Home

ରୋହିତ ଶର୍ମା-ସ୍ତ୍ରୀ ରିତିକା ମଧ୍ୟରେ ପ୍ରବଳ ଝଗଡା: Video ନ ଦେଖିଲେ ସହଜେ କରିବେନି ବିଶ୍ୱାସ

ନୂଆଦିଲ୍ଲୀ,୧୦।୩: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ପ୍ରାୟତଃ ତାଙ୍କ ରେକର୍ଡ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ପୁଣିଥରେ ହିଟମ୍ୟାନ ସୋସିଆଲ ମିଡିଆରେ ଆଲୋଚନାର ବିଷୟ ପାଲଟିଛନ୍ତି, କିନ୍ତୁ ଏଥର, କାରଣ ତାଙ୍କର ଚୌକା, ଛକା କିମ୍ବା ରେକର୍ଡ ନୁହେଁ, ବରଂ ଏକ…

ଲକ୍ଷେ ଦେଇ ସ୍ତ୍ରୀକୁ ମାରିବାକୁ ସୁପାରୀ, ୩ଥର ବିଷ ଦେଇ ମାରିବାକୁ ଚେଷ୍ଟା କରିବା ପରେ…

ମୁମ୍ବାଇ,୧୦ା୩: ମହାରାଷ୍ଟ୍ରର ବୁଲଧାନା ଜିଲାରୁ ଏକ ଘଟଣା ସାମ୍ନାକୁ ଆସିଛି ଯାହା ସ୍ୱାମୀ-ସ୍ତ୍ରୀଙ୍କ ପବିତ୍ର ସମ୍ପର୍କକୁ ଲଜ୍ଜିତ କରିଛି । ଜଣେ ଶିକ୍ଷକ ସ୍ୱାମୀ ତାଙ୍କ ନିଜ ସ୍ତ୍ରୀକୁ ହତ୍ୟା କରିବା ଘଟଣା ପୋଲିସକୁ ମଧ୍ୟ ଆଶ୍ଚର୍ଯ୍ୟ କରିଛି । ଗୁରୁବାର…

ଦେଶରେ ହେବନାହିଁ ଗ୍ୟାସର ଅଭାବ, ସରକାର ଲାଗୁକଲେ ECA, ଜାଣନ୍ତୁ କ’ଣ ଏହି ବ୍ରହ୍ମାସ୍ତ୍ର

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଯୁଦ୍ଧ ଭାରତର ରୋଷେଇ ଘରର ଦ୍ୱାର ଠକ ଠକ କରୁଛି। ହର୍ମୁଜ ପ୍ରଣାଳୀ ବନ୍ଦ ହୋଇଯାଇଛି, ଏଲପିଜି ଟ୍ୟାଙ୍କର୍‌ ଫସି ରହିଛି, ଏବଂ ସରକାର ଏକ ଆଇନକୁ ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି ଯାହା ତେଲ କ୍ଷେତ୍ରରେ…

ଜୋରଦାର ଚାଲିଛି ଦୈନିକ ବଜାର ଗୃହ ନିର୍ମାଣ କାର୍ଯ୍ୟ: ତୁରନ୍ତ ସାରିବାକୁ ବିଡିଓଙ୍କ ନିର୍ଦ୍ଦେଶ

ଦାରିଙ୍ଗବାଡି,୧୦।୩ (ଅରୁଣ ସାହୁ ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିଠାରେ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ଦୈନିକ ବଜାରର ନିର୍ମାଣ କାର୍ଯ୍ୟ ଜୋରଦାର ଚାଲିଛି। ଏହାକୁ ଦୈନିକ ତଦାରଖ କରୁଛନ୍ତି ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ। ପ୍ରକାଶ ଯେ, ଉକ୍ତ ବ୍ଲକ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ…

ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇଙ୍କ ଆତ୍ମହତ୍ୟା, କାରଣ ଜାଣିଲେ….

ଜଳେଶ୍ୱର,୧୦।୩ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକମାନେ ହେଲେ ଜଳେଶ୍ୱର ଥାନା ରାଜପୁର…

ଲାଗୁ ହେଲା ESMA, ହେଲେ କାହିଁକି କେନ୍ଦ୍ର ସରକାର ନେଲେ ଏତେବଡ଼ ନିଷ୍ପତ୍ତି? କ’ଣ ଏହି ESMA

ନୂଆଦିଲ୍ଲୀ,୧୦।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ପାକିସ୍ତାନ ଏବଂ ବାଂଲାଦେଶ ସମେତ ବିଶ୍ୱର ଅନେକ ଦେଶରେ ଇନ୍ଧନ ସଙ୍କଟ ଦେଖାଦେଇଛି। ଏହି ସମୟରେ, ଭାରତର ଅନେକ ସହରରେ…

ମୋମୋ ଖାଇ ଭାଇ-ଭଉଣୀଙ୍କ ମୃତ୍ୟୁ! ମୃତଦେହ ନୀଳ…

ନୂଆଦିଲ୍ଲୀ,୧୦।୩: ପଞ୍ଜାବର ତରନ ତାରନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରବିବାର ସକାଳେ ସନ୍ଦେହଜନକ ପରିସ୍ଥିତିରେ ଦୁଇ ପିଲାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ପରିବାର ଦାବି କରିଛନ୍ତି ଯେ ପୂର୍ବ ରାତିରେ ଫାଷ୍ଟଫୁଡ୍ (ମୋମୋ) ଖାଇବା ପରେ…

ମିଳୁନି ଗ୍ୟାସ, ବନ୍ଦ ହେଲା ଶ୍ମଶାନ ଘାଟ! ଯୁଦ୍ଧକୁ ନେଇ ଉପୁଜିଲାଣି ଭୟଙ୍କର ପରିସ୍ଥିତି

ବେଙ୍ଗାଲୁରୁ,୧୦।୩: ହଠାତ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ଅଭାବ ସମଗ୍ର ଆତିଥ୍ୟ କ୍ଷେତ୍ରରେ ଚିନ୍ତା ସୃଷ୍ଟି କରିଛି। ମହାରାଷ୍ଟ୍ର ଏବଂ କର୍ନାଟକର ରେଷ୍ଟୁରାଣ୍ଟ ସଂଘଗୁଡ଼ିକ ଚେତାବନୀ ଦେଇଛନ୍ତି ଯେ ଯଦି ଯୋଗାଣ ଠିକ୍‌ କରାନଯାଏ, ତେବେ କିଛି ଦିନ ମଧ୍ୟରେ ରେଷ୍ଟୁରାଣ୍ଟ ବନ୍ଦ…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି । ହାତୀଟି ବାରହା ପାଇଁ ଖଞ୍ଜା ଯାଇଥିବା ବୋମାଖାଇ ଅସୁସ୍ଥ ହୋଇଯାଇଥିଲା । ତାକୁ…

ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ

ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି। ଘରେ ଥିବା ଖାଦ୍ୟ ଖାଇବା ସହ ବଗିଚାରେ ପଶି କଦଳୀ, ମକା, କଖାରୁ,…

ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନ ବୈଷ୍ଣବ: ଖୁସିରେ ଗଦ୍‌ଗଦ୍‌ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩: ଓଡିଶାରେ ରେଳ ସଂଯୋଗୀକରଣକୁ ନେଇ ଏକ ଖୁସି ଖବର ଆସିଛି। କେନ୍ଦ୍ର ସରକାର ପୋତ୍ତନୁର (Podanur Junction, Coimbatore) ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି।…

ଟିମ୍ ଇଣ୍ଡିଆ ପାଇଁ BCCIର ବଡ଼ ଘୋଷଣା, ୧୦୦ କୋଟିରୁ ଅଧିକ ପୁରସ୍କାର ରାଶି….

ନୂଆଦିଲ୍ଲୀ,୧୦।୩:  ଟିମ୍ ଇଣ୍ଡିଆ ପାଇଁ ବିସିସିଆଇ ବଡ଼ ଘୋଷଣା କରିଛି । ମାର୍ଚ୍ଚ ୮ ତାରିଖରେ, ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ୍ ଟିମ୍ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ୨୦୨୬ ଟି୨୦ ବିଶ୍ୱକପ୍ ଜିତିଥିଲା। ଭାରତୀୟ ଦଳ ଆଇସିସିରୁ ପାଇବାକୁ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri