Home

‘ପାକିସ୍ତାନ ପାଇଁ ନରେନ୍ଦ୍ର ମୋଦିଙ୍କଠାରୁ ବି ଆହୁରି ବିପଜ୍ଜନକ ଇମ୍ରାନ ଖାଁ’: ପ୍ରତିରକ୍ଷା ମନ୍ତ୍ରୀ

ଇସଲାମାବାଦ,୩।୬: ପାକିସ୍ତାନରେ ବର୍ତ୍ତମାନର ରାଜନୈତିକ ବାତାବରଣ ଏକଦମ ଖରାପ କହିଲେ କିଛି ଭୁଲ ହେବ ନାହିଁ। ଦେଶର ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ସରକାର ଓ ବିରୋଧୀ ଦଳ ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ) ମୁଖ୍ୟ ଇମ୍ରାନ ଖାଁଙ୍କ ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତିମଧ୍ୟରେ…

‘ଆତଙ୍କବାଦର ମୁକାବିଲା କରିବାକୁ ଆମେ ପ୍ରସ୍ତୁତ’, ଗୋଟିଏ ସ୍ବରରେ କହିଲେ ବ୍ରିକ୍ସ ଦେଶ, ଏସ ଜୟଶଙ୍କର ଉଠାଇଥିଲେ ପ୍ରସଙ୍ଗ

ନୂଆଦିଲ୍ଲୀ,୩।୬: ବ୍ରିକ୍ସ ଦେଶ ଆତଙ୍କବାଦର ମୁକାବିଲା କରିବାକୁ ପ୍ରସ୍ତୁତ ହୋଇଗଲାଣି। ଆତଙ୍କବାଦ ବିରୋଧରେ ଯୁଦ୍ଧ ବିଷୟରେ ପାଞ୍ଚ ରାଷ୍ଟ୍ର ବ୍ରିକ୍ସ ଗୋଷ୍ଠୀ ଗୋଟିଏ ମତରେ ଆସିଥିଲେ। ଆତଙ୍କବାଦ ମୁକାବିଲା ପାଇଁ ଏହି ଗୋଷ୍ଠୀ ଶୁକ୍ରବାର ଶପଥ ନେଇଛି। ‘ଦ କେପ ଅଫ…

ଭାରତୀୟ ଗଣତନ୍ତ୍ର ଭୁଶୁଡ଼ିଲେ ବିଶ୍ୱ ପ୍ରଭାବିତ ହେବ: ରାହୁଲ

ଓ୍ବାଶିଂଟନ, ୩ା୬ (ପି.ଟି.): ଭାରତୀୟ ଗଣତନ୍ତ୍ର ସାରା ବିଶ୍ୱର ହିତ ପାଇଁ ଉଦ୍ଦିଷ୍ଟ। ଗଣତନ୍ତ୍ର ଭୁଶୁଡ଼ିଲେ, ବିଶ୍ୱ ଉପରେ ଏହାର ପ୍ରଭାବ ପଡ଼ିବ ଏବଂ ଏହା ଆମେରିକାର ଜାତୀୟ ସ୍ବାର୍ଥ ନୁହେଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଗଣତନ୍ତ୍ର…

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର, ୩ା୬(ବ୍ୟୁରୋ): ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…

ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା…

କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ…

୪୫ଟି ବ୍ୟାଗ୍‌ରେ ମିଳିଛି କଟା ମଣିଷଙ୍କ ଅଙ୍ଗ

ମେକ୍ସିକୋ,୨।୬: ମଣିଷକୁ ଖଣ୍ଡ ଖଣ୍ଡ କରି ୪୫ଟି ବ୍ୟାଗ୍‌ରେ କରାଯାଇଛି ଭର୍ତ୍ତି। ଏପରି କଟା ମଣିଷ ଭର୍ତ୍ତି ବ୍ୟାଗ୍‌ ଡ୍ରେନ୍‌ରେ ଫିଙ୍ଗା ଯାଇଥିବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ତାଜୁବ୍‌ କରିଛି। ଏପରି ଘଟଣା ଘଟିଛି ପଶ୍ଚିମ ମେକ୍ସିକୋର ଜାଲିସ୍କୋରେ। ତେବେ…

ଉଚ୍ଚଶିକ୍ଷା ପାଇଁ ଆଦିବାସୀ ଛାତ୍ରଙ୍କୁ ଅର୍ଥ ସାଜିଛି ବାଧକ

କର୍ଲାମୁଣ୍ଡା,୨।୬(ଡିଏନଏ): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଜଣେ ଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଅର୍ଥ ବାଧକ ସାଜିିଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତ ରାଜପୁର ଗାଁର ହେମଲତା ମାଝୀଙ୍କ ପୁଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri