Home

୫ ଦିନରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ହେବ

ନୟାଗଡ଼ ଅଫିସ,୧୦।୩: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଏବଂ ଅଣସଙ୍ଗଠିତ ଶ୍ରମିକଙ୍କୁ ସାମାଜିକ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦେବା ପାଇଁ ସହାୟତା ପ୍ରଦାନ ଶିବିର ନୟାଗଡ଼ ସହରର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି…

ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ…

୧୨ ବର୍ଷ ପରେ ଘର ବାହୁଡ଼ା

ନୟାଗଡ଼ ଅଫିସ/ନୂଆଗାଁ,୧୦।୩(ଡି.ଏନ.ଏ.): ୧୨ ବର୍ଷ ପରେ ଘରକୁ ବାହୁଡିଲେ ୧୯ ବର୍ଷର ଯୁବକ ଶାନ୍ତନୁ ଜାନି। ପଣ୍ଡିଚେରୀରେ ଜଣେ ଠିକାଦାରଙ୍କ ପାଖରେ ନିର୍ଯାତିତ ହୋଇ ଅଭିଶପ୍ତ ଜୀବନଯାପନ କରୁଥିଲେ । ବଞ୍ଚିବା ପାଇଁ ଠିକାଦାର କେବଳ ଖାଇବାକୁ ଓ ପିନ୍ଧିବାକୁ ଦେଉଥିଲେ…

ଲିଫ୍ଟ ଦେବା ଆଳରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଲିଫ୍ଟ ଦେବା ଆଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରର ମୈତ୍ରୀବିହାର ଥାନା ଅଞ୍ଚଳରେ ମଙ୍ଗଳବାର ରାତିରେ ଏହି ଘଟଣା ଘଟିଥିବାବେଳେ ବୁଧବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ…

ଭୋକେଶନାଲ ଟ୍ରେନର୍ସଙ୍କ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା

ଭୁବନେଶ୍ୱର,୧୦।୩(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ସର୍ତ୍ତାବଳୀ ଲାଗୁ ଓ ପୂର୍ଣ୍ଣ ଶିକ୍ଷକତା ମାନ୍ୟତା ଦାବି ନେଇ ଭୋକେଶନାଲ ଟ୍ରେନର୍ସ ସଂଘ ପକ୍ଷରୁ ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି। ଏଥିସହ ସମାନ କାମକୁ ସମାନ ଦରମା ଅନ୍ୟ ଏକ ଦାବି ରହିଛି। ଉଭୟ ଦାବି…

ଭାରତ-ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାର୍ତ୍ତା’କୁ ସମର୍ଥନ କରିବ ଆମେରିକା, ହେଲେ ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ

ୱାଶିଂଟନ,୧୦ ।୩: ଆମେରିକା ଗୁରୁବାର ଦୋହରାଇଛି ଯେ ଦୀର୍ଘ ସମୟରୁ ଲାଗି ରହିଥିବା ବିବାଦର ସମାଧାନ କରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାତ୍ତା’କୁ ସମର୍ଥନ କରୁଛି । ଆମେରିକା ବୈଦେଶିକ ବିଭାଗର ଏକ ପ୍ରେସ ବ୍ରିଫିଙ୍ଗରେ ପ୍ରବକ୍ତା ନେଡ…

ଫୁଟ୍‌ବଲ ବେଟିଂ ଆପ୍‌ ଠକେଇ ମାମଲା : ଦୁବାଇ ମାଷ୍ଟରମାଇଣ୍ଡ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଫୁଟବଲ୍‌ ବେଟିଂ/ଗେମିଙ୍ଗ୍‌ ଆପ୍‌ (18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡଙ୍କ ୨ ସହଯୋଗୀଙ୍କୁ ଇଓଡବ୍ଲ୍ୟୁ ୨ ସପ୍ତାହ ତଳେ ପଶ୍ଚିମବଙ୍ଗରୁ…

ଓଡ଼ିଶା ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଚଳିତବର୍ଷ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସ୍ଥାନୀୟ ଉତ୍କଳ ମଣ୍ଡପରେ ପାଳନ କରାଯିବ। ଏହି ଅବସରରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଇତିହାସ ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ସମ୍ପର୍କିତ ପ୍ରଦର୍ଶନୀ ସୂଚନା ଭବନରେ ଅନୁଷ୍ଠିତ ହେବ। ଏହି ପ୍ରଦର୍ଶନୀକୁ ସନ୍ଧ୍ୟାରେ ଉତ୍କଳ…

ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ

ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ପ୍ରତ୍ୟେକ ଶ୍ମଶାନର ପାଚେରି ନିର୍ମାଣ କରାଯିବା ସହ…

ଇମ୍ରାନ ‘ନାନୀ’ କହିବାରୁ ରାଗିଲେ ମରିୟମ

ଇସଲାମାବାଦ,୧୦ ।୩: ପାକିସ୍ତାନ ମୁସଲିମ ଲିଗ(ଏନ)ର ନେତା ମରିୟମ ନୱାଜ ଗୁରୁବାର ତାଙ୍କର ଏକ ରାଲିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରେ ଖୁବ ବର୍ଷିଛନ୍ତି । ମରିୟମ ନୱାଜ ତାଙ୍କର ଏକ ସମ୍ବୋଧନରେ ଇମ୍ରାନ ଖାଁଙ୍କ ଉପରେ ‘ନାନୀ’ ଟିପ୍ପଣିକୁ…

ପରିବାର ପ୍ରତିପୋଷଣ ଚିନ୍ତାରେ ବ୍ୟବସାୟୀ

ପୁରୀ ଅଫିସ,୧୦ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଦୋକାନ କରି ପେଟ ପୋଷୁଥିବା ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସେମାନଙ୍କର ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଅନେକ ଦେକାନୀ ଧାରକରଜ ଆଣି ଦୋକାନ କରିଥିଲେ। ଏବେ…

ଜାତୀୟ ଆନ୍ତଃ ବିଭାଗୀୟ ହକିରେ ଓଡ଼ିଆଙ୍କ କୃତିତ୍ୱ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି):ହକି ଇଣ୍ଡିଆ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ବୁଧବାର ଜାତୀୟ ଆନ୍ତଃ ବିଭାଗୀୟ ହକି ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଫାଇନାଲରେ ପେଟ୍ରୋଲିୟମ ସ୍ପୋଟର୍‌ସ ପ୍ରମୋଶନ ବୋର୍ଡ (ପିଏସ୍‌ବିବି) ଶୁଟ୍‌ ଆଉଟ ୩-୧ ଗୋଲରେ ରେଲଓ୍ବେ ସ୍ପୋଟର୍‌ସ ପ୍ରମୋଶନ ବୋର୍ଡ (ଆର୍‌ଏସ୍‌ପିବି)କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri