Home

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅନୁଷ୍ଠାନରେ ଉତ୍ସାହଜନକ ଫଳାଫଳ ଦେଖିବାକୁ…

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ ଯେତେ ଏନର୍ଜୀ କିଣିବାକୁ ଚାହୁଁଛି ୱାଶିଂଟନ୍ ଭାରତକୁ ସେତେ ଶକ୍ତି ବିକ୍ରୟ କରିବାକୁ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଏହି ଅଭିଯୁକ୍ତ ଜଣକ ୨୦୧୪ରୁ ପାରୋଲ୍‌ରେ ଆସି ଫେରାର ହୋଇଯାଇଥିଲା।…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା ପାଇଁ ଦୁଇଟି ଏନକାଉଣ୍ଟର ମଧ୍ୟ କଲାଣି । ତଥାପି ଅପରାଧିମାନେ ପୋଲିସକୁ ଭୟ…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ କଟକର ପ୍ରସିଦ୍ଧ ରୁପା ତାରକସି କାମରେ ନିର୍ମିତ ଏକ ସୁନ୍ଦର ଡଙ୍ଗା ମଡେଲ…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍‌ରେ ଅମଳ ହୋଇଥିବା ଧାନକୁ ବିକ୍ରି କରି ପାରି ନାହାନ୍ତି। ଏହାର…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ ଇଦ୍‌ ପାଳନ ବେଳେ ଗୋହତ୍ୟା ଉପରେ ଅଙ୍କୁଶ ଲାଗାଇବା ସପକ୍ଷରେ ରାୟ ପ୍ରକାଶ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି ଯେ, ଆଗାମୀ ପିଢ଼ିର ସଂସ୍କାର…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ ଭାବେ ଚାଲିଥିବା ‘ଇଞ୍ଜେକ୍ଟେବଲ କସ୍‌ମେଟିକ୍ସ’ ପ୍ରକ୍ରିୟାର ଅପବ୍ୟବହାରକୁ ରୋକିବା ଏବଂ ଗ୍ରାହକଙ୍କ ସ୍ବାସ୍ଥ୍ୟ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?