Home

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ ଲକ୍ଷ ୩୨ ହଜାର…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଗଞ୍ଜାମ ଓ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା ହୋଇଥିଲା । ୱାଶିଂଟନ୍ ପୁନଃ ସାମରିକ ଆକ୍ରମଣ କରିବା ପରିବର୍ତ୍ତେ ଏକ ଆଲୋଚନାମୂଳକ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ତାଙ୍କ ମ୍ୟାଚ ଫି’ର ୧୦% ଜରିମାନା କରାଯାଇଛି। ଏହା ସହିତ ତାଙ୍କୁ ଗୋଟିଏ…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର ଗୋବିନ୍ଦପୁରୀ ଅଞ୍ଚଳରେ ଜଣେ ମାଆ ଏବଂ ପୁଅଙ୍କୁ ତାଙ୍କ ଘର ଭିତରେ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା କଙ୍ଗୋ ଗଣତାନ୍ତ୍ରିକ ଗଣରାଜ୍ୟ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏମରଜେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?