ଶିବସେନା-ଭାଜପା ମଧ୍ୟରେ କୌଣସି ମତଭେଦ ନାହିଁ: ଅମିତ ଶାହାଙ୍କୁ ଭେଟିବା ଶିନ୍ଦେଙ୍କ ପ୍ରତିକ୍ରିୟା
ମୁମ୍ବାଇ,୫।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି, ଶିବସେନା ଏବଂ ଭାଜପା ମଧ୍ୟରେ କୌଣସି ମତଭେଦ ନାହିଁ। ବିରୋଧୀ ଦଳ ଗୁଜବ ପ୍ରଚାର କରୁଛନ୍ତି, ଯାହାର କୌଣସି କାମ ନାହିଁ ବୋଲି ସେ…
ପାଟନାରେ ଜୁନ୍ ୧୨ରେ ହେବନି ବିରୋଧୀ ଦଳ ବୈଠକ
ପାଟନା,୫।୬: ୨୦୨୪ ପୂର୍ବରୁ ଭାଜପା ବିରୋଧରେ ରଣନୀତି ପ୍ରସ୍ତୁତ କରିବା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜୁନ୍ ୧୨ରେ ଡକାଇଥିବା ବିରୋଧୀ ଦଳ ବୈଠକକୁ ସ୍ଥଗିତ ରଖିଛନ୍ତି। ଏନେଇ ନୀତୀଶ କୁମାର ସୂଚନା ଦେଇଛନ୍ତି। ଏଥିସହ ବୈଠକ ସ୍ଥଗିତ ହେବା…
ମୋଦିଙ୍କୁ ସ୍ବାଗତ କରିବାକୁ ଉତ୍ସାହିତ ପ୍ରବାସୀ ଭାରତୀୟ, ବାଇଡେନ-ମୋଦିଙ୍କ ବନ୍ଧୁତ୍ୱର ସାକ୍ଷି ହେବେ ହଜାର ହଜାର ଲୋକ
ଓ୍ବାଶିଂଟନ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ରାଜକୀୟ ଗସ୍ତ ଏବଂ ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମକୁ ନେଇ ଆମେରିକାର ଭାରତୀୟ ପ୍ରବାସୀ ଖୁବ ଉତ୍ସାହିତ ଅଛନ୍ତି। ପ୍ରବାସୀ ଭାରତୀୟଙ୍କ ଅନୁଯାୟୀ, ସେମାନେ ଅନୁଭବ କରନ୍ତି ଯେ ଦ୍ୱିପାକ୍ଷିକ…
ଦୁଇ ଦିନ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ
ନୂଆଦିଲ୍ଲୀ,୫।୬: ଦକ୍ଷିଣ ପୂର୍ବ ଆରବ ସାଗରରେ ନିମ୍ନ ଚାପ ଅଞ୍ଚଳରେ ଏକ ସାଇକ୍ଲୋନିକ ସର୍କୁଲେଶନ ବା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ଆସନ୍ତା ଦୁଇ ଦିନ ମଧ୍ୟରେ ତୀବ୍ର ହେବ । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) କହିଛି ଯେ କେରଳରେ ମୌସୁମୀ…
ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡ, ଏକ ଲକ୍ଷ ଟଙ୍କା ଜରିମାନା
ବାରାଣସୀ,୫।୬: ବାରାଣସୀର ଏମପି-ଏମଏଲଏ କୋର୍ଟ ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ବାରାଣସୀର ଏକ ୩୨ ବର୍ଷ ପୁରୁଣା ମାମଲାରେ ସୋମବାର ଏମପି-ଏମଏଲଏ କୋର୍ଟ ଏହି ସଜା ଶୁଣାଇଛନ୍ତି। ବାରାଣସୀ କୋର୍ଟ ସୋମବାର ଅବଧେଶ ରାୟ ହତ୍ୟାକାଣ୍ଡରେ ଏହି ରାୟ…
ରାତିରେ ହୋଇଥିବା ପିଚୁ ସକାଳେ ଉଠିଗଲା
ମାହାଙ୍ଗା,୫ା୬(ସ୍ବ.ପ୍ର.): ସନ୍ଧ୍ୟାରେ ରାସ୍ତା ପିଚୁ କାର୍ଯ୍ୟ ଆରମ୍ଭ ହୋଇ ଅଧରାତିରେ ସରିଥିଲା। ମୋବାଇଲ ଟର୍ଚ୍ଚ ସାହାଯ୍ୟରେ ଯନ୍ତ୍ରୀ କାର୍ଯ୍ୟ ତଦାରଖ କରୁଥିଲେ। ଅନ୍ଧାର ରାତିରେ ନାମକୁ ମାତ୍ର ନିମ୍ନମାନର କାମ ସାରି ଚାଲିଯାଇଥିଲେ ଯନ୍ତ୍ରୀ ଓ ଠିକାଦାର। ଫଳରେ ସକାଳୁ ରାସ୍ତାରୁ…
କ୍ଷତିକାରକ ଏକକ ବ୍ୟବହୃତ ପ୍ଲାଷ୍ଟିକ
ଏକ ଅଧ୍ୟୟନରୁ ଏହା ମଧ୍ୟ ଜଣାପଡ଼ିଛି ଯେ, ମନୁଷ୍ୟ ସମାଜରେ ବଢୁଥିବା କ୍ୟାନ୍ସର ପାଇଁ ମଧ୍ୟ ଏହି ଅତି କ୍ଷୁଦ୍ର ପ୍ଲାଷ୍ଟିକ ଦାୟୀ। କରୋନା ଭୂତାଣୁ ବ୍ୟାପିବାରେ ମଧ୍ୟ ଏହି ପ୍ଲାଷ୍ଟିକ ସାମଗ୍ରୀ ଦାୟୀ ବୋଲି କେତେକ ବୈଜ୍ଞାନିକ ମତ ପ୍ରକାଶ…
୩ଗୁଣ ଅଧିକ ମୂଲ୍ୟରେ ବିକ୍ରି ହେଉଛି ବାଲି
ଜଳେଶ୍ୱର,୫ା୬(ଡି.ଏନ୍.ଏ.): ଉତ୍ତର ବାଲେଶ୍ୱରରେ ସୁବର୍ଣ୍ଣରେଖା ବାଲିର ଚାହିଦ ରହିଥାଏ। କିନ୍ତୁ ସରକାରଙ୍କ ନୂତନ ନୀତି ଅନୁଯାୟୀ ୨୩ଟି ଯାକ ସଇରାତକୁ ନିଲାମ ଦିଆଯାଇ ନ ଥିବାରୁ ବାଲି ଉତ୍ତୋଳନ ବନ୍ଦ ରହିଛି। ଫଳରେ ଉତ୍ତର ବାଲେଶ୍ୱରର ବିଭିନ୍ନ ସରକାରୀ ଓ ବେସରକାରୀ…
ସୌରଜଗତର ଉପଗ୍ରହ
ଏଇ ବର୍ଷ ମେ ମାସ ୧୪ ତାରିଖରେ ଶନିର ୬୨ଟି ନୂଆ ଉପଗ୍ରହ ଚିହ୍ନଟ ହେଲା ଏବଂ ଏହାର ମୋଟ ଜଣା ଉପଗ୍ରହ ସଂଖ୍ୟା ହେଉଛି ୯୫। ଏହି ବର୍ଷ ଫେବୃୟାରୀ ମାସରେ ବୃହସ୍ପତିର ନୂଆ ୧୨ଟି ଉପଗ୍ରହ ଆବିଷ୍କୃତ ହୋଇଛି।…
ଆପ୍ରୋଚ ରୋଡ୍ ନାହିଁ, କାମରେ ଆସୁନି ସେତୁ
ଧାମନଗର, ୫।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦେଇ ବହି ଯାଇଥିବା ଗେଙ୍ଗୁଟି ନଦୀ ଉପରେ ଥିବା ପୁରୁଣା ସେତୁ ଦୁବଳ ହୋଇ ପଡ଼ିବା ଓ ବନ୍ୟା ସମୟରେ ବୁଡ଼ି ଯୋଗାଯୋଗ ବିଚ୍ଛିନ୍ନ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି…
ତହସିଲଦାରଙ୍କ ଅବିଚାର ବିରୋଧରେ ଧାରଣା
ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାରଙ୍କ ଅବିଚାର ବିରୋଧରେ ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଣ୍ଡିଆପାଟ ଗ୍ରାମର ଏକ ପରିବାର ଜିଲାପାଳଙ୍କ ଅଫିସ ଆଗରେ ସୋମବାର ଧାରଣାରେ ବସିଛନ୍ତି। ବର୍ଷେ ଧରି ସେମାନଙ୍କ ପରିବାର ପ୍ରତି ଉଦ୍ଦେଶ୍ୟମୂଳକ ଭାବେ ପ୍ରଶାସନିକ…
ମୋଦିଙ୍କୁ ପତ୍ର ଲେଖିଲେ ଖାର୍ଗେ, କେବଳ ଖବରରେ ଦେଖାଯାଉଛି ଚମକୁଥିବା ରେଲଓ୍ବେ, ଗ୍ରାଉଣ୍ଡ ଲେବଲରୁ ହେଉ କାମ
ନୂଆଦିଲ୍ଲୀ,୫।୬: ଓଡ଼ିଶାର ବାଲେଶ୍ୱରରେ ହୋଇଥିବା ଟ୍ରେନ ଦୁର୍ଘଟଣା ସମ୍ପର୍କରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରି କଂଗ୍ରେସ ଅଧ୍ୟକ୍ଷ ପ୍ରଧାନମନ୍ତ୍ରୀଙ୍କ ଠାରୁ ରେଲଓ୍ବେରେ ସଂସ୍କାର ଆଣିବାକୁ…
Archives


