Home

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର ସବୁଠାରୁ ବଡ଼ ସେତୁକୁ ଆକ୍ରମଣ କରି ଧ୍ୱଂସ କରିଦେଇଛି। ଏହି ଆକ୍ରମଣର ମାତ୍ର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ ଖୋଲାଖୋଲି ଭାବରେ ନିଜ ମତ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ କହିଛି ଯେ, ଏହି ଆଞ୍ଚଳିକ ଜଳପଥ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଭାରତ ଏକମାତ୍ର…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ ଗୁରୁବାର ଅପରାହ୍ନ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପ୍ରତିବର୍ଷ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ ପାଇଁ କିଛି କରିବାର ସ୍ବପ୍ନ ଦେଖୁଥିଲେ। ୨୦୨୦ ମସିହାରେ ଡେଏରୀ ଫାର୍ମିଂ ବିଷୟରେ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଯୁବକଙ୍କ ଗୋଡ଼ ତଳେ ଲାଗିଥିବାରୁ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ ଏହି ଇନିଂସରେ ୪ଟି ଛକା ମାରି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଥିଲେ।…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ ବିଧେୟକକୁ ଏହି ସମୟରେ ଗୃହୀତ କରାଇବା ପାଇଁ ସରକାର ଉଦ୍ୟମ କରିବେ। ମହିଳା…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ ମାଗଣାରେ ଯୋଗାଉଛନ୍ତି। ପୋର୍ତ୍ତିକା ଭାରତର ସବୁଠୁ ଉଚ୍ଚ ଗାଁ ହିମାଚଳ ପ୍ରଦେଶର କୋମିକରେ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ ରାଜଦ୍ରୋହର ମିଥ୍ୟା ଅଭିଯୋଗ ଆଣି କ୍ରୂଶବିଦ୍ଧ କରାଗଲା। କିନ୍ତୁ ବିଚାରପତିମାନେ ତାଙ୍କଠାରେ କୌଣସି…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି ଜର୍ଜଙ୍କୁ ତୁରନ୍ତ ଅବସର ନେବାକୁ କହିଛନ୍ତି। ପେଣ୍ଟାଗନ ନିଶ୍ଚିତ କରିଛି ଯେ. ପ୍ରତିରକ୍ଷା…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ ପରିବେଶରୁ ହିଁ ଖେଳକୁଦର ସହଜ ଉପାୟମାନ ଖୋଜି ନିଅନ୍ତି । ଭୂଇଁରେ ଗାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri