Home

ଦୁଗ୍ଧ, ଦୁଗ୍ଧଜାତ ଦ୍ରବ୍ୟର ମାନ ଯାଞ୍ଚ ହେବ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ): ସମଗ୍ର ଦେଶରେ ଦୁଗ୍ଧ ଏବଂ ଦୁଗ୍ଧଜାତ ସାମଗ୍ରୀର ମାନ ଯାଞ୍ଚ କରାଯିବ। ଭାରତ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ସବୁଠାରୁ ଆଗରେ ଥିବାବେଳେ ଦୁଗ୍ଧରେ ଅପମିଶ୍ରଣ ଚିନ୍ତାର ବିଷୟ ପାଲଟିଛି। ତେଣୁ ଅପମିଶ୍ରଣ ରୋକିବା ପାଇଁ ଖାଦ୍ୟ ନିରାପତ୍ତା…

ଭିନ୍ନକ୍ଷମଙ୍କ ପାଇଁ ପ୍ରେରଣାର ଉତ୍ସ ସୁକାନ୍ତ

ପାରାଦୀପ,୨୬ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଅଠରବାଙ୍କି ବଜାରରେ ଅଛି ଏକ ସାଇକେଲ ମରାମତି ଦୋକାନ। ଏହି ଦୋକାନ ଏଇଥି ପାଇଁ ନିଆରା ଯେ, ସେଠାରେ ସାଇକେଲ ମରାମତି କରୁଥିବା ବ୍ୟକ୍ତି ଜଣକ ହେଉଛନ୍ତି ଭିନ୍ନକ୍ଷମ। କାନ୍ଧ ପାଖରୁ ଡାହାଣ ହାତ ନାହିଁ।…

ପାଣି ଭିତରେ ମେଟ୍ରୋ ଟ୍ରେନ୍‌ର ମଜା ନେଲେ ସାଇକୃଷ୍ଣ

ଯାଜପୁର ଅଫିସ,୨୬ା୫: ପାଣି ଆଉ ମାଟି ତଳେ ଚାଲୁଛି ମେଟ୍ରୋ ଟ୍ରେନ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ହେଲେ ଏହାର ମଜା ଉଠାଇଛନ୍ତି ଯାଜପୁର ଜିଲା ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ୩ୟ ଶ୍ରେଣୀର ଛାତ୍ର ସାଇକୃଷ୍ଣ ମଲ୍ଲିକ। କୋଲକାତା ହୁଗୁଳି…

ଜର୍ମାନୀରେ ମାନ୍ଦାବସ୍ଥା

ବର୍ଲିନ,୨୬ା୫: ବିଶ୍ୱର ଚତୁର୍ଥ ବୃହତ୍‌ ରାଷ୍ଟ୍ର ଜର୍ମାନୀରେ ମାନ୍ଦାବସ୍ଥା ଦେଖାଦେଇଛି। ଏହି ୟୁରୋପୀୟ ଦେଶର ଅର୍ଥନୀତି ୨୦୨୨ର ଚତୁର୍ଥ କ୍ୱାର୍ଟରରେ ଅପ୍ରତ୍ୟାଶିତ ଭାବେ ନକାରାମତ୍କ ଅଭିବୃଦ୍ଧି ଦେଖାଇବା ପରେ ଚଳିତ ବର୍ଷର ପ୍ରଥମ ତ୍ରୈମାସିକରେ ସଙ୍କୁଚିତ ହୋଇଯାଇଛି। ୟୁରୋପର ସର୍ବବୃହତ୍‌ ଅର୍ଥନୀତି…

ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା ଆଦି…

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌ ପାଗ…

ସନ୍ଦେହରେ ଜମିକୁ ଜଳସେଚନ ଲକ୍ଷ୍ୟ

ଯୋଡ଼ା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର ଯୋଜନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଡ୍ୟାମ୍‌ ପାଣି ଚାଷୀମାନଙ୍କ ପାଇଁ ଉପଯୋଗୀ ହେବ…

ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ ୨୪ ଦଳ

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖରେ ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ନୂତନ ସଂସଦ ଗୃହର ଉଦ୍‌ଘାଟନୀ ସମାରୋହରେ କେଉଁ ଦଳ ଅଂଶଗ୍ରହଣ କରିବେ ଏବଂ କେଉଁ ଦଳ ଅଂଶଗ୍ରହଣ କରିବେ ନାହିଁ, ଏହି ଚିତ୍ର ପ୍ରାୟ…

ୟୁପିରେ ‘ମିଶନ ୨୪’ ପାଇଁ ପ୍ରସ୍ତୁତି: ଏହି ଭାଜପା ମନ୍ତ୍ରୀଙ୍କ କଟିପାରେ ଟିକେଟ୍‌

ଲକ୍ଷ୍ନୌ,୨୫।୫: ଭାରତୀୟ ଜନତା ପାର୍ଟି(ଭାଜପା) ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏହି ସମୟରେ ଉତ୍ତରପ୍ରଦେଶରୁ ନିର୍ବାଚିତ କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ଥିବା କେତେକ ନେତାଙ୍କ ଟିକେଟ୍‌ କଟିପାରେ ବୋଲି ଚର୍ଚ୍ଚା ଜୋର ଧରିଛି।…

ରାତିରେ ପ୍ରଥମ ଥର ପାଇଁ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୫।୫: ଭାରତୀୟ ନୌସେନା ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ମିଗ୍‌-୨୯କେ ରାତିରେ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କରି ଇତିହାସ ସୃଷ୍ଟି କରିଛି। ଏଥିସହିତ ଆତ୍ମର୍ନିଭର ଭାରତ ଦିଗରେ ମଧ୍ୟ ଏହା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏନେଇ ଭାରତୀୟ…

ସଫଳ କ୍ଷେପଣାସ୍ତ୍ର ପରୀକ୍ଷା କଲା ଇରାନ

ତେହରାନ,୨୫ା୫: ଇରାନ ଗୁରୁବାର ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ପରୀକ୍ଷା ଇସ୍ରାଏଲ ଏବଂ ଆମେରିକାକୁ ଚେତାବନୀ ଦେବାକୁ କରାଯାଇଛି। ପରୀକ୍ଷଣ ସହିତ ଇରାନ କହିଛି ଯେ, ଏହା ଶତ୍ରୁମାନଙ୍କର କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବ ନାହିଁ। ଇରାନର ଖେର୍ସମସହର-୪ କ୍ଷେପଣାସ୍ତ୍ର…

ସକାଳ ସାଢେ ସାତଟାରୁ ପୂଜାରୁ ଆରମ୍ଭ ହେବ ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ ଦିନ ୧୨ଟାରେ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ସକାଳ ୭ଟାରେ ପୂଜାପୂଜି କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ସକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri