ବାସଭବନ ଛାଡ଼ିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍ ଲେନରେ ଥିବା ସରକାରୀ ବାସଭବନ ଶନିବାର ଖାଲି କରି ଦେଇଛନ୍ତି । ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ ମାଆ…
ଅଜିତ ପାଓ୍ବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯୋଗ୍ୟ: ସଞ୍ଜୟ ରାଉତ
ମୁମ୍ବାଇ,୨୨।୪: ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଶନିବାର କହିଛନ୍ତି, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ନେତା ଅଜିତ ପାଓ୍ବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯୋଗ୍ୟ। କାରଣ ତାଙ୍କ ନିକଟରେ ବ୍ୟାପକ ପ୍ରଶାସନିକ ଅନୁଭବ ରହିଛି। ଏକନାଥ ସିନ୍ଦେଙ୍କୁ ଟାର୍ଗେଟ କରି ରାଉତ…
ଗାଁ ଶ୍ମଶାନରେ ଜଳିଲା ବୀର ଶହୀଦ ଦେବାଶିଷଙ୍କ ଜୁଇ
ସାକ୍ଷୀଗୋପାଳ,୨୨ା୪(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତ ସାହିର ପୁଅ ତଥା ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଗାଁ ଶ୍ମଶାନରେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପ୍ରଶାସନ ପକ୍ଷରୁ ଶହୀଦ ଦେବାଶିଷଙ୍କୁ ଗାର୍ଡ ଅଫ୍…
କ୍ଷମତାରେ ଥିବା ବେଳେ ଏକଥା ମନେ ପଡୁ ନ ଥିଲା କାହିଁକି
ନୂଆଦିଲ୍ଲୀ,୨୨ା୪: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍ ମଲିକଙ୍କୁ ସିବିଆଇ ଜେରା ପାଇଁ ସମନ କରାଯାଇଛି। ୩୦୦ କୋଟି ଟଙ୍କାର ଲାଞ୍ଚ ଦାବି ମାମଲାରେ ଜେରା ପାଇଁ ସିବିଆଇ ସତ୍ୟପାଲ ମଲିକଙ୍କୁ ଏହି ସମନ କରିଛି। ବର୍ତ୍ତମାନ ଏହାକୁ ନେଇ ରାଜନୀତି ଜୋର୍…
ମହାକାଶରେ ବଢିଲା ଭାରତର ଦବଦବା, ଇସ୍ରୋ ଉତକ୍ଷେପଣ କଲା ସିଙ୍ଗାପୁରର ଦୁଇଟି ଉପଗ୍ରହ
ନୂଆଦିଲ୍ଲୀ,୨୨।୪: ଭାରତୀୟ ମହାକାଶ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଶନିବାର ଅର୍ଥାତ୍ ୨୨ ଏପ୍ରିଲରେ ତା’ର ଏକ ବଡ ମିଶନରେ ପୋଲାର ସାଟେଲାଇଟ ଲଞ୍ଚ ଭେଇକଲ(ପିଏସଏଲଭି)ଲଞ୍ଚ କରିଛି। ଏହି ରକେଟ ସିଙ୍ଗାପୁରର ଦୁଇଟି ବଡ ସାଟେଲାଇଟ ଓ ଏକ ଇନ-ହାଉସ ପ୍ଲାଟଫର୍ମ ସହ ଉତକ୍ଷେପଣ…
‘ଆମକୁ ବିଶ୍ୱସ୍ତରୀୟ ସମାଧାନ କରିବାକୁ ହେବ’
ଜର୍ଜଟାଉନ୍,୨୨ା୪: ୪ର୍ଥ ଭାରତ-କ୍ୟାରିକମ୍ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଯୋଗ ଦେଇଥିଲେ। ସେ ମଧ୍ୟ ଏହି ସଭାର ସହ-ସଭାପତିତ୍ୱ କରିଥିଲେ। ଏହି ବୈଠକରେ ସେ ଜଳବାୟୁ ପରିବର୍ତ୍ତନ ମଧ୍ୟରେ ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ସାମୁହିକ ଆଗ୍ରହର ଆବଶ୍ୟକତା…
ଆମେରିକାରେ ପୁଣି ଫୁଟିଲା ଗୁଳି, ୮ ଆହତ
ଓ୍ବାଶିଂଟନ,୨୨ା୪: ଓ୍ବାଶିଂଟନ ଡିସିରେ ପୁଣି ଗୁଳି ବିନିମୟ ହୋଇଛି। ଯେଉଁଥିରେ ଜଣେ ଝିଅ ସମେତ ୮ ଜଣ ଆହତ ହୋଇଛନ୍ତି। ତେବେ ଦୁଇଥର ଘଟିଥିବା ଗୁଳି ବିନିମୟରେ କେହି ପ୍ରାଣ ହରାଇଥିବା ଖବର ଆସିନାହିଁ। ପାଟ୍ରୋଲିଂ ସର୍ଭିସର ସହକାରୀ ମୁଖ୍ୟ ସାଉଥ…
ମୋଦିଙ୍କ ଉପରେ ହୋଇପାରେ ମରଣାନ୍ତକ ଆକ୍ରମଣ, କେରଳ ଭାଜପା ଅଧ୍ୟକ୍ଷଙ୍କ ଦାବି
ନୂଆଦିଲ୍ଲୀ,୨୨।୪: କେରଳ ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ସୁରେନ୍ଦ୍ର ଦାବି କରିଛନ୍ତି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇପାରେ ବୋଲି ଏକ ଧମକପୂର୍ଣ୍ଣ ପତ୍ର ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ କେରଳ ଗସ୍ତ କାର୍ଯ୍ୟକ୍ରମ ସମୟରେ ତାଙ୍କ…
ଏମିତି ଏକ ଭୟଙ୍କର ଦୁର୍ଘଟଣା, ଯାହା ଆଗରୁ କେବେ ଦେଖି ନ ଥିବେ, ଭିଡିଓ ଦେଖିଲେ…
ସଡ଼କ ଦୁର୍ଘଟଣା ପ୍ରତିଦିନ ସାମ୍ନାକୁ ଆସୁଛି। ରାସ୍ତାରେ ଅନେକ ଥର ଦୁର୍ଘଟଣା ଏତେ ଭୟଙ୍କର ଯେ, ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଅନେକ ଥର ଦୁର୍ଘଟଣାର ଶିକାର ହୋଇଥିବା ଗାଡିଗୁଡ଼ିକର ଅବସ୍ଥା ଦେଖି ଲାଗେ ଏମିତି ଦୁର୍ଘଟଣା ହେଲା କେମିତି? ଏବେ ସୋସିଆଲ…
ଖୋଲା ରହିବ ଅଙ୍ଗନଓ୍ବାଡି କେନ୍ଦ୍ର
ଭୁବନେଶ୍ୱର,୨୨।୪ (ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଶନିବାର ଅଙ୍ଗନଓ୍ବାଡି କେନ୍ଦ୍ର ଲାଗି ସୂଚନା ଜାରି କରାଯାଇଛି। ଗ୍ରୀଷ୍ମ ଛୁଟି ଲାଗି ସ୍କୁଲଗୁଡିକ ଛୁଟି ରହିବା ସହ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ପୂର୍ବଭଳି ଖୋଲା ରହିବା ପାଇଁ ନିର୍ଦ୍ଦେଶ…
ଆମେରିକାରେ ଚାକିରି କରିବାର ସ୍ବପ୍ନ ଦେଖୁଥିବା ଲୋକଙ୍କ ପାଇଁ ଖୁସି ଖବର
ଓ୍ବାଶିଂଟନ,୨୨।୪: ଆମେରିକା ଯାଇ ସେଠାରେ ଚାକିରି କରିବାର ସ୍ବପ୍ନ ଦେଖୁଥିବା ଲୋକଙ୍କ ପାଇଁ ଖୁସି ଖବର। କାରଣ ଚଳିତ ବର୍ଷ ଭାରତୀୟଙ୍କୁ ୧୦ ଲକ୍ଷ ଭିଜା ଜାରି କରାଯାଇପାରେ। ଏମିତି କୁହାଯାଉଛି କି ଓ୍ବାର୍କ ଭିଜାକୁ ବି ପ୍ରାଥମିକତା ଦିଆଯିବ। ଦକ୍ଷିଣ…
ଭାରତ ଆସିବାକୁ ଉତ୍ସାହିତ ଅଛନ୍ତି ବାଇଡେନ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସେପ୍ଟେମ୍ବରରେ ଭାରତ ଆସିବାକୁ ନେଇ ଉତ୍ସାହିତ ଅଛନ୍ତି। ଦକ୍ଷିଣ ଓ ମଧ୍ୟ ଏସିଆ ପାଇଁ ତାଙ୍କ ପ୍ର୍ରଶାସନର ଜଣେ ବ୍ୟକ୍ତି କହିଛନ୍ତି କି ୨୦୨୪ ଭାରତ-ଆମେରିକା ସମ୍ପର୍କରେ ଏକ ବଡ ବର୍ଷ ହେବାକୁ ଯାଉଛି।…
Archives


