Home

ବିଭିନ୍ନ ଫେକ୍‌ ଆପ୍‌ର ୭୫ ଲକ୍ଷ ଫ୍ରିଜ୍‌ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୬।୭(ସତ୍ୟଜିତ୍‌ ରାଉତ)ଦେଶର ବଡ଼ ଶିଳ୍ପପତି, ଖେଳାଳି ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ନିବେଶ ଆଳରେ ସାଧାରଣ ଲୋକଙ୍କୁ ଠକେଇ କରାଯାଉଛି। ଏହି ମାମଲାର ତଦନ୍ତ କରୁଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବିଭିନ୍ନ ଠକେଇ ଆପ୍‌ର ସନ୍ଧାନ ପାଇଛି।…

ଏମ୍‌ଏଲ୍‌ଏସ୍‌ର ମହଙ୍ଗା ଖେଳାଳି ମେସି

ନୂଆଦିଲ୍ଲୀ, ୬ା୭: ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ ମେସି ନିକଟରେ ମେଜର ଲିଗ୍‌ ସକର (ଏମ୍‌ଏଲ୍‌ଏସ୍‌) ଦଳ ଇଣ୍ଟର ମାୟାମିରେ ଯୋଗ ଦେଇଥିଲେ। ପ୍ରାରମ୍ଭିକ ଭାବରେ ମେସିଙ୍କ ବେତନ ସମ୍ପର୍କରେ କୌଣସି ସୂଚନା ନ ଥିବା ବେଳେ ସେ ବାର୍ଷିକ…

ପଶ୍ଚିମାଞ୍ଚଳ ତାରକା ବ୍ୟାଟର ବିଫଳ

ଅଲୁର, ୬।୭ (ପି.ଟି.): ଦୁଲିପ ଟ୍ରଫି କ୍ରିକେଟର ପ୍ରଥମ ସେମିଫାଇନାଲ ଏଠାରେ ବୁଧବାର ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଆରମ୍ଭ ହୋଇଛି। ତାରକା ବ୍ୟାଟରଙ୍କ ବିଫଳତା ଯୋଗୁ ପଶ୍ଚିମାଞ୍ଚଳ ପ୍ରଥମ ଦିବସ ଖେଳ ଶେଷ ବେଳକୁ ପ୍ରଥମ ଇନିଂସରେ ୨୧୬ ରନ…

ୟୁନିୟନ୍‌ ବ୍ୟାଙ୍କ ପକ୍ଷରୁ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ

ଭୁବନେଶ୍ୱର,୬।୭: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ସାମାଜିକ କାର୍ଯ୍ୟକ୍ରମ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁପାଲି ଗ୍ରାମର ଆର୍ଥିକ ଅନଗ୍ରସର ମହିଳାମାନଙ୍କୁ ୨୦୦ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ…

୩ ବର୍ଷ ହେବ ପିଲା ଖୋଜୁଛନ୍ତି ପୁରସ୍କାର

ଭୁବନେଶ୍ୱର,୬।୭ (ଶର୍ମିଷ୍ଠା ପାଣିଗ୍ରାହୀ)ପିଲାଙ୍କୁ ପୁରସ୍କାର ଲୋଭ ଦେଖାଇ ଭୁଲି ଯାଇଛନ୍ତି ରାଜ୍ୟ ସରକାର। ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ‘ମୋ ପ୍ରତିଭା’ ପୁରସ୍କାର ପାଇବାକୁ ୩୫ରୁ ଊର୍ଦ୍ଧ୍ୱ ପିଲା ଚାହିଁବସିଛନ୍ତି। କରୋନା ସମୟରେ ସ୍କୁଲ ବନ୍ଦ ରହିବା ସହ ବାହାରେ ଖେଳିବାକୁ ପିଲାମାନଙ୍କୁ…

ଉଠିଲା ଅଳିଆ, ହଟିବେ ଉଠାଦୋକାନୀ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା)ୟୁନିଟ-୨ ମାର୍କେଟ ବିଲ୍ଡିଂର ସ୍ଥାୟୀ ବ୍ୟବସାୟୀ ଓ ଉଠାଦୋକାନୀ ଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ସ୍ଥାୟୀ ସମାଧାନ ହେଉନାହିଁ। ଫଳରେ ଉଭୟ ଗୋଷ୍ଠୀ ବାରମ୍ବାର ମୁହଁାମୁହିଁ ହେବା ସହ ବଜାର ବନ୍ଦ, ଅଳିଆ ଉଠା ବନ୍ଦ ମାଧ୍ୟମରେ ପ୍ରତିବାଦ…

ଟାଟା ଷ୍ଟିଲ୍‌ର ୧୧୬ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୬।୭: ଟାଟା ଷ୍ଟିଲ୍‌ର ୧୧୬ ତମ ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ଷ୍ଟିଲ୍‌ର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ୍‌ ଅଂଶଧନକାରୀମାନଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିବା ଅଭିଭାଷଣ ଏବଂ କମ୍ପାନିର ଆର୍ଥିକ ପ୍ରଦର୍ଶନ ଓ ଭବିଷ୍ୟତ ଯୋଜନା ବିଷୟରେ…

ଡ୍ରିମ୍‌ସ ପଲିଟେକ୍‌ନିକର ମେଗା କ୍ୟାମ୍ପସ ଚୟନ

ଭୁବନେଶ୍ୱର,୬।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମସ ଗ୍ରୁପର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକନିକ ପକ୍ଷରୁ ନିକଟରେ ଏକ ମେଗା କ୍ୟାମ୍ପସ ଚୟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କ୍ୟାମ୍ପସ ଚୟନରେ ଡ୍ର୍ରିମ୍‌ସ ପଲିଟେକ୍‌ନିକର ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଶର…

ପ୍ରଥମ ତ୍ରୈମାସରେ ସୋନାଲିକାର ୪୦,୭୦୦ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୬।୭: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ମୋଟ ୪୦,୭୦୦ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ଆର୍ଥିକ ବର୍ଷର ସର୍ବୋଚ୍ଚ ତ୍ରୈମାସିକ ବିକ୍ରି ରେକର୍ଡ ହାସଲ ସହ ଘରୋଇ ଶିଳ୍ପ…

ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ

ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ ମ୍ୟାଲେରିଆ…

ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୬।୭: ଦେଶର ପ୍ରମୁଖ ଟେଲିକମ୍‌ ଅପରେଟର ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକଙ୍କ ଡାଟାର ସ୍ବତନ୍ତ୍ର ଆବଶ୍ୟକତା ପୂରଣ କରିବା ଲାଗି ଘଣ୍ଟା ପିଛା ଓ ଦୈନିକ ବ୍ୟବହାର ପାଇଁ ସୁପର…

ରିହାତିରେ ତେଲ କିଣି ତୈଳ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ,୬।୭ (ଅଭୟ ଦାଶ): ଗତ କିଛି ବର୍ଷ ହେବ ଭାରତୀୟ ତୈଳ କମ୍ପାନୀଗୁଡିକ ରୁଷିଆରୁ ତେଲ କିଣି ବ୍ୟାପକ ଲାଭବାନ ହୋଇଛନ୍ତି। ବିଶେଷ କରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ବିଭିନ୍ନ ରାଷ୍ଟ୍ର ରୁଷିଆ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?