ଧାରା ୨୪୫କୁ ‘ଅଘୋଷିତ ମାର୍ଶଲ ଲ’ କହିଲେ ଇମ୍ରାନ
ଇସଲାମାବାଦ,୨୫ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବିଭିନ୍ନ ପ୍ରଦେଶରେ ଧାରା ୨୪୫ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଇମ୍ରାନ ଏହାକୁ ‘ଅଘୋଷିତ ମାର୍ଶଲ ଲ’ ବୋଲି କହିଛନ୍ତି। ପାକିସ୍ତାନର ସମ୍ବିଧାନର ଧାରା ୨୪୫ ଅନୁଯାୟୀ,…
କାଳବୈଶାଖୀ ବର୍ଷା: ଗରମରୁ ମିଳିଲା ସାମାନ୍ୟ ତ୍ରାହି
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସକାଳୁ ଗରମରେ ଛଟପଟ ହେଉଥିବା ରାଜଧାନୀବାସୀ ଅପରାହ୍ନଠାରୁ କାଳବୈଶାଖୀ ବର୍ଷା ପ୍ରଭାବରେ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବିଜୁଳି ଘଡ଼ଘଡ଼ି ମାରିବା ସହ…
ଆସନ୍ତା ଶିକ୍ଷାବର୍ଷରୁ କଲେଜ ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ ଏବଂ ଓ୍ବାନ ଜିବି ଡାଟା ମିଳିବ ବୋଲି ସମୀକ୍ଷା ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏହା ଘୋଷଣା କରିଛନ୍ତି। ମାଗଣା ଓ୍ବାନ୍ ଜିବି…
ଅଳ୍ପକେ ବର୍ତ୍ତିଲା ଇଣ୍ଡିଗୋ ବିମାନରେ ଯାତ୍ରା କରୁଥିବା ୧୬୦ ଯାତ୍ରୀଙ୍କ ଜୀବନ
ନୂଆଦିଲ୍ଲୀ,୨୫।୫: ମାଙ୍ଗାଲୁରୁରୁ ଦୁବଇ ଯାଉଥିବା ଏକ ଇଣ୍ଡିାଗୋ ବିମାନରେ ପକ୍ଷୀ ମାଡ ହେବା ପରେ ଏକ ନିଶ୍ଚିତ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ମାଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନ ବନ୍ଦର(ଏମଆଇଏ)ର ରନଓ୍ବେରେ ଦୁବଇ ଯାଉଥିବା ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଯେତେବେଳେ…
ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ି ହେଲା ଆଉ ଗୋଟିଏ ଭିୟୁ ପଏଣ୍ଟ
ଦାରିଙ୍ଗବାଡ଼ି,୨୫ା୫(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସାରା ଦେଶରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ରହିଛି। ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ପସନ୍ଦ କରନ୍ତି। ତେବେ ପର୍ଯ୍ୟଟନକ୍ଷେତ୍ରର ବିକାଶ ହେଉ…
ନୂଆ ସଂସଦ ଭବନ ଉଦଘାଟନ ସମାରୋହରେ ଯୋଗଦେବେ ନାହିଁ ମାୟାବତି
ଲକ୍ଷ୍ନୌ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବାକୁ ଯାଉଛନ୍ତି। ମୋଦିଙ୍କ ଦ୍ୱାରା ଏହା ଉଦଘାଟନ କରାଯାଉଥିବାରୁ ପ୍ରାୟ ସମସ୍ତ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ବିରୋଧୀ ବାଦି କରୁଛନ୍ତି କି ନୂଆ…
ଲୋକ ସଭା ନିର୍ବାଚନ ପୂର୍ବରୁ ପିକେଙ୍କ ବଡ ଘୋଷଣା, କହିଲେ କାହାର ବିଜୟ ପାଇଁ ଲଗାଇବେ ଶକ୍ତି
ନୂଆଦିଲ୍ଲୀ,୨୫।୫: ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର (ପିକେ) ଜନ ସୁରଜ ପଦଯାତ୍ରାରେ ଏବେ ବିହାରରେ ଗାଁକୁ ଗାଁ ଯାଉଛନ୍ତି। ବିହାରର ଲୋକଙ୍କ ସହ ମିଶିବା ଓ ସେମାନଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ସେ ଏହି ଯାତ୍ରାରେ ଯାଉଛନ୍ତି। ଏମିତି ଭାବେ…
ଦିନଦୟାଲରୁ ଏଲଏନଜେପି ହସ୍ପିଟାଲ ସ୍ଥାନାନ୍ତର ହେଲେ ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟି(ଏଏପି)ର ନେତା ତଥା ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କର ତିହାର ଜେଲରେ ସ୍ବାସ୍ଥ୍ୟ ବିଗିଡିଯିବା କାରଣରୁ ଗୁରୁବାର ତାଙ୍କୁ ଅକ୍ସିଜେନ ସପୋର୍ଟରେ ରଖାଯାଇଛି। ପ୍ରଥମେ ତାଙ୍କୁ ଦିଲ୍ଲୀର ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲ ନିଆଯାଇଥିଲା ହେଲେ…
ଆସନ୍ତା ୨୯ରୁ ଯୁକ୍ତଦୁଇ ଆବେଦନ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ମେ’ ୨୯ରୁ ଯୁକ୍ତଦୁଇ ନାମ ଲେଖା ପାଇଁ ଆବେଦନ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୨୯ରୁ କ୍ଲାସ୍ ଆରମ୍ଭ ହେବ। ଏସ୍ଏମ୍ଏସ୍ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ଛାତ୍ରୀଛାତ୍ର।…
ମାଲବାହୀ ଟ୍ରେନର ଦୁଇ ଇଞ୍ଜିନ ଲାଇନଚ୍ୟୁତ
ଛତ୍ରପୁର,୨୫।୫(ଡିଏନଏ ): ଗଞ୍ଜାମ ଜିଲାର ଛତ୍ରପୁର ଓ ଗଞ୍ଜାମ ମଧ୍ୟ ଭାଗରେ ମାଲବାହୀ ଟ୍ରେନର ଦୁଇ ଇଞ୍ଜିନ ଲାଇନଚ୍ୟୁତ ହୋଇଛି । ବର୍ତ୍ତମାନ ଗୋଟାଏ ଲାଇନକୁ ବ୍ଲକ କରାଯାଇ ଅନ୍ୟ ଲାଇନରେ ଟ୍ରେନ ଯାତାୟାତ ହେଉଛି । ଉଦ୍ଧାର କାର୍ଯ୍ୟରେ ଖୋର୍ଦ୍ଧା…
ଏହି ଅଭିନେତ୍ରୀ ଥିଲେ କରଣ ଜୋହରଙ୍କ ପ୍ରଥମ ପ୍ରେମ…
ମୁମ୍ବାଇ: ‘କୁଛ୍ କୁଛ୍ ହୋତା ହେ’ର ତାଙ୍କର କହିବା ଅନ୍ଦାଜ, ‘କଭି ଅଲବିଦା ନା କେହନା’ ତାଙ୍କର ଅଭ୍ୟାସ। ଦୁନିଆକୁ ସେ ‘ମହୋବତ’ କରିବା ଶିଖାଇଲେ। ହୃଦୟର କଥା କହିବାକୁ ଡେରି କର ନାହିଁ କାରଣ ସେ କହିଛନ୍ତି ‘କଲ ହୋନା…
ବହୁ ମହଲା କୋଠାରେ ଲାଗିଲା ନିଆଁ
ସିଡ୍ନୀ,୨୫ା୫: କେନ୍ଦ୍ରୀୟ ସିଡ୍ନୀରେ ଥିବା ବହୁ ମହଲା କୋଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବର୍ତ୍ତମାନ ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ କର୍ମଚାରୀମାନେ ଚେଷ୍ଟା…
Archives


