Home

ସକ୍ରିୟ ମାମଲା ୫ ହଜାର ତଳେ, ଦୈନିକ ସଂକ୍ରମଣ ୪ ଶହ…

ନୂଆଦିଲ୍ଲୀ, ୨୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ…

ଝାଡଖଣ୍ଡ ରାଜ ଭବନରେ ଗୁପ୍ତ ସୁଡ଼ଙ୍ଗ…

ରାଞ୍ଚି,୨୮।୫ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଝାଡଖଣ୍ଡ ଗସ୍ତରେ ଥିଲେ। ଏହି ସମୟରେ ସେ ରାଜ ଭବନ ରାଞ୍ଚିରେ ରହୁଥିଲେ ସେ ୬ ବର୍ଷ ଧରି ଝାଡଖଣ୍ଡର ରାଜ୍ୟପାଳ ରହିଆସିଛନ୍ତି। ଏହି କାରଣରୁ, ଏହି ବିଲ୍ଡିଂରେ ରହିବା ପାଇଁ…

ସଂସଦ ଭବନ ପରେ ଏବେ ରାମ ମନ୍ଦିର ପାଳି,ଗ୍ରାଉଣ୍ଡ ଫ୍ଲୋର ପ୍ରସ୍ତୁତ, ଟ୍ରଷ୍ଟ ଜାରି କଲା ଫଟୋ

ନୂଆଦିଲ୍ଲୀ,୨୮।୫: ସଂସଦର ନୂଆ ଭବନ ଉଦଘାଟନ ପରେ ଏବେ ପାଳି ରାମ ମନ୍ଦିରର। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଯେଉଁ ଗତିରେ ଚାଲୁଛି ଦେଖିଲେ ଲାଗୁଛି ଅଯୋଧ୍ୟାରେ ରାମ ମନ୍ଦିରର ଗ୍ରାଉଣ୍ଡ ଫ୍ଲୋର କାମ ଶେଷ ହୋଇଗଲାଣି।ନିର୍ମାଣସ୍ଥଳର ତାଜା ଫଟୋରୁ…

‘ଯେତେବେଳେ ଭାରତ ଆଗକୁ ବଢୁଛି, ସେତେବେଳେ ବିଶ୍ୱ ଆଗକୁ ବଢୁଛି’, ନୂଆ ସଂସଦରେ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ନୂଆ ସଂସଦ ଭବନ ଉଦଘାଟନର ଦ୍ୱିତୀୟ ଭାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାରେ କିଛି ମୁହୂର୍ତ୍ତ ଅମର ହୋଇଯାଇଥାଏ। ମେ ୨୮ ହେଉଛି ସେମିତି ଏକ ଦିନ। ମୋଦି କହିଛନ୍ତି, ଏହା କେବଳ ଏକ ଭବନ…

ଚନ୍ଦ୍ରାବାବୁ ନାଇଡୁଙ୍କ ପୁଅ ନାରା ଲୋକେଶଙ୍କ ପାଇଁ ଅଗ୍ନିପରୀକ୍ଷା…

ଅମରାବତୀ,୨୮।୫ : ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଏକ ବର୍ଷରୁ କମ ସମୟ ବାକି ଅଛି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସଭାପତି ଏନ. ଚନ୍ଦ୍ରାବାବୁ ନାଇଡୁଙ୍କ ପୁଅ ନାରା ଲୋକେଶ ବର୍ତ୍ତମାନ ନିଜକୁ ଜଣେ ଦକ୍ଷ ନେତା ଭାବରେ ପ୍ରମାଣ…

ନୂଆ ସଂସଦ ଭବନ ସହିତ କଫିନ ଫଟୋ: ରାଜନୈତିକ ବିବାଦ ଘନେଇଲା…

ପାଟନା,୨୮।୫ : ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ ଏକ ବିବାଦୀୟ ଟୁଇଟ କରିଛି। ଏଥିରେ ନୂତନ ସଂସଦ ଭବନ ସହିତ କଫିନର ଫଟୋ ମଧ୍ୟ ରହିଛି। ଏହା ପରେ ଭାଜପା ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ଏନେଇ ବିହାର ରାଜନୀତିରେ…

ଜେଲରୁ ବାହାରିଲେ, ଗିରଫ ହେଲେ

ବାଲେଶ୍ୱର ଅଫିସ,୨୮ା୫: ଏକକାଳୀନ ସର୍ବାଧିକ ପରିମାଣର ବ୍ରାଉନ୍‌ସୁଗାର ଜବତ କରି ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଜଣେ ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର ବେପାରୀଙ୍କ ସହ ଅରଡ଼ବଜାର ଅଞ୍ଚଳର ୫ ଅଭିଯୁକ୍ତଙ୍କୁ ଗିରଫ କରି ୨୦୨୨ ମେ’ ୨୮ରେ କୋର୍ଟଚାଲାଣ କରିଥିଲା। ଶନିବାର ହାଇକୋର୍ଟଙ୍କ…

କାମରେ ଲାଗୁନି ୮ ଗୋଷ୍ଠୀ ଶୌଚାଳୟ

ଚମ୍ପୁଆ,୨୮ା୫(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ଅନେକ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ୱାର୍ଡରେ ନିର୍ମାଣ କରାଯାଇଥିବା ଗୋଷ୍ଠୀ ଶୌଚାଳୟ କାମରେ ଲାଗୁନହିଁ। ଅନେକ ଶୌଚାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ଆଗରେ ଗଛଲତା ଉଠିଗଲାଣି। ଆବଶ୍ୟକ ଭିତ୍ତିଭୂମିକୁ ଦୃଷ୍ଟି…

ସମସ୍ୟା ଦେଇ ଗତିକରୁଛି ଜିଲା ମୁଖ୍ୟ ଚିକିତ୍ସାଳୟ

ପାରଳାଖେମୁଣ୍ଡି,୨୮ା୫ (ଡି.ଏନ୍‌.ଏ): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ସ୍ଥାଣୁ ପାଲଟିଛି। ରୋଗୀଙ୍କୁ ଠିକ୍‌ ଭାବେ ସେବା ମିଳୁନି କି ନିରାମୟ କେନ୍ଦ୍ରରେ ଔଷଧ ମିଳୁନି। ଖାଲି ସେତିକି ନୁହେଁ, ଡାକ୍ତରମାନଙ୍କ ଘୋର ଅଭାବ ରହିଛି। ରକ୍ତ…

ଦିନରେ ଝାଡ଼ୁ ବେପାର,ରାତିରେ ଚୋରି

ଦିଗପହଣ୍ଡି/ପାଟପୁର,୨୮ା୫(ଡି.ଏନ.ଏ.): ପାଟପୁର ଥାନା ଇଲାକାରେ ଦିନରେ ଝାଡୁ ବେପାର କରି ରାତିରେ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ ପୋଲିସ ଚିହ୍ନଟ କରି ୬ ସଦସ୍ୟଙ୍କୁ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶେରଗଡ଼ ଥାନା ଧବଳପୁର ଗ୍ରାମର…

ଲୋପ ପାଇବାକୁ ବସିଲେଣି ବାଇ ଚଢ଼େଇ

ପୋଲସରା,୨୮ା୫: ଦିନ ଥିଲା ଗଞ୍ଜାମ ଜିଲା ପୋଲସରା ବ୍ଲକର ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠି ବାଇ ଚଢ଼େଇର ବସା ଦେଖିବାକୁ ମିଳୁଥିଲା। ଏବେ କିନ୍ତୁ ଖୁବ୍‌ କମ୍‌ ସଂଖ୍ୟାରେ ଦେଖାଯାଉଛନ୍ତି। ଟିକି ବାଇ ଚଢ଼େଇ ବର୍ତ୍ତମାନ ବହୁ…

ଯୋଗାଡ଼ କରିବା ଜଟିଳ

କେଇ ଦଶନ୍ଧି ପରେ ଢେଙ୍କାନାଳର ଐତିହ୍ୟସମ୍ପନ୍ନ ରଥଯାତ୍ରା ଇତିହାସ ପାଲଟିଯିବନି ତ? ଏବେ ସାରା ସହରରେ ଏଭଳି ଏକ ପ୍ରଶ୍ନ ବୁଦ୍ଧିଜୀବୀ ମହଲରେ ଗୁଞ୍ଜରଣ ସୃଷ୍ଟି କରିଛି। ଏହାପଛର କାରଣ ରଥ ପାଇଁ କାଠ ଅଭାବ। ଫି’ବର୍ଷ ରଥ ନିର୍ମାଣ ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri