Home

ହୋଣ୍ଡାର ମନ୍‌ସୁନ ଚେକ୍‌-ଅପ୍‌ କ୍ୟାମ୍ପ

ନୂଆଦିଲ୍ଲୀ,୨୬।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ଏକ ୧୨ ଦିନିଆ ମନ୍‌ସୁନ୍‌ ଚେକ୍‌-ଅପ୍‌ କ୍ୟାମ୍ପ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ କ୍ୟାମ୍ପ ସର୍ବଭାରତୀୟ ସ୍ତରରେ ଆୟୋଜିତ ହେଉଛି। ଏପରିକି କମ୍ପାନୀର ସମସ୍ତ…

ପ୍ରାର୍ଥୀ ହେବା ପୂର୍ବରୁ ପିଏମ୍‌ଓ କଲ୍‌ ମିସ୍‌ କରିଥିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୬ା୬ : ଦ୍ରୌପଦୀ ମୁର୍ମୁ କମ୍‌ ସମୟ ମୋବାଇଲ ଫୋନ୍‌ ବ୍ୟବହାର କରିଥାନ୍ତି। ସେଥିପାଇଁ ସେ ସମ୍ଭବତଃ ତାଙ୍କ ଜୀବନର ସବୁଠୁ ଗୁରୁତ୍ୱପୂର୍ଣ୍ଣ କଲ୍‌କୁ ହରାଇଥିଲେ ବୋଲି ସାମ୍ବାଦିକ କସ୍ତୁରୀ ରାୟଙ୍କ ଦ୍ୱାରା ଲିଖିତ ଜୀବନୀ ପୁସ୍ତକ ‘ଦ୍ରୌପଦୀ ମୁର୍ମୁ:…

ଅବ୍ୟବସ୍ଥାରେ ମିର୍ଜାପୁର ଇଣ୍ଡିଆନ୍‌ ବ୍ୟାଙ୍କ୍‌ ଶାଖା

କାଏମା,୨୬ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମିର୍ଜାପୁରଠାରେ ଥିବା ଇଣ୍ଡିଆନ୍‌ ବ୍ୟାଙ୍କ୍‌ ଶାଖା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ଏହି ଶାଖାରେ ୪୦ ହଜାରରୁ ଊର୍ଦ୍ଧ୍ୱ ଗ୍ରାହକଙ୍କ ଜମାଖାତା ରହିଛି। ଫଳରେ ଏଠାରେ ସବୁଦିନ ଭିଡ଼ ରହୁଛି। କିନ୍ତୁ ଉକ୍ତ…

ଭୁଲ୍‌ରେ ଡ୍ରାଇଭରଙ୍କୁ ହତ୍ୟାକଲେ ମହିଳା

ଓ୍ବାଶିଂଟନ୍‌,୨୬ା୬: ଆମେରିକାର ଜଣେ ମହିଳା ଏକ ଉବର କାର୍‌ରେ ଯାଉଥିଲେ। ଡ୍ରାଇଭର ଜଣକ ଅପହରଣ କରି ନେଉଥିବା ସନ୍ଦେହ ହେବାରୁ ସେ ତାଙ୍କୁ ଗୁଳି କରିଥିଲେ। ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାବେଳେ ଏଲ୍‌ପାସୋ ପୋଲିସ ମହିଳା ଯାତ୍ରୀଙ୍କୁ ଗିରଫ ପରେ ୧.୫…

ୟୁସିସି ବିରୋଧରେ ଆନ୍ଦୋଳନ କରିବେ ଝାଡ଼ଖଣ୍ଡ ଆଦିବାସୀ

ରାଞ୍ଚି, ୨୫ା୬(ପି.ଟି.) : ଦେଶର ଆଦିବାସୀମାନଙ୍କ ପରିଚୟ ପ୍ରତି ବିପଦ ସୃଷ୍ଟି କରିବା ଆଶଙ୍କା ଥିବା ଏକକ ଦଓ୍ବୋନି ସଂହିତା (ୟୁସିସି) ଚିନ୍ତାଧାରାକୁ ପ୍ରତ୍ୟାହାର କରିନେବା ଲାଗି ଆଇନ କମିଶନଙ୍କୁ ନିବେଦନ କରିବେ ଝାଡ଼ଖଣ୍ଡର ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ସଂଗଠନ। ୟୁସିସି…

ଉଦ୍‌ଘାଟନକୁ ୬ ମାସ ପୂରିଲାନି

ପାଣିକୋଇଲି,୨୬ା୬(ବିକାଶ ମଲ୍ଲିକ): ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ହାତପାଣ୍ଠିରୁ ପାଣିକୋଇଲି ବଜାରରେ ଏକ ଯାତ୍ରୀ ବିଶ୍ରାମାଗାର ଓ ସୌରଚାଳିତ ପାଣିଟାଙ୍କି ନିର୍ମାଣ କରାଯାଇଛି। ଏହାକୁ ୨୦୨୩ ଜାନୁୟାରୀ ୧୯ରେ ଏମ୍‌ପି ସେଠୀ, ବିଧାୟକ ଅଶୋକ କୁମାର ବଳ, ଜିଲା ପରିଷଦ ସଭାପତି…

ପାକିସ୍ତାନକୁ ସହାୟତା ଦେଉଛି ଚାଇନା

ନୂଆଦିଲ୍ଲୀ, ୨୬ା୬ : ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ପ୍ରତିରକ୍ଷା ଭିତ୍ତିଭୂମି ନିର୍ମାଣ ଲାଗି ପାକିସ୍ତାନକୁ ଚାଇନା ସହାୟତା ଯୋଗାଇ ଦେଇଆସୁଛି। ସୀମାରେ ଯୋଗାଯୋଗ ଟାଓ୍ବାର ନିର୍ମାଣ, ଭୂତଳ କେବୁଲ ବିଛାଇବାରେ ଚାଇନା ସହାୟତା କରିବା ସହ ଡ୍ରୋନ୍‌ ଏବଂ ଲଢ଼ୁଆ…

୨ ମାଲବାହୀ ଟ୍ରେନ୍‌ ଧକ୍କା: ୧୨ ବଗି ଲାଇନଚ୍ୟୁତ

ବାଙ୍କୁରା, ୨୬ା୬ : ପଶ୍ଚିମବଙ୍ଗର ବାଙ୍କୁରା ନିକଟ ଓଣ୍ଡା ଷ୍ଟେଶନରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୧୨ଟି ବଗି ଲାଇନଚ୍ୟୁତ ହୋଇଛି। ଷ୍ଟେଶନରେ ଗୋଟିଏ ଟ୍ରେନ୍‌ ଛିଡ଼ାହୋଇଥିବାବେଳେ ଅନ୍ୟଟି ତାକୁ ପଛରୁ ପିଟିଥିଲା। ଦୁର୍ଘଟଣାରେ…

ରୋଗୀ ପାଉନାହାନ୍ତି ମାଗଣା ଔଷଧ

କଳିଙ୍ଗନଗର,୨୬ା୬(ଶୁଭାଶିଷ ରାଉତ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ବୋର୍ଡ ଲଗାଯାଇଛି। ଏଥିରେ ଲେଖା ଅଛି ଔଷଧ ଖର୍ଚ୍ଚର ନାହିଁ ଭୟ, ଆମେ ସାଥେ ଅଛି ନିରାମୟ। ଏଭଳି ଏକ ବୋର୍ଡମାରି ବିଭାଗ…

୧୨ ଉଗ୍ରପନ୍ଥୀଙ୍କୁ ମୁକ୍ତ କଲା ସେନା

ଇମ୍ଫାଲ, ୨୬ା୬ : ମଣିପୁରରେ ସେନା ଯବାନମାନେ ଶନିବାର ଏକ ସ୍ବତନ୍ତ୍ର ଅଭିଯାନରେ ମେଇତି ଉଗ୍ରପନ୍ଥୀ ସଂଗଠନ କଙ୍ଗଲେଇ ୟାଓ୍ବଲ କାନ୍ନା ଲୁପ୍‌ (କଓ୍ବୋଇକେଏଲ୍‌)ର ୧୨ ଜଣ ସଦସ୍ୟଙ୍କୁ ଗିରଫ କରିଥିଲେ। ଏହି ସଂଗଠନ ୨୦୧୫ର ୬ ଡୋଗ୍ରା ୟୁନିଟ୍‌ ଉପରେ…

୨୩,୦୦୦ କୋଟିର ଟିକସ ଠକେଇ

କୋଲକାତା/ଜୟପୁର,୨୬ା୬: ଭାରତର ଅନ୍ୟତମ ବୃହତ୍‌ ସିମେଣ୍ଟ ଉତ୍ପାଦନକାରୀ କମ୍ପାନୀ ‘ଶ୍ରୀ ସିମେଣ୍ଟ’ କିଛିଦିନ ହେଲା ଏକ ଭୁଲ୍‌ କାରଣକୁ ନେଇ ଚର୍ଚ୍ଚାରେ ରହିଛି। କୋଲକାତାରେ ମୁଖ୍ୟାଳୟ ଥିବା ଏହି କମ୍ପାନୀ ବିରୋଧରେ ୨୩,୦୦୦ କୋଟି ଟଙ୍କା ଟିକସ ଠକେଇର ସାଂଘାତିକ ଅଭିଯୋଗ…

ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?