Home

ଲସ ଆଞ୍ଜେଲସରୁ ସାନ ଫ୍ରାନସିସକୋ ଆସୁଥିବା ବିମାନର ଇଞ୍ଜିନ ସଂସ୍ପର୍ଶରେ ଆସି କର୍ମଚାରୀ ମୃତ

ହ୍ୟୁଷ୍ଟନ,୨୬।୬: ହ୍ୟୁଷ୍ଟନରୁ ଏକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଆମେରିକାର ଟେକ୍ସାସରେ ଏକ ବିମାନର ଇଞ୍ଜନିରେ ଫସିଯିବା କାରଣରୁ ଜଣେ ବିମାନ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କର୍ମଚାରୀଙ୍କ ମୃତ୍ୟୁ ରାତି ପ୍ରାୟ ୧୦ଟା ୨୫ରେ…

ମୋ ସ୍ବାମୀଙ୍କ ଉପରେ ଘୃଣାଭାବ ରଖିଛନ୍ତି ଆନ୍ନାମଲାଇ: ସେନ୍ଥଲ ବାଲାଜୀଙ୍କ ସ୍ତ୍ରୀଙ୍କ ଅଭିଯୋଗ…

ଚେନ୍ନାଇ,୨୬।୬ : ତାମିଲନାଡୁର ଗିରଫ ହୋଇଥିବା ମନ୍ତ୍ରୀ ଭି ସେନ୍ଥିଲ ବାଲାଜୀଙ୍କ ସ୍ତ୍ରୀ ମାଡ୍ରାସ ହାଇକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଭାଜପା ମୁଖ୍ୟ ଏନ ଅନାମଲାଇ ତାଙ୍କ ସ୍ବାମୀଙ୍କ ବିରୋଧରେ ଘୃଣାଭାବ ରଖିଛନ୍ତି॥ ଏକ ବିବୃତ୍ତିରେ…

ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ୁଛି

ନୟାଗଡ଼,୨୬।୬(ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ଫେରିବାଲା ବାଂଲାଦେଶୀ ନା ପଶ୍ଚିମବଙ୍ଗ ବାସିନ୍ଦା ଜାଣିହେଉନାହିଁ। ଅଧିକ ଭଡ଼ା ଦେଉଥିବାରୁ ସ୍ଥାନୀୟ ବାସିନ୍ଦା ଫେରିବାଲାଙ୍କୁ ଘରଭଡା ଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ସିନ୍ଦୂରିଆରେ ଫେରିବାଲାଙ୍କ…

ଭାଜପାର ଶେଷ ପାଣ୍ଡବ ରାଜ୍ୟସଭା ଏମପି ହରଦ୍ୱାର ଦୁବେଙ୍କ ପରଲୋକ…

ଭୋପାଳ,୨୬।୬ : ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ରାଜ୍ୟସଭା ଏମପି ହରଦ୍ୱାର ଦୁବେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପାଇବା ପରେ ଦଳ ଏବଂ ପରିଚିତ ଲୋକମାନଙ୍କ ମଧ୍ୟରେ ଶୋକର…

ଜମ୍ମୁ-କଶ୍ମୀରର ୬ଟି ସ୍ଥାନରେ ଏନଆଇଏ ରେଡ

ଶ୍ରୀନଗର,୨୬।୬: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)ସୋମବାର ଘାଟିରେ ପ୍ରାୟ ଅଧା ଡଜନ ସ୍ଥାନରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆତଙ୍କବାଦୀ ଗତିବିଧି ସମ୍ପର୍କିତ ଏକ ମାମଲାର ଯାଞ୍ଚ ଆଧାରରେ ଏହି ଚଢାଉ କରାଯାଇଛି। ସୋମବାର ସକାଳେ ଏଜେନ୍ସିର ଟିମ ସୁରକ୍ଷାକର୍ମୀଙ୍କ ସହ…

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ଖଣ୍ଡପଡ଼ା,୨୬ା୬(ଅଜୟ କୁମାର ମହାରଣା): ନୂତନ ବେଶରେ ସଜ୍ଜିତ ହୋଇଛି ୫-ଟି ରୁପାନ୍ତରଣ ଯୋଜନାରେ ସାମିଲ ହୋଇଥିବା କଣ୍ଟିଲୋ ନୀଳମାଧବ ନୋଡାଲ ବିଦ୍ୟାପୀଠ। ଏହି ବିଦ୍ୟାଳୟଟି ବାହାରକୁ ସୁନ୍ଦର ଦିଶୁଥିବା ବେଳେ ପରିସରର ଅବସ୍ଥା ଛାତ୍ର ତଥା ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ବିପଦ ସୃଷ୍ଟି…

ପାକିସ୍ତାନରେ ମହିଳା ନିର୍ଯାତନା ବଢୁଛି, ୪ ମାସରେ ୯୦୦ରୁ ଅଧିକ ମାମଲା…

ଇସଲାମାବାଦ,୨୬।୬ : ଚଳିତ ବର୍ଷ ଆରମ୍ଭରୁ ପାକିସ୍ତାନରେ ମହିଳା ଏବଂ ଶିଶୁଙ୍କ ବିରୋଧରେ ହୋଇଥିବା ଅପରାଧ ବଢ଼ିବାରେ ଲାଗିଛି। ଦେଶରେ ମହିଳା ନିର୍ଯାତନା ବଢ଼ିବାରେ ଲାଗିଛି। ସ୍ଥାୟୀ ସାମାଜିକ ବିକାଶ ସଂଗଠନର ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷର ପ୍ରଥମ ଚାରି ମାସରେ…

ବିଦେଶରୁ ଫେରି ମୋଦିଙ୍କ ପ୍ରଶ୍ନ, ଦେଶରେ କ’ଣ ଚାଲିଛି…

ନୂଆଦିଲ୍ଲୀ,୨୬।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଳମ୍ବିତ ରାତିରେ ତାଙ୍କ ବିଦେଶ ଗସ୍ତରୁ ଭାରତ ଫେରିଛନ୍ତି। ଦେଶକୁ ଫେରିବା ପରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ ନେତାମାନଙ୍କୁ ଭାରତରେ କ’ଣ ଚାଲିଛି ବୋଲି…

ଦୁଇ ବସ୍‌ ମୁହାଁମୁହିଁ ଘଟଣା: ଆହତଙ୍କୁ ଭେଟିଲେ ଜିଲାପାଳ, ଏସ୍‌ପି

ବ୍ରହ୍ମପୁର,୨୬ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ମୁହାଁମୁହିଁ ଧକ୍କା ହେବା ଫଳରେ ଏଯାବତ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ରୁ ଊର୍ଦ୍ଧ୍ୱ…

କେନିଆର ୨ ଗାଁରେ ଆକ୍ରମଣ, ଘରେ ନିଆଁ ଲଗାଇଲେ ବିଦ୍ରୋହୀ: ୫ ମୃତ…

ନାଇରୋବି,୨୬।୬ : କେନିଆର ଦୁଇଟି ଗାଁ ଉପରେ ବିଦ୍ରୋହୀମାନେ ଆକ୍ରମଣ କରିଛନ୍ତି। ଦକ୍ଷିଣ ପୂର୍ବ କେନିଆର ଦୁଇଟି ଗ୍ରାମରେ ହୋଇଥିବା ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଅଛନ୍ତି। ପୋଲିସ କହିଛି ଆକ୍ରମଣକାରୀମାନେ ସୋମାଲିଆ…

ହୋଣ୍ଡୁରାସରେ ହିଂସା ତେଜିଲା, ଗୋଟିଏ ରାତିରେ ୨୦ରୁ ଅଧିକ ମୃତ୍ୟୁ, କର୍ଫ୍ୟୁ ଘୋଷଣା କଲେ ରାଷ୍ଟ୍ରପତି…

ଓ୍ବାଶିଂଟନ,୨୬।୬ : କେନ୍ଦ୍ରୀୟ ଆମେରିକାରେ ଅବସ୍ଥିତ ହୋଣ୍ଡୁରାସରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ପୃଥକ ପୃଥକ ଆକ୍ରମଣରେ ଗୋଟିଏ ରାତିରେ ୨୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ସରକାର ରବିବାର ଦୁଇଟି ଉତ୍ତର ସହରରେ କର୍ଫ୍ୟୁ ଲାଗୁ…

ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ

ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର ପାଇଁ ପରୀକ୍ଷା ହେବାକୁ ଯାଉଥିବା ବେଳେ ପରୀକ୍ଷା କେନ୍ଦ୍ର ଭିନ୍ନ ଭିନ୍ନ ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?