ବ୍ୟକ୍ତିଙ୍କୁ ଧକ୍କା ଦେଇ ଘୋଷାଡ଼ି ଘୋଷାଡ଼ି ନେଇଗଲା ଟ୍ରକ୍
ସଇଁତଳା,୨୩ା୧୦: ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥିବା ଜାତୀୟ ରାଜପଥ ୨୬ରେ ଗୁରୁବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂଚନାନୁସାରେ, ବଲାଙ୍ଗୀର ପଟକୁ ଯାଉଥିବା ଏକ ଟ୍ରକ୍ ନମ୍ବର NL 01 AA 3504…
ଭାରତୀୟ ବିମାନରେ ବ୍ୟବହାର କରିପାରିବେନି ପାଓ୍ବାର ବ୍ୟାଙ୍କ? DGCA ଆଣିବାକୁ ଯାଉଛି କଡ଼ା ନିୟମ
ନୂଆଦିଲ୍ଲୀ,୨୩।୧୦: ଭାରତରେ ବିମାନ ଯାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଜାତୀୟ ସ୍ତରରେ କଠୋର ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହେଉଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA)। ସମ୍ପ୍ରତି ଦିଲ୍ଲୀରେ ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ଅଗ୍ନିକାଣ୍ଡ ଘଟିବା ପରେ…
‘କ୍ୟୁଙ୍କି ସାସ୍ ଭି କଭି ବୋହୂ ଥି’ ଶୋରେ ସ୍ମୃତି ଇରାନୀଙ୍କ ସହ ନଜର ଆସିବେ ବିଲ ଗେଟସ୍
ନୂଆଦିଲ୍ଲୀ,୨୩।୧୦: ଆଇକନିକ ଟିଭି ଶୋ ‘କ୍ୟୁଙ୍କି ସାସ୍ ଭି କଭି ବୋହୂ ଥି’ ଏହାର ନୂଆ ସିଜିନ ସହିତ ପୁଣି ଥରେ ଛୋଟ ପରଦାରେ ଚହଳ ସୃଷ୍ଟି କରୁଛି। ବର୍ଷ ବର୍ଷ ପରେ ଶୋ’ର ପୁନରାଗମନ ପ୍ରଶଂସକମାନଙ୍କ ମଧ୍ୟରେ ମଧୁର ସ୍ମୃତିକୁ…
ବେକାରୀ ସମସ୍ୟା ଦୂର ପାଇଁ ଜିଲା ନିଯୁକ୍ତି କାର୍ଯ୍ୟାଳୟର ପ୍ରୟାସ, ନିଯୁକ୍ତି ପାଇବେ…
ଦାରିଙ୍ଗବାଡ଼ି,୨୩ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବେକାର ଯୁବତୀଯୁବକଙ୍କୁ କର୍ମ ନିଯୁକ୍ତି ପାଇଁ ଜିଲା ଦକ୍ଷତା ବୃଦ୍ଧି ତଥା ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ପ୍ରୟାସ ଜୋରଦାର କରାଯାଇଛି। ଜିଲାରେ ରହିଥିବା ସମସ୍ତ ୧୨ ଟି ବ୍ଲକ ଅଞ୍ଚଳରେ ସିକ୍ୟୁରିଟି…
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା
ଭୁବନେଶ୍ୱର,୨୩ା୧୦: ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଉତ୍ତର ପଶ୍ଚିମ ଦିଗରେ ଗତି…
ASEAN ସମ୍ମିଳନୀରେ ଯୋଗ ଦେବେ ନାହିଁ ମୋଦି? ଏହା ପଛର ସତ୍ୟତା କ’ଣ ଖୋଲି କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୬ ଅକ୍ଟୋବର)ରୁ ଆରମ୍ଭ ହେଉଥିବା ASEAN ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ ନାହିଁ। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ନିଜେ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଶେୟାର କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…
କଂଗ୍ରେସର ବଡ଼ ଘୋଷଣା: ତେଜସ୍ବୀ ହେବେ ମୁଖ୍ୟମନ୍ତ୍ରୀ, ରହିବେ ୨ ଉପ ମୁଖ୍ୟମନ୍ତ୍ରୀ
ପାଟନା,୨୩।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, ମହାମେଣ୍ଟ ଏକ ବଡ଼ ଘୋଷଣା କରିଛି, ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛି। ପାଟନାର ହୋଟେଲ ମୌର୍ଯ୍ୟରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ, ବାମପନ୍ଥୀ ଦଳ ଏବଂ ଅନ୍ୟାନ୍ୟ ସହଯୋଗୀମାନେ…
ପାକିସ୍ତାନରେ ହଇଚଇ, ସେନା ମୁଖ୍ୟ ଅସୀମ ମୁନିରଙ୍କୁ କିଏ ଦେଲା ଏମିତି ଧମକ? କହିଲେ, ‘ତୁମେ ଯଦି ପୁରୁଷ ତେବେ…’, ଜାଣନ୍ତୁ ଏହା ପଛର ବଡ଼ କାରଣ
ଇସଲାମାବାଦ,୨୩।୧୦: ଆତଙ୍କବାଦୀଙ୍କ ନିରାପଦ ଆଶ୍ରୟସ୍ଥଳ ଭାବରେ ଜଣାଶୁଣା ପାକିସ୍ତାନ, ଟିଟିପିର ଧମକରେ ଭୟଭୀତ। ସମ୍ପ୍ରତି, ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ଦେଶର ସେନାକୁ ଖୋଲାଖୋଲି ଚ୍ୟାଲେଞ୍ଜ କରି ଅନେକ ଭିଡିଓ ଜାରି କରିଛି। ଏହି ଭିଡିଓଗୁଡ଼ିକ ମଧ୍ୟରୁ ଗୋଟିଏରେ, ଟିଟିପି କମାଣ୍ଡର କାଜିମ…
ବକେୟା ବିଲ୍ ନଦେବାରୁ ପୁରା ଗାଁର ବିଦ୍ୟୁତ୍ ଠପ୍ କରିଦେଲା TPSODL, ପୋଡମପେଟ୍ଟାରେ ତୀବ୍ର ଉତ୍ତେଜନା
ଗଞ୍ଜାମ, ୨୩।୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଅଧିନସ୍ଥ ମସ୍ୟଯିବି ଗ୍ରାମ ପୋଡ଼ମପେଟ୍ଟାରେ ଟିପିଏସ୍ଓଡିଏଲ(TPSODL)ର ମନମୁଖୀ କାର୍ଯ୍ୟକୁ ନେଇ ତୀବ୍ର ଉତ୍ତେଜନା ଦେଖାଦେଇଛି। ବକେୟା ବିଲ, ମିଟର ଟ୍ୟାମ୍ପରିଂ ଥିବା ଉପଭୋକ୍ତାଙ୍କୁ ଦଣ୍ଡ ଦେବାକୁ ଯାଇ ସମଗ୍ର ଗ୍ରାମର…
ବିହାର ନିର୍ବାଚନ: ମହାମେଣ୍ଟର ପ୍ରେସ କନଫରେନ୍ସରେ କେବଳ ତେଜସ୍ବୀଙ୍କ ଫଟୋ ଦେଖି ଭାଜପା କହିଲା…
ପାଟନା,୨୩।୧୦: ବିହାରର ରାଜଧାନୀ ପାଟନାରେ ମହାମେଣ୍ଟର ସାମ୍ବାଦିକ ସମ୍ମିଳନୀ ପୂର୍ବରୁ, ଭାରତୀୟ ଜନତା ପାର୍ଟି (ଭାଜପା) କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କ ଉପରେ କଡା ଆକ୍ରମଣ କରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବଙ୍କୁ ବିହାର ନିର୍ବାଚନ ପାଇଁ…
ଶୂନ୍ୟରେ ଆଉଟ ହୋଇ ଫେରିବା ସମୟରେ ବଡ଼ ସଙ୍କେତ ଦେଲେ ବିରାଟ! ଏହିଦିନ ନେବେ…
ଏଡିଲେଡ,୨୩।୧୦: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଇନିଂସରେ ଲଗାତାର ଦୁଇଟି ଦିନିକିଆରେ ଡକ ହାରର ସମ୍ମୁଖୀନ ହୋଇଥିଲେ। ଆଡିଲେଡରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ କୋହଲି ଗୋଟିଏ ବି ୱିକେଟ ନ ନେଇ ପାଭିଲିୟନ…
ବରଗଡ଼କୁ ଚାଲାଣ ହେଉଥିଲା କଫ୍ ସିରପ୍: ମାଡ଼ି ବସିଲା ଅବକାରୀ ବିଭାଗ, ୨ ଜଣଙ୍କୁ..
ବରଗଡ଼,୨୩।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅବକାରୀ ବିଭାଗକୁ ଗୁରୁବାର ସକାଳେ ଏକ ବଡ଼ ସଫଳତା ମିଳିଛି। ଏକ ଠିକଅପ ଭ୍ୟାନ ଯୋଗେ ଭୁବନେଶ୍ୱରରୁ ବରଗଡ଼କୁ କଫ୍ ସିରପ୍ ଚାଲାଣ ହେଉଥିଲା। ଏନେଇ ଖବର ପାଇ ସହର ଉପକଣ୍ଠ ଏକାମ୍ର ଛକରେ ଅବକାରୀ…
Archives


