର ପୀଡ଼ିତା ଓ ଅଭିଯୁକ୍ତ
ଦେବଗଡ଼,୯ା୬(ଡି.ଏନ୍.ଏ.): ଦେବଗଡ଼ ଜିଲା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ପରସ୍ପରକୁ ଫୁଲମାଳ ପିନ୍ଧାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଳାତ୍କାର ପୀଡ଼ିତା ଓ ଅଭିଯୁକ୍ତ। ପରିବାର ଲୋକ ଏବଂ ଜ୍ଞାତିପରିଜନଙ୍କ ସମ୍ମୁଖରେ ସାତଜନ୍ମ ପାଇଁ ଜୀବନସାଥୀ ଭାବେ ଉଭୟେ ଉଭୟଙ୍କୁ ଆପଣାଇ ନେଇଛନ୍ତି। ତେବେ…
ଦୁର୍ଗ-ପୁରୀ ଏକ୍ସପ୍ରେସ ଟ୍ରେନରେ ନିଆଁ
ଭୁବନେଶ୍ୱର,୯।୬(ବ୍ୟୁରୋ): ପିଛା ଛାଡୁନି ଟ୍ରେନ ଦୁର୍ଘଟଣା। ଛତିଶଗଡ ଦୁର୍ଗରୁ ଯାତ୍ରୀଙ୍କୁ ନେଇ ପୁରୀ ଆସୁଥିବା ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗି ଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏନେଇ ଯାତ୍ରୀମାନେ ଦେଖି ରେଲୱେ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। ଏହାପରେ କର୍ତ୍ତୃପକ୍ଷ ଟ୍ରେନଟିକୁ ନୂଆପଡା…
ନନ୍ଦିନୀ ଶତପଥୀଙ୍କ ୯୨ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବହୁ…
ଯୁକ୍ତ୨ରେ ମା’ ପୁଅ ପାସ୍
ଦାରିଙ୍ଗବାଡି,୯ା୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତମାସରେ ଦଶମ ପରୀକ୍ଷାରେ ମା ଓ ପୁଅ ପାସ କରିଥିବା ସାରା ଅଞ୍ଚଳରେ ଚର୍ଚ୍ଚା ହୋଇଥିବା ବେଳେ ପୁଣି ଯୁକ୍ତ ଦୁଇ ପରୀକ୍ଷାରେ ମା ଓ ପୁଅ କୃତକାର୍ଯ୍ୟ ହୋଇଛନ୍ତି। ଏଭଳି ଘଟଣା…
୧୩ରେ ପରଦାକୁ ଆସିବ ‘ଲଭ୍ ଇନ୍ ଲଣ୍ଡନ’
ଭୁବନେଶ୍ୱର: ଜେବି ଫିଲ୍ମସ୍ ଆଣ୍ଡ୍ ଟିଭି ଏବଂ ଅମରା ଷ୍ଟୁଡିଓ ଏଲ୍ଏଲ୍ପି ପକ୍ଷରୁ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଲଭ୍ ଇନ୍ ଲଣ୍ଡନ’ ଜୁନ୍ ୯ରେ ମୁକ୍ତିଲାଭ କରିବାକୁ ଯୋଜନା ରହିଥିବାବେଳେ…
ମନମୁଖି ଯୋଗୁ ମନ୍ଥର
ବଇଣ୍ଡା,୯ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟରେ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ। ବାରମ୍ବାର ଠିକା ସଂସ୍ଥା ବଦଳାଯାଉଛି। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରାଯିବ ବୋଲି କୁହାଯାଉଛି। ହେଲେ ସମ୍ପ୍ରସାରଣ କାମ ତ ଦୂରର…
Archives


