ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ
ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ ସିଂଙ୍କୁ ନେଇଛି। ରାଘବ ଗତ ଏପ୍ରିଲରେ ଆମ୍ ଆଦ୍ମୀ ପାର୍ଟି ଛାଡ଼ି ଭାଜପାରେ…
ଆଜି ମୁମ୍ବାଇ ଆସିବେ ବ୍ରିଟିଶ ଯୁବରାଜ ଓ୍ବିଲିୟମ୍
ଲଣ୍ଡନ,୧୬ା୧୧(ପି.ଟି.): ବ୍ରିଟିଶ ଯୁବରାଜ ଓ୍ବିଲିୟମ ୨୦୨୬ ଆର୍ଥଶଟ୍ ପ୍ରାଇଜ୍ ପାଇଁ ଯୁବରାଣୀ କେଟ୍ ମିଡିଲଟନ୍ଙ୍କ ସହ ସୋମବାର ମୁମ୍ବାଇ ଆସିବେ। ମଙ୍ଗଳବାର ସେମାନେ ନୂଆଦିଲ୍ଲୀ ଯାଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଭାରତ-ବ୍ରିଟେନ ସହଭାଗିତାର ଭବିଷ୍ୟତ କେବଳ…
ପାକ୍ ଲିଙ୍କ୍ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ
ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍ (ଏଟିଏସ୍), ଶ୍ରୀଗଙ୍ଗାନଗର ପୋଲିସ ଏବଂ ପଞ୍ଜାବ ପୋଲିସ ମିଳିତ ଅଭିଯାନ ଚଳାଇ ଅଭିଯୁକ୍ତ…
ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…
୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି ମେଷ, ସିଂହ, ଧନୁ ଓ ମୀନ ରାଶିର ଲୋକଙ୍କୁ ଏହି ସମୟରେ ସତର୍କ…
ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ
ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ, ହାଉସିଂ ବୋର୍ଡ କଲୋନୀର ବୈଜୟନ୍ତୀ ମାଳା ପଟ୍ଟନାୟକଙ୍କୁ ଶେଖର ନଗର ଅଞ୍ଚଳର…
କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….
କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି ଆପରାଧିକ ଆଇନ ଅନୁଯାୟୀ ନାବାଳକ ବୟସ ସୀମାକୁ ୧୮ରୁ ୧୬ ବର୍ଷକୁ ହ୍ରାସ…
ICCର ବଡ଼ ଘୋଷଣା; ଭାରତରେ ଏହି ଦିନଠୁ ଖେଳିଯିବ ବିଶ୍ବକପ୍
ନୂଆଦିଲ୍ଲୀ,୧୫ା୧୧: କ୍ରିକେଟ୍ପ୍ରେମୀଙ୍କ ପାଇଁ ବଡ଼ ଖବର । ୨୦୨୭ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନ୍ସିପ୍ ଫାଇନାଲ୍ ଓ ଦିନିକିଆ ବିଶ୍ୱକପ୍କୁ ନେଇ ଉତ୍ସାହ ମଧ୍ୟରେ ଆଗାମୀ ୧୨ଟି ପୁରୁଷ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ତାରିଖ ଘୋଷଣା କରିଛି ଆଇସିସି । ୨୦୨୮ରୁ ୨୦୩୫ ମଧ୍ୟରେ…
ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିଲେ, ଘରକୁ ଫେରିବା ବେଳେ ଚାଲିଗଲା ଜୀବନ
କୋକସରା,୧୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା କୋକସରା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ମୁଷାପାଲି ଗ୍ରାମର ଡମ୍ବରୁ ରାଉତ (୩୬) ବୋଲି ଜଣାପଡ଼ିଛି । ସେ ଗତ କିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ଭଞ୍ଜନଗର ପ୍ରଶାସନର ତତ୍ପରତା, ଜଳଭଣ୍ଡାରରୁ ଆଜି ରାତି ୯ଟାରୁ ଛଡ଼ାଯିବ ପାଣି
ଭଞ୍ଜନଗର,୧୫ା୧୧(ବାବୁଲା ପ୍ରଧାନ): ଆସନ୍ତା ୧୮ ଓ ୧୯ ତାରିଖରେ ଗଞ୍ଜାମ ଜିଲାରେ ପୁଣି ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦେଖାଦେଇଛି । ଗତ ୨୯ ତାରିଖରେ ବାତ୍ୟା ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଜିଲାରେ ଘଟିଥିବା ବ୍ୟାପକ କ୍ଷୟକ୍ଷତିର ପୁନରାବୃତ୍ତି ଯେପରି ନହୁଏ,…
ନ୍ୟୁଜିଲାଣ୍ଡକୁ ହରାଇବା ପରେ ଗୌତମ ଗମ୍ଭୀରଙ୍କ ବଡ଼ ବୟାନ, କହିଲେ ମ୍ୟାଚ ଜିତାଇଦେଲେ…
ନୂଆଦିଲ୍ଲୀ,୧୫ା୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ବିଜୟରେ ବ୍ୟାଟରଙ୍କ ତୁଳନାରେ ଭାରତୀୟ ବୋଲରଙ୍କ ଅବଦାନ ଅଧିକ ରହିଛି । ବେ ଓଭାଲ୍ରେ ଖେଳାଯାଇଥିବା ପଞ୍ଚମ ତଥା ଶେଷ ଦିନିକିଆରେ ମଧ୍ୟ ଏହାର ଝଲକ ଦେଖିବାକୁ ମିଳିଥିଲା। ଭାରତୀୟ ଦଳ ମାତ୍ର ୨୦୯…
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପଶି ଡାକ୍ତରଙ୍କୁ ଦୁର୍ବ୍ୟବହାର, ସୁରକ୍ଷାକର୍ମୀଙ୍କୁ ମାଡ଼
ଛତ୍ରପୁର,୧୫ା୧୧(ଦିଲ୍ଲୀପ ସାମଲ ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା ସହିତ ଆକ୍ରମଣ ନେଇ ଅଭିଯୋଗ ହୋଇଛି । ଏହି ଘଟଣାରେ ଜଣଙ୍କୁ ଉଠାଇ ନେଲା ଛତ୍ରପୁର ଥାନା ପୋଲିସ । ଆଜି ଅପରାହ୍ନରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର…
ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତର ପେନାପୁଷିଠାରେ ବହୁପ୍ରତିକ୍ଷୀତ ଏହି ବିଦ୍ୟାଳୟର…

