Home

ବ୍ୟସ୍ତବହୁଳ କାର୍ଯ୍ୟସୂଚୀ

ଆଗକୁ ଟିମ୍‌ ଇଣ୍ଡିଆ ପାଇଁ ଅନେକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ରହିଛି। ଅକ୍ଟୋବର ଏବଂ ନଭେମ୍ବରରେ ଏକଦିବସୀୟ ଆଇସିସି ବିଶ୍ୱକପ୍‌ ଭାରତରେ ଖେଳାଯିବ। ଚଳିତ ବର୍ଡର-ଗାଭାସ୍କର ସିରିଜ୍‌ ପରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ଟି ଏକଦିବସୀୟ ମ୍ୟାଚ ଖେଳାଯିବ। ବିଶ୍ୱ ଟେଷ୍ଟ…

ସଫଳତମ ଅଧିନାୟିକା ମେଗ୍‌ ଲାନିଙ୍ଗ୍‌

ମେଗ୍‌ ଲାନିଙ୍ଗ୍‌ଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୫ ଥର ବିଶ୍ୱ ଚାମ୍ପିୟନ ହୋଇଛି। ଟି୨୦ରେ ୪ ଥର ଏବଂ ଦିନିକିଆରେ ଥରେ ଲାନିଙ୍ଗ୍‌ଙ୍କ ନେତୃତ୍ୱରେ ଟ୍ରଫି ହାସଲ କରିଛି ଦଳ। ଓଭରଅଲ୍‌ ତାଙ୍କ ଉପସ୍ଥିତିରେ ଅଷ୍ଟ୍ରେଲିଆ ସମୁଦାୟ ୭ଥର ବିଶ୍ୱକପ୍‌ ବିଜୟୀ ହୋଇଛି।…

ମୁଁ କାହିଁକି ନାରୀ ଓ ପୁରୁଷର ସମାନତା ବିଷୟରେ ଆଶାବାଦୀ

ମୁଁ ଗତବର୍ଷ ସମ୍ବିଧାନ ଦିବସରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟ ଦ୍ୱାରା ଆୟୋଜିତ ଉତ୍ସବରେ ସମାପନୀ ଭାଷଣ ଦେଉଥିଲି। ନ୍ୟାୟ ପ୍ରସଙ୍ଗରେ କହିଲାବେଳେ ବିଚାରାଧୀନ କଏଦୀଙ୍କ କଥା ମୋର ମନେପଡ଼ିଗଲା ଏବଂ ସେମାନଙ୍କ ଦୁର୍ଦ୍ଦଶା ବିଷୟରେ ନ କହି ମୁଁ ରହିପାରିଲି ନାହିଁ।…

ହୃଦୟ ଜିତିଲେ ଜୁନିଅର୍‌ ଏନ୍‌ଟିଆର୍‌

୯୫ତମ ଓସ୍କାର ପୁରସ୍କାର ଉପରେ ସମସ୍ତ ଭାରତୀୟଙ୍କ ନଜର ରହିଛି। ଏହି ପୁରସ୍କାର ସମାରୋହ ସମସ୍ତ ଦେଶବାସୀଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ହେବାକୁ ଯାଉଛି। କାରଣ ସାଉଥ୍‌ ନିର୍ଦ୍ଦେଶକ ଏସ ରାଜମୌଲିଙ୍କ ଫିଲ୍ମ ‘ଆରଆରଆର’ର ଗୀତ ‘ନାଟୁ ନାଟୁ’ ବେଷ୍ଟ…

ସରିଲା ପ୍ରଥମଦିନର ପରୀକ୍ଷା: କେହି ବି କପି କରି ପଡ଼ିନାହାନ୍ତି ଧରା

ଢେଙ୍କାନାଳ ଅଫିସ,୧୦ା୩: ଚଳିତ ବର୍ଷ ଢେଙ୍କାନାଳ ଜିଲାରେ ୯୬ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୧୬ ହଜାର ୧୧୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ୮୧ଟି କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ପ୍ରଶ୍ନ ଓ ଉତ୍ତର ପତ୍ରକୁ କଡ଼ା ସୁରକ୍ଷା ମଧ୍ୟରେ ୧୦ଟି…

ଆଲିଆଙ୍କୁ ଝିଅ ଦେଲେ ବିଜ୍‌ନେସ୍‌ ଆଇଡିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ମା’ ହେବା ପରେ ଏବେ ଝିଅ ରାହା ସହ ସମୟ ବିତାଉଛନ୍ତି। ନିକଟରେ ସେ ତାଙ୍କ ଝିଅ ସମ୍ବନ୍ଧୀୟ କିଛି ରୋଚକ କଥା ଶେୟାର କରିଥିଲେ। ଆଲିଆ କହିଛନ୍ତି, ରାହା ଏବେ ବହୁତ ଛୋଟ। ମୁଁ ବହି…

ବିଜୁ ସ୍ବାସ୍ଥ୍ୟକାର୍ଡରେ ଅନିୟମିତତା: ହସ୍ପିଟାଲରେ ଚଢ଼ାଉ

ଢେଙ୍କାନାଳ ଅଫିସ,୧୦ା୩: ଢେଙ୍କାନାଳ ସହରର କିଛି ଘରୋଇ ହସ୍ପିଟାଲରେ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଚଢ଼ାଉ ହୋଇଛି। ବିଜୁ ସ୍ବାସ୍ଥ୍ୟକାର୍ଡ ଅନିୟମିତତା ନେଇ ଏହି ଚଢ଼ାଉ କରାଯାଇଛି। ଦୀର୍ଘଦିନ ହେବ ବିଜୁ ସ୍ବାସ୍ଥ୍ୟ କାର୍ଡକୁ ନେଇ କିଛି ବେସରକାରୀ ହସ୍ପିଟାଲ ଅନିୟମିତତା…

ଦିନ ୨ଟାରେ ରୌଜ୍‌ ଏଭେନ୍ୟୁ କୋର୍ଟରେ ହାଜର ହେବେ ସିସୋଡିଆ: ୧୦ଦିନିଆ ରିମାଣ୍ଡ ମାଗିଲା ଇଡି

ନୂଆଦିଲ୍ଲୀ,୧୦।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଗରିଫଦାରୀ ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କୋର୍ଟକୁ ସୂଚନା ଦେଇଛି। ଦିଲ୍ଲୀ ସ୍ଥିତ ରୌଜ ଏଭେନ୍ୟୁ କୋର୍ଟରେ ଅପରାହ୍ନ ୨ଟାରେ ତାଙ୍କୁ ହାଜର କରାଯିବ। ସିସୋଡିଆଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରୁ…

ମା’ଙ୍କୁ ଶେଷ ଦର୍ଶନ କରିପାରିଲେନି ମାଓବାଦୀ ନେତା: ଶେଷକୃତ୍ୟ ସମ୍ପନ୍ନ କଲେ ପୋଲିସ ବାବୁ

ଚିତ୍ରକୋଣ୍ଡା,୧୦ା୩,(ଡି.ଏନ୍‌.ଏ.): କେନ୍ଦ୍ରୀୟ କମିଟି ମାଓବାଦୀଙ୍କ ମା’ଙ୍କ ଅକାଳ ବିୟୋଗ ହୋଇଥିବା ବେଳେ ମାଓବାଦୀ ନେତା ଜଗନ୍ନ ଖବର ପାଇଥିଲେ ମଧ୍ୟ ମା’ଙ୍କୁ ଶେଷ ଦର୍ଶନ କରିପାରି ନ ଥିଲେ। ମାଓବାଦୀ ନେତାଙ୍କ ମା’ଙ୍କ ପରଲୋକ ଖବର ପାଇ ସିଲେରୁ ଥାନା ଏସିଆଇ,…

ସୋନପୁର କଲେଜକୁ ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୧୦।୩(ନି.ପ୍ର.): ସୋନପୁର କଲେଜ ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ। ୧୯୬୪ ମସିହାରେ ଏହି କଲେଜ ସ୍ଥାପିତ ହୋଇଥିଲା। ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ସୋନପୁର କଲେଜକୁ ନା ପୂର୍ଣ୍ଣ ସରକାରୀ ମାନ୍ୟତା ମିଳିଛି ନା ସ୍ବୟଂଶାସିତ ମାନ୍ୟତା ମିଳିଛି।…

ପୁଣି କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲ ଜଳୁଛି

ଲାଞ୍ଜିଗଡ଼,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ବନାଞ୍ଚଳ ସିକେରକୁପା ସେକ୍ସନ କିଡିଙ୍ଗ ବିଟର କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ଜଙ୍ଗଲରେ ଥିବା ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହେବାରେ ଲାଗିଛି। କୌଣସି ଦୁର୍ବୃତ୍ତ…

କେନାଲ ନିର୍ମାଣରେ ବ୍ୟାପକ ଦୁର୍ନୀତି

ଖଡ଼ିଆଳ,୧୦।୩(ଡି.ଏନ.ଏ.): ନୂଆପଡା ଜିଲା କୋମନା ଓ ଖଡ଼ିଆଳ ବ୍ଲକ ମଝିରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ (ତିଖାଲି ଡ୍ୟାମ) ନିର୍ମାଣ ହୋଇଛି। ନୂଆପଡା ଜିଲାର ବୋଡ଼େନ ଓ ଖଡ଼ିଆଳ ବ୍ଲକର ୧୩ ହଜାର ୫ ଶହ ହେକ୍ଟର ଓ ବଲାଙ୍ଗୀର ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri