Home

ନିଜ ଅସ୍ତିତ୍ୱ ବଞ୍ଚାଇବା ପାଇଁ ରାହୁଲଙ୍କ ଶରଣରେ ନୀତୀଶ-ଲାଲୁ: ବାବୁଲାଲ ମରାଣ୍ଡି…

ରାଞ୍ଚି,୨୬।୬ : ଜରୁରୀକାଳୀନ ପରିସ୍ଥିତି ନେଇ ମନ୍ତବ୍ୟ ଦେବା ଅବସରରେ ପୂର୍ବତନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ବିଧାନସଭାର ଭାଜପାର ନେତା ବାବୁଲାଲ ମରାଣ୍ଡି ବିରୋଧୀ ଏକତାକୁ ଟାର୍ଗେଟ କରିଛନ୍ତି। ପାଟନାରେ ବିରୋଧୀ ଦଳର ବୈଠକରେ କଂଗ୍ରେସ, ଆରଜେଡି ଏବଂ ଜେଡିୟୁ ଗୋଟିଏ…

ବଢୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ବେଗୁନିଆ, ୨୬ା୬(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଓ ଖଣିରୁ ମାଙ୍କଡ଼ା ପଥର, ମୋରମ ଚୋରାଚାଲାଣ ବଢ଼ିଚାଲିଛି। ଏକାଧିକ ଖଣିକୁ ଶ୍ରୀମନ୍ଦିର ପ୍ରଶାସନର ଅନୁମୋଦନ ନ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ଲାଷ୍ଟିଂ ପାଇଁ ମଧ୍ୟ ଅନୁମତି…

ଫୁଲର ମହକ: ରୋଗ ନିବାରକ

ପ୍ରକୃତିର ଅନ୍ୟତମ ସୁନ୍ଦରତମ ସୃଷ୍ଟି ହେଲା ‘ଫୁଲ’। ତା’ର ସୁନ୍ଦରତା ଯେ କେବଳ ଆମକୁ ବିମୋହିତ କରେ ତାହା ନୁହେଁ, ମହକ ମଧ୍ୟ ଆମ ମନକୁ ସ୍ପର୍ଶ କରେ ଅତି ନିବିଡ଼ ଭାବେ। ଏହା ବିବିଧ ଯାଦୁକରୀ ଶକ୍ତି ଅଧିକାରୀ ହୋଇଥିବାର…

ମୌସୁମୀ ବର୍ଷା, ଧାନ ବିହନ ବୁଣିଲେ ଚାଷୀ

ପଦ୍ମପୁର,୨୬।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଶନିବାର ରାତିରୁ ବର୍ଷା ହୋଇଛି। ଫଳରେ ଜମି ପ୍ରସ୍ତୁତ କରି ବିହନ ବୁଣିବାକୁ ଅପେକ୍ଷା କରିଥିବା ଚାଷୀଙ୍କ ହସ ଫୁଟିଛି। ପଦ୍ମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀମାନେ ପାଗ ଅନୁକୂଳ ଦେଖି ବିହନ…

ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି

ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା…

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ ସାଢେ…

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ ନେଇ…

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ ବଜାରର…

ରାହୁଲ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ? ତୃତୀୟ ଥର ପାଇଁ ଭୁଲ ନ କରୁ କଂଗ୍ରେସ: ଏଏପି…

ନୂଆଦିଲ୍ଲୀ,୨୬।୬ : ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୁଦ୍ଧରେ ବିରୋଧୀ ଦଳଙ୍କଠାରୁ ନିରନ୍ତର ସମର୍ଥନ ଲୋଡୁଥିବା ଆମ ଆଦମୀ ପାର୍ଟି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛି। ଦିଲ୍ଲୀ ଏବଂ ପଞ୍ଜାବର ଶାସକ ଦଳ ଏଏପି କହିଛି ରାହୁଲ…

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ ମଧ୍ୟ କୁହାଯାଏ। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ, ୩…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?