Home

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ ଚୁଆକୁ ଆସି ପାଣି ପିଉଥିବାବେଳେ କୁକୁରମାନଙ୍କ ଆକ୍ରମଣରେ କୁଟରାଟି ରକ୍ତାକ୍ତ ହୋଇଥିଲା। ସ୍ଥାନୀୟ…

ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, ଜାଣନ୍ତୁ କିଏ ଦେଇଛନ୍ତି ଏମିତି ଧମକ

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଝାରଗ୍ରାମ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦୋକାନରେ ଝାଲମୁଢି ଖାଇବା ପାଇଁ ଅଟକିଥିଲେ, ଏକ ଭିଡିଓରେ କଏଦ ହୋଇଥିବା ଏହି ମୁହୂର୍ତ୍ତଟି ପ୍ରାୟ ତୁରନ୍ତ ଭାଇରାଲ ହୋଇଥିଲା। ଫଳରେ, ଝାଲମୁଢି ବିକ୍ରେତା…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ଆଜି ସେ ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି।…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ ଚେନ୍ନାଇ IPL 2026ରେ ପ୍ଲେଅଫ ପର୍ଯ୍ୟନ୍ତ ପହଞ୍ଚିପାରି ନାହିଁ। ଋତୁରାଜ ଗାୟକ୍ୱାଡଙ୍କ ଅଧିନାୟକତ୍ୱରେ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି। କ୍ୟାଡେଟମାନେ ବାନ୍ତି, ଝାଡ଼ା, ପେଟ ଯନ୍ତ୍ରଣା ଏବଂ ମୁଣ୍ଡ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର କୋଟାରୁ ଆସିଥିବା ବିବାହ ଶୋଭାଯାତ୍ରା ମଧ୍ୟରେ ଏପରି ପରିସ୍ଥିତି ସୃଷ୍ଟି ହୋଇଥିଲା ଯାହା…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କୁ ପୋଲିସ ଗିରଫ ପରେ ସର୍ତ୍ତମୂଳକ ଜାମିନରେ ଛାଡ଼ିଛି। ବୁଧବାର ତାଙ୍କ…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ଲୋକଭବନରେ ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ନେତୃତ୍ୱାଧୀନ ସରକାରଙ୍କ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ ନଜର ହର୍ମୁଜ ପ୍ରଣାଳୀ ଦେଇ ତୈଳ ଏବଂ ଗ୍ୟାସ ଟ୍ୟାଙ୍କରଗୁଡ଼ିକର ଚଳାଚଳ କେବେ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?