Home

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ ସୃଷ୍ଟି ହୋଇଥିବା ଆର୍ଥିକ ଭାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଏନେଇ ଉଚ୍ଚଶିକ୍ଷା…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସାମ୍ପ୍ରତିକ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ କଟକ ଜିଲାର…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ ବୃଦ୍ଧି କରିଛି। ଇରାନର ସାଂସଦ ମହମୁଦ ନାବାଭିଆନ ଚେତାବନୀ ଦେଇଛନ୍ତି ଯେ ଯଦି…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କ୍ଷମତାରେ ଅଛନ୍ତି। ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା ଜଣେ ଆନ୍ଧ୍ରର ଯୁବକ ପାଣିରେ ବୁଡି ନିଖୋଜ ହୋଇଛନ୍ତି। ଯୁବକ ଜଣକ ଆନ୍ଧ୍ର…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ମହଦା ଗ୍ରାମର ସହଦେବ ଓରଫ୍‌ ଗଙ୍ଗାଧର ପାଣ୍ଡେ(୪୨)।…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି ଦଳ ବିଷୟରେ ରାଜନୈତିକ ବୟାନବାଜି, ଯାହା ଏକ ମଜା ଭାବରେ ଆରମ୍ଭ ହୋଇଥିଲା…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ ପ୍ଲେଅଫରେ ନିଜ ନିଜ ସ୍ଥାନ ସୁରକ୍ଷିତ କରିସାରିଛନ୍ତି, ଯେତେବେଳେ ଲିଗ ପର୍ଯ୍ୟାୟ ମେ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ଐତିହାସିକ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ କୋର୍ଟ ଖୋଲିବ। ଅବକାଶ ସମୟରେ ମେ ୨୬, ୨୯, ଜୁନ ୨, ୦୫,…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର ଅଧିକାଂଶ ଜିଲାରେ ତାପମାତ୍ରା 40 ଡିଗ୍ରୀ ଛୁଇଁସାରିଛି, ଯେତେବେଳେ ପାଣିପାଗ ବିଭାଗ ଅନୁଯାୟୀ,…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ ଟିମ୍ l ସୂଚନା ଅନୁଯାୟୀ ARCS ଅଫିସର ଜଣେ ପୂର୍ବତନ କର୍ମଚାରୀଙ୍କ ବକେୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?