Home

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଆନ୍ତର୍ଜାତୀୟ କ୍ରିକେଟ୍, ଘରୋଇ କ୍ରିକେଟ୍ ଏବଂ ଆଇପିଏଲ୍ (IPL) ସମେତ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ପରୀକ୍ଷା ଜୁନ୍…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌ ପଟୁଆର)ରେ ଥିବା ଗାଡ଼ି ସଂଖ୍ୟାକୁ ସେ ଆହୁରି କମାଇ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ ପହଞ୍ଚିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର ୧୦୦ଟି ଗରମ ସହର ମଧ୍ୟରୁ ୯୭ଟି ଭାରତରେ ଅବସ୍ଥିତ। ଦେଶର ଉତ୍ତର, ମଧ୍ୟ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟସମ୍ୟାନ ତିଲକ ବର୍ମାଙ୍କୁ ‘ଡାର୍କ’ ବୋଲି କହି କଠୋର ସମାଲୋଚନାର…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର, ମଥାରେ ବିନ୍ଦି, ହାତରେ ଚୁଡି ପିନ୍ଧିଥିବାର ନଜର ଆସିଛନ୍ତି। ହାଲୁକା ଗୋଲାପୀ ଶୁଟ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି, ଯାହାର ସିଧାସଳଖ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ିଛି। ତଥାପି, ଏହି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା ଏହାର ଘୋଷଣାପତ୍ରରେ ଏହି ପଦକ୍ଷେପ ବିଷୟରେ ଉଲ୍ଲେଖ କରିଥିଲା। ପରିବହନ ବିଭାଗ ଏବେ…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା ଓକିଲ ତାଙ୍କ ମହକିଲଙ୍କ ଆଗୁଆ ଜାମିନ ଆବେଦନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ;…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଏହା…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ ସମିତି (LAMPCS)ର ପରିଚାଳନା ନିଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀଙ୍କୁ ଗିରଫ କରିଛି। ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?