Home

ଆଫଗାନିସ୍ତାନରେ ଖାଲକୁ ଖସିଲା ବସ୍‌: ୨୫ ମୃତ…

କାବୁଲ,୮।୬ : ଆଫଗାନିସ୍ତାନରେ ଏକ ବସ୍‌ ଖାଲରେ ଖସିପଡିଛି। ଏହି ଦୁର୍ଘଟଣାରେ ଆଠ ଜଣ ଶିଶୁ ଏବଂ ୧୨ ଜଣ ମହିଳାଙ୍କ ସମେତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ସର-ଇ-ପୋଲ ପ୍ରାଦେଶିକ ପୋଲିସର ମୁଖପାତ୍ର ଦେନ ମହମ୍ମଦ ନାଜାରୀ କହିଛନ୍ତି ଡ୍ରାଇଭରଙ୍କ…

ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା ଭାରତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ପୂର୍ବରୁ ଭାରତୀୟ ଦଳ ଏଠାରେ ଅଭ୍ୟାସ ଚଳାଇଥିବାବେଳେ ଅନ୍ୟ ୩ ଦଳ ପର୍ଯ୍ୟାୟକ୍ରମେ ବୁଧବାର ପହଞ୍ଚତ୍ବାରେ ଲାଗିଛନ୍ତି। ଭାରତ ବ୍ୟତୀତ ଲେବାନନ,…

ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍‌ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଭାରତୀୟ ଦଳରେ ଓଡ଼ିଆ ଖେଳାଳି ଅନନ୍ୟା ଦାସ ଓ ମ୍ୟାନେଜର…

ଓଡ଼ିଶା ସିନିୟର ମହିଳା ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଆସନ୍ତା ୯ ତାରିଖରୁ ପୁଣେରେ…

ଟେନଶନ ବଢ଼ାଉଛି ହରିପୁର ଗୋଷ୍ଠୀ ବିବାଦ

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ଜିଲା ଇଟାମାଟି ଥାନାର ହରିପୁର ଗଁାରେ ଗତ ୪ ତାରିଖରେ ଗୋଷ୍ଠୀ ସଂଘର୍ଷ ପରେ ବିବାଦ ବଢ଼ି ଚାଲିଛି । ଗଁାରେ ୧ ପ୍ଲାଟନ୍‌ ଫୋର୍ସ ମୁତୟନ ଥିବାବେଳେ ଏସ୍‌ପି ଓ ଏସ୍‌ଡିପିଓ ଏହାର ସମୀକ୍ଷା କରୁଥିଲେ…

ସାଇଦୀପଙ୍କ ଶତକ: କଟକ ‘ଏ’ ଦୃଢ଼

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): କଟକର ରେଭେନ୍ସା-୧ ଗ୍ରାଉଣ୍ଡରେ କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ସାଇଦୀପ ମହାପାତ୍ରଙ୍କ ଶତକ ଏବଂ ସୌଭାଗ୍ୟ ମିଶ୍ରଙ୍କ ଦୃଢ଼ ବ୍ୟାଟିଂ ବଳରେ କଟକ ‘ଏ’ ପ୍ରଥମ ଦିବସ…

ଏନ୍‌ସିଏ କ୍ୟାମ୍ପକୁ ତନ୍ମୟୀ ମନୋନୀତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ତନ୍ମୟୀ ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ୧୯ ବର୍ଷରୁ କମ୍‌ ବାଳିକା ହାଇପରଫର୍ମାନ୍ସ କ୍ୟାମ୍ପ ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି। ଏହି…

ଶିବ ପ୍ରସାଦ ଭାରତ ‘ଏ’ ଦଳର ମ୍ୟାନେଜର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହଂକଂଠାରେ ଏସିସି ଇମର୍ଜିଂ ମହିଳା ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତ ‘ଏ’ ଦଳର ମ୍ୟାନେଜର ଭାବେ ଓଡ଼ିଶାର ଶିବ ପ୍ରସାଦ…

ବଦଳାଯାଉନି ପୁରୁଣା ପାଇପ୍‌

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ମେଗା ପାନୀୟ ଜଳପ୍ରକଳ୍ପ କାର୍ଯ୍ୟରେ ନୟାଗଡ଼ ସହରର ବିଭିନ୍ନ ସ୍ଥାନରେ ନୂଆ ପାଇପ୍‌ ବଦଳରେ ପୂରୁଣା ପାଇପ୍‌ ପକା ଯାଉଥିବା ଅଭିଯୋଗ ଉଠିଛି । ସାଧାରଣତଃ ଜଙ୍କସନ ସ୍ଥାନରେ ଏପରି ଅନିୟମିତତା କରାଯାଉଛି । ନୟାଗଡ଼ ସହରର…

ସ୍ବିଟେକ୍‌ ସେମିଫାଇନାଲରେ

ପ୍ୟାରିସ, ୮ା୬: ଗତଥରର ଚାମ୍ପିୟନ ଇଗା ସ୍ବିଟେକ ଫ୍ରେଞ୍ଚ ଓପନ ଟେନିସ ମହିଳା ସିଙ୍ଗଲ୍ସରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ନମ୍ବର ଓ୍ବାନ ମାନ୍ୟତାପ୍ରାପ୍ତ ଏହି ଖେଳାଳି ଆମେରିକାର ସ୍ବଳ୍ପ ବୟସ୍କା କୋକୋ ଗଫ୍‌ଙ୍କୁ ୬-୪, ୬-୨ ରେ ହରାଇ ଦେଇଛନ୍ତି।…

ବିଓବି ପକ୍ଷରୁ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତା

ଭୁବନେଶ୍ୱର,୮।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା କ୍ଷେତ୍ରର ବିଭିନ୍ନ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।…

ନୈରାଶ୍ୟଜନକ ସ୍ଥିତିରେ କୃଷି ସେନ୍‌ସସ୍‌

କେନ୍ଦ୍ରାପଡ଼ା ଅଫିସ,୮ା୬: କରୋନା କଟକଣା କାରଣରୁ ବନ୍ଦ ଥିବା ୧୧ତମ କୃଷି ସେନ୍‌ସସ୍‌ ୨୦୨୨ ଅଗଷ୍ଟ ମାସରେ ଆରମ୍ଭ ହେଲା। ୫ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ସେନ୍‌ସସ୍‌ ଦେଶର କୃଷି ଅର୍ଥନୀତି ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଇତିମଧ୍ୟରେ ଆରମ୍ଭକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri