ଝାଡୁ ମାରି ଦିନକୁ ଦେଢ଼ ଲକ୍ଷ ରୋଜଗାର କରନ୍ତି ଏହି ଯୁବତୀ, କାରଣ ଜାଣିଲେ…
ଆଜିର ସମୟରେ ଅନେକ ଶିକ୍ଷିତ ଯୁବତୀ ଯୁବକ ବେକାର ବୁଲୁଛନ୍ତି। କାରଣ ଦୁନିଆରେ କାମର ଅଭାବ।ଅନେକ କମ୍ପାନୀ ବର୍ତ୍ତମାନ ସେମାନଙ୍କ କର୍ମଚାରୀଙ୍କୁ ଛଟେଇ ବି କରୁଛନ୍ତି। ଏହି ସମୟ ମଧ୍ୟରେ ଅନେକ ଲୋକ ନିଜ ପାଇଁ ନୂତନ ଚାକିରିର ସୁଯୋଗ ମଧ୍ୟ…
ଟ୍ରୋପେକ୍ସ ଏକ୍ସର୍ସାଇଜ୍
ନୂଆଦିଲ୍ଲୀ,୧୦ା୩: ଭାରତୀୟ ନୌସେନାର ସର୍ବବୃହତ୍ ଦ୍ୱିବାର୍ଷିକ ଥିଏଟର୍ ଲେବେଲ୍ ଅପରେଶନାଲ ରେଡିନେସ୍ ଏକ୍ସର୍ସାଇଜ୍ (ଟ୍ରୋପେକ୍ସ)ରେ ପ୍ରାୟ ୭୦ ଜାହାଜ, ୬ ବୁଡ଼ାଜାହାଜ ଓ ୭୫ରୁ ଅଧିକ ଏୟାରକ୍ରାଫ୍ଟ ସାମିଲ ହୋଇଛି। ୨୧ ନିୟୁତ ନଟିକାଲ୍ ମାଇଲ ଜଳରାଶି ଉପରେ ଏହି ଡ୍ରିଲ୍…
ଷ୍ଟ୍ରୋକ୍ ଯୋଗୁ ପ୍ରତି ୪ ମିନିଟ୍ରେ ଜଣେ ପ୍ରାଣ ହରାଉଛନ୍ତି
ନୂଆଦିଲ୍ଲୀ, ୧୦। ୩:ଷ୍ଟ୍ରୋକ୍ ଯୋଗୁ ଭାରତରେ ପ୍ରତି ୪ ମିନିଟରେ ଜଣଙ୍କର ମୃତ୍ୟୁ ଘଟୁଛି। ବର୍ତ୍ତମାନ ଏହା ଦେଶରେ ଘଟୁଥିବା ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ ପାଲଟିଥିବା ଅଲ୍ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ)ର ନ୍ୟୁରୋଲୋଜିଷ୍ଟ (ମସ୍ତିଷ୍କ ରୋଗ…
ବେଜିଂର ମହାଶକ୍ତି ମହତ୍ତ୍ୱାକାଂକ୍ଷା
ଓ୍ବାଶିଂଟନ/ବେଜିଂ,୧୦ା୩:ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ନିଜ ଦେଶକୁ ପୂର୍ବ ଏସିଆର ପ୍ରମୁଖ ଶକ୍ତିରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଆମେରିକାର ପ୍ରଭାବ ହ୍ରାସକରି ଚାଇନାକୁ ବିଶ୍ୱରେ ସର୍ବବୃହତ୍ ଶକ୍ତି ଭାବେ ଉଭା କରାଇବାକୁ ସେ ରଣନୀତି ପ୍ରସ୍ତୁତ କରୁଛନ୍ତି। ଶାସକ କମ୍ୟୁନିଷ୍ଟ…
ଗରିବଙ୍କ ଚାଉଳରୁ ୫ କେ.ଜି. କାଟିଛନ୍ତି: ନବୀନ
ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍ପିଜି ଦରବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ବିଜୁ ମହିଳା ଜନତା…
ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ ନିକଟରେ ନିର୍ମିତ ବିର୍ସା ମୁଣ୍ଡା ଆଥ୍ଲେଟିକ ଷ୍ଟାଡିୟମକୁ ଉଦ୍ଘାଟନ କରିବେ। ଏଥିସହ ଷ୍ଟାଡିୟମ…
ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧ କୋଟି ଟଙ୍କାରେ ପହଞ୍ଚଛିି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭା ବଜେଟ ଅଧିବେଶନରେ ଏହି…
୨୦ରେ କୃଷକ ଆନ୍ଦୋଳନ
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍ନି ଛଟନିର ପ୍ରତିବାଦ ସହ ପେନ୍ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ ବିଧାନସଭା ଘେରାଉ କରିବେ। ଏ ସମ୍ପର୍କରେ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ…
ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି ସପ୍ତାହ ହେବ ରାଜ୍ୟର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଛି। କୋରାପୁଟରୁ କନ୍ଧମାଳ, ଗଞ୍ଜାମରୁ…
ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ ସ୍ବାମୀ…
୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ସୂଚନା
ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ…
ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା
କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…
Archives


