Home

ଖରାପାଇଁ କମଳା ଜୁସ୍‌

ଆଇରନ୍‌, ଭିଟାମିନ୍‌ ସି ଓ ଅନେକ ପ୍ରକାରର ନ୍ୟୁଟ୍ରିଏଣ୍ଟ୍ସରେ ଭରା କମଳା ବା କମଳା ଜୁସ୍‌ରେ ପୋଟାସିୟମ୍‌ ଏବଂ ଆଣ୍ଟିଅକ୍ସିଡାଣ୍ଟ୍ସ ବି କିଛି ମାତ୍ରାରେ ଥାଏ। ତେଣୁ ଏହାକୁ ଖାଇଲେ ଅଥବା ଏହାର ଜୁସ୍‌ ପିଇଲେ, ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…

୩୨ ତମ ମ୍ୟାଚରେ ଆରସିବି-ଆରଆର ଲଢ଼େଇ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ରାଜସ୍ଥାନ ରୟାଲ୍ସ(ଆରଆର)କୁ ଭେଟିବ। ରବିବାର ଅପରାହ୍ନ ସାଢ଼େ ୩ଟାରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ରାଜସ୍ଥାନ…

ଅପେକ୍ଷାରେ ପରିଣିତି

ପରିଣିତି ଚୋପ୍ରା ଏବେ ଏକ ନୂଆ କଥା ଚିନ୍ତା କରୁଛନ୍ତି। ଯଦି ତାଙ୍କୁ ଆକ୍ସନ ଫିଲ୍ମରେ ଆକ୍ଟିଂ କରିବାର ସୁଯୋଗ ମିଳନ୍ତା, ତେବେ ସେ ନିଜ ଦକ୍ଷତା ଦେଖାଇପାରନ୍ତେ। ନିଜେ ସିନା ଏ ନେଇ ଆଗ୍ରହ ପ୍ରକାଶ କରିଛନ୍ତି, ହେଲେ ସେଭଳି…

ସଙ୍କଟ ପୁଣି ଘନେଇଲା: ୬୭ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୩।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଅଡୁଆ କରିଛି ବୋଲ୍ଡ ଶଟ୍‌

‘ମହେଞ୍ଜୋଦାରୋ’ରୁ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ ପୂଜା ହେଗଡେ। କିନ୍ତୁ ଯେଉଁ ଆଶା ନେଇ ସେ ଏଠାକୁ ଆସିଥିଲେ ତାହା କେତେ ପୂରଣ ହୋଇଛି ତାହା ତ ଅଲଗା କଥା, ହେଲେ ଏବେ ଏକ ନୂଆ ଅଫରକୁ ନେଇ ତାଙ୍କର ଟେନ୍‌ସନ୍‌…

କେନ୍ଦୁଝରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ମୋହନ ମାଝି

ପାଟଣା,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷକ ଦିବସ ପାଟଣା ବ୍ଲକ ମଲ୍ଲୀପଶି ପଞ୍ଚାୟତ ମୂଷାଖରୀ ଆମ୍ବତୋଟା ନିକଟ ଜମିରେ ରବିବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ…

କଲେଜିୟମ ପ୍ରସଙ୍ଗ କେବଳ ଏକ ମାଇଣ୍ଡ ଗେମ୍‌: ରିଜିଜୁ …

ଇଟାନଗର,୨୩।୪ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଲଗାତାଲ ସୁପ୍ରିମକୋର୍ଟର କଲେଜିୟମ ବ୍ୟବସ୍ଥା ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି। ବର୍ତ୍ତମାନ ତାଙ୍କର ସଦ୍ୟତମ ବିବୃତ୍ତିରେ ରିଜିଜୁ କହିଛନ୍ତି, କଲେଜିୟମ ପ୍ରସଙ୍ଗ କେବଳ ଏକଏକ ମାଇଣ୍ଡ ଗେମ୍‌ ଏବଂ ସେ ଏହା…

ପହଁରିବାକୁ ଡର

ଭିକି କୌଶଲ ଯେ ଜଣେ ଦକ୍ଷ ଅଭିନେତା, ଏକଥା ସମସ୍ତେ ଜାଣନ୍ତି। ହେଲେ ତାଙ୍କ ମନରେ ଏକ ଅବସୋସ ରହିଯାଇଛି। ତାହା ହେଲା ପହଁରିବା ବା ସୁଇମିଙ୍ଗ। କଥା କ’ଣ କି ଭିକିଙ୍କୁ ଆଦୌ ସୁଇମିଙ୍ଗ ଜଣାନାହିଁ। ଏକଦା ସେ ତାଙ୍କ…

ମୋବାଇଲରେ ଯାଞ୍ଚ୍‌ କରାଯିବ ଜରୁରୀକାଳୀନ ଆଲର୍ଟ ସିଷ୍ଟମ: ବ୍ରିଟେନ ଲୋକେ କଲେ ବିରୋଧ…

ଲଣ୍ଡନ,୨୩।୪ : କୋଟି କୋଟି ମୋବାଇଲରେ ଜରୁରୀକାଳୀନ ଆଲର୍ଟ ସିଷ୍ଟମ ବ୍ରିଟେନରେ ରବିବାର ଅପରାହ୍ନ ୩ଟାରେ ଯାଞ୍ଚ କରାଯିବ। ଏହି ସମୟରେ, ସମସ୍ତ ଫୋନରେ ଏକାସାଙ୍ଗରେ ଏକ ଆଲାର୍ମ ବାଜିବ। ସମାନ ଜରୁରୀକାଳୀନ ଆଲର୍ଟ ସିଷ୍ଟମ ଜାପାନ, କାନାଡା, ନେଦରଲାଣ୍ଡ ଏବଂ…

ଆମେରିକାରେ ନିଖୋଜ ଥିବା ଦୁଇ ଭାରତୀୟ ଛାତ୍ରଙ୍କ ମୃତଦେହ ମିଳିଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୪: ଆମେରିକାରେ ଦୁଇଜଣ ଭାରତୀୟ ଛାତ୍ର ନିଖୋଜ ଥିଲେ, ବର୍ତ୍ତମାନ ହ୍ରଦରୁ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ରିପୋର୍ଟରୁ ପ୍ରକାଶ ଯେ, ସିଦ୍ଧ ଶାହା(୧୯) ଏବଂ ଆର୍ଯ୍ୟନ ବୈଦ୍ୟ(୨୦) ଏପ୍ରିଲ ୧୫ରେ ଇଣ୍ଡିଆନପଲିସ ସହରର ଦକ୍ଷିଣ-ପଶ୍ଚିମଠାରୁ…

କିଛି ଘଣ୍ଟାରେ ୨ ଥର ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୩ା୪: ଇଣ୍ଡୋନେସିଆରେ ରବିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ଆଜି ସକାଳେ ଇଣ୍ଡୋନେସିଆରେ ଲଗାତର ଦୁଇଟି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ଯଥାକ୍ରମେ ୬.୧ ଏବଂ ୫.୮ ଥିଲା। ୟୁଏମ୍‌ଏସ୍‌ସି…

ପ୍ରୀତି ବନ୍ଧନ

ପ୍ରେମରେ ବି ପ୍ରତିଯୋଗିତା। ନିଜ ପ୍ରେମିକାକୁ ହାସଲ କରିବାକୁ ହେଲେ ପ୍ରେମିକକୁ ବେଳେବେଳେ ପରୀକ୍ଷା ଦେବାକୁ ପଡିଥାଏ। ଠିକ୍‌ ସେହିଭଳି ଏକ ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’। ନେକ୍ସଟ୍‌ ଡୋର୍‌ ଫିଲ୍ମସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri