ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ
ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ ନିୟମ…
ଅଣ୍ଡାରୁ ବାହାରିଲେ ୩୫ ଘଡ଼ିଆଳ ଛୁଆ
ଅନୁଗୋଳ ଅଫିସ, ୨୬ା୫: ଅନୁଗୋଳ ଜିଲା ସାତକୋଶିଆର ଘଡିଆଳ କୁମ୍ଭୀର ପ୍ରଜନନ କେନ୍ଦ୍ର ପାଇଁ ଆସିଛି ଖୁସି ଖବର। ଏଠାରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି। ଗୁରୁବାର ଘଡ଼ିଆଳ ଅଣ୍ଡା ଫୁଟି ୩୫ ଛୁଆ ମା’…
ମୋଦି ସରକାରଙ୍କୁ ପୂରଣ ହେଲା ୯ ବର୍ଷ
ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତା ହାତେଇବାକୁ ୯ ବର୍ଷ ହୋଇଯାଇଛି। ୨୬ ମେ ୨୦୧୪ରେ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଶାସନ ଭାର ସମ୍ଭାଳିଥିଲେ। ୨୦୧୪ରେ ମୋଦି ଲହରରେ ବସି ଭାରତୀୟ ଜନତା ପାର୍ଟି(ଭାଜପା) ସଂଖ୍ୟା ଗରିଷ୍ଠତା ହାସଲ…
ତାଣ୍ଡବ ରଚିଲା କାଳବୈଶାଖୀ
ଢେଙ୍କାନାଳ ଅଫିସ,୨୬।୫: ଢେଙ୍କାନାଳ ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରାୟ ଘଣ୍ଟାଏ ଧରି ହୋଇଥିବା ମୂଷଳଧାରାରେ ବର୍ଷା, କୁଆପଥର ମାଡ଼ ସାଙ୍ଗକୁ ଝଡ଼ତୋଫାନରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ, ବିଦ୍ୟୁତ୍ ଖୁଣ୍ଟ ଧରାଶାୟୀ ହୋଇଯାଇଛି। ସହରାଞ୍ଚଳରେ ବିଦ୍ୟୁତ୍…
ଖୁବ୍ଶୀଘ୍ର ବଦଳିବ ଯୋରନ୍ଦା କଳେବର
ଢେଙ୍କାନାଳ ଅଫିସ, ୨୬।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ଏହାର ସମୀକ୍ଷା କରିବା ପାଇଁ ୫-ଟି ସଚିବ ଭି.…
ଶ୍ରୀଜଗନ୍ନାଥ ଜମିରୁ ଜବରଦଖଲ ଉଚ୍ଛେଦ
ଭୁବନେଶ୍ୱର,୨୬।୫(ବ୍ୟୁରୋ): କୋରଡକଣ୍ଟାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଜବରଦଖଲକାରୀଙ୍କ କବଳରୁ ମୁକ୍ତ ହୋଇଛି। ମୋଟ ଦେଢ଼ ଏକର ପରିମିତ ଜମିକୁ ୨ଟି ପର୍ଯ୍ୟାୟରେ ବିଡିଏ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ପକ୍ଷରୁ ଉଚ୍ଛେଦ କରାଯାଇଛି। କିଛିଦିନ ତଳେ ସେଠାରୁ ପ୍ରାୟ ଏକର ଜମିରୁ ଜବରଦଖଲ ହଟିଥିଲା।…
ଆଜି ବିଶ୍ୱ ହକର ଦିବସ
କଟକ ଅଫିସ,୨୬।୫: ସମଗ୍ର ବିଶ୍ୱରେ ମେ ୨୬ ତାରିଖ ବିଶ୍ୱ ହକର ଦିବସ ରୂପେ ପାଳିତ ହେଉଛି। ଖବରକାଗଜ ସଂସ୍ଥାଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ହକରମାନେ ନିଜର ସ୍ଥିତି ବଜାୟ ରଖି ଚାଲିଛନ୍ତି। କରୋନା ସମୟରେ ଖବରକାଗଜ ବିତରକମାନେ ଜୀବନକୁ…
ଉପୁଡ଼ିଲା ଗଛ, ଭାଙ୍ଗିଲା ସ୍କୁଲ ଆଜ୍ବେଷ୍ଟସ
ଖୋର୍ଦ୍ଧା ଅଫିସ/ବାଣପୁର,୨୬ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଉପୁଡ଼ିବା ସହ ଡାଳ ଭାଙ୍ଗି ପଡ଼ିବାରୁ ବିଦ୍ୟୁତ୍…
ଅବ୍ୟବସ୍ଥାରେ ପୌର ପରିଷଦ ଗୋଶାଳା
ଜଟଣୀ,୨୬ା୫(ଡି.ଏନ୍.ଏ.): ଗୋ ବଂଶ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେବା ସହ ବହୁ ଅର୍ଥ ବିନିଯୋଗ କରୁଛନ୍ତି। ବୁଲା ଗୋରୁ ଓ ଷଣ୍ଢଙ୍କୁ ଉଦ୍ଧାର କରାଯାଇ ଗୋଶାଳାରେ ଉପଯୁକ୍ତ ସେବା ସହିତ ଚିକିତ୍ସା ଯୋଗାଇ ଦିଆଯାଉଛି। ତେବେ ଖୋର୍ଦ୍ଧା ଜିଲା…
ଏମ୍ଆର୍ ଯାଞ୍ଚ ପାଇଁ ଆକାଉଣ୍ଟସ କମିଟି ଗଠିତ
କୋଣାର୍କ,୨୬।୫(ଡି.ଏନ୍.ଏ.): କୋଣାର୍କ ଭଗବତୀ ମହାବିଦ୍ୟାଳୟର ପୂର୍ବତନ କିରାଣି ନକଲି ରସିଦ କାଟି ଛାତ୍ରୀଛାତ୍ରଙ୍କର ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିବା କଥା ଲୋକଲୋଚନକୁ ଆସିବା ପରେ ଅଞ୍ଚଳରେ ନାନା ଚର୍ଚ୍ଚା ଧରିଛି। ଗତ ଡିସେମ୍ବରରୁ ପ୍ରମୋଶନ ପାଇ ଉକ୍ତ କିରାଣି…
କାଳବୈଶାଖୀ ତାଣ୍ଡବ: ୫ ଆହତ
ବଳଙ୍ଗା/ପିପିଲି/ନିମାପଡ଼ା, ୨୬।୫(ଡି.ଏନ୍.ଏ./ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ଗୁରୁବାର ବଳଙ୍ଗା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାରୁ ଅଞ୍ଚଳର ବିଭିନ୍ନ ଗ୍ରାମ ଓ ମୁଖ୍ୟ ରାସ୍ତାରେ ଥିବା ବଡ଼ ବଡ଼ ଗଛ ଉପୁଡ଼ି…
ଆଇନଜୀବୀଙ୍କୁ ଦୁର୍ବ୍ୟବହାର ନେଇ ବିବାଦ ତେଜୁଛି
ନୟାଗଡ଼ ଅଫିସ,୨୬।୫:ନୟାଗଡ଼ ଜିଲା ରଣପୁର ଖମାରସାହିର ଲିତାଞ୍ଜଳି ସାହୁ(୫୨) ନାମ୍ନୀ ଜଣେ ମହିଳା ଆଇନଜୀବୀଙ୍କୁ ରଣପୁର ତହସିଲଦାର ର୍ଦୁବ୍ୟବହାର କରିବା ଘଟଣା ବିବାଦୀୟ ହୋଇପଡିଛି । ତହସିଲଦାରଙ୍କୁ ବଦଳି କରି କାର୍ଯ୍ୟାନୁଷ୍ଠାନ ନେବାକୁ ଆଇନଜୀବୀ ସଂଘ ଅଡି ବସିଥିବାବେଳେ ରଣପୁରର କେତେଜଣ…
Archives


