Home

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ ବାତିଲ କରାଯାଇଛି। ଏହି କାର୍ଯ୍ୟକ୍ରମ ମୂଳତଃ ୨୮ ମଇ, ୨୦୨୬ ରେ ନୂଆଦିଲ୍ଲୀରେ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଘରର ଛାତ ଉପରେ ଟେଣ୍ଟ ମାରି ଶୋଇଥିବା ବେଳେ ଭୁଶୁଡ଼ିପଡିଥିଲା…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ ସମସ୍ତଙ୍କର କର୍ତ୍ତବ୍ୟ। ନିରନ୍ତର ସାମୁହିକ ପ୍ରୟାସ ଯୋଗୁ ବାଲ୍ୟ ବିବାହ ରୋକିବାରେ ଗଞ୍ଜାମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ କରିବାର ସ୍ତରକୁ ଖସି ଯାଇଛନ୍ତି। ଏହି ରାଷ୍ଟ୍ର ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଜଣାଶୁଣା ନେତା ବି ଦଣ୍ଡପାଣି ପାତ୍ରଙ୍କୁ ଗଞ୍ଜାମ ଜିଲା ପଶ୍ଚିମ ସଂଗଠନର ସଭାପତି…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ ସେମାନଙ୍କୁ ନିୟମିତ କରିବା ପ୍ରସ୍ତାବ ନେଇ ଚେତାବନୀ ଦେଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ବିନା…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି ଦେଶର ରାଷ୍ଟ୍ରମୁଖ୍ୟମାନଙ୍କୁ ଉପହାର ପ୍ରଦାନ କରିଥିଲେ। ଏଥିମଧ୍ୟରୁ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ ଚମତ୍କାର ଉପହାର ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର ତଥା ହିଣ୍ଡଳପଲ୍ଲୀଗ୍ରାମର ଟୁନା ବାଡ଼ତ୍ୟା ଓ ଲିଲି ବାଡ଼ତ୍ୟାଙ୍କ ପୁଅ ଶୁଭମ ବିଜ୍ଞାନରେ…

ଅଭିଷେକଙ୍କୁ ବଡ଼ ଆଶ୍ୱସ୍ତି, ହେଲେ କରିପାରିବେନି ବିଦେଶ ଯାତ୍ରା

କୋଲକାତା,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ତୃଣମୂଳ କଂଗ୍ରେସ ନେତା ଏବଂ ଏମପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। କଲିକତା ହାଇକୋର୍ଟ ତାଙ୍କ ବିରୋଧରେ ବର୍ତ୍ତମାନ ପାଇଁ କୌଣସି ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି ହତ୍ୟା କରାଯାଇଛି। ସୂତ୍ରରୁ ଜଣାପଡିଛି ଯେ ହମଜା ବୁରହାନଙ୍କୁ ମୁଜାଫରାବାଦରେ ଅଜ୍ଞାତ ଆକ୍ରମଣକାରୀ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?