ଲମ୍ବା ନାକ ରେକର୍ଡଧାରୀଙ୍କ ମୃତ୍ୟୁ
ଅଙ୍କାରା: ଲମ୍ବା ନାକ ପାଇଁ ଗିନିଜ୍ ବୁକ୍ ଅଫ୍ ୱାଲର୍ଡ ରେକର୍ଡ କରିଥିବା ମେହମେତ୍ ଓଜୁରେକ୍ (୭୫)ଙ୍କ ନିକଟରେ ମୃତ୍ୟୁ ହୋଇଛି। ସେ ଏଥିପାଇଁ ୨୦୦୧, ୨୦୧୦ ଏବଂ ତୃତୀୟ ଥର ପାଇଁ ୨୦୨୧ରେ ପୁରସ୍କୃତ ହୋଇଛନ୍ତି। ତାଙ୍କ ନାକର ଲମ୍ବ…
ବର୍ଷକୁ ୮ କୋଟି ରୋଜଗାର କରୁଛି କୁକୁର
ନୂଆଦିଲ୍ଲୀ: ଲୋକେ ଅଧିକ ଟଙ୍କା ରୋଜଗାର କରି କୋଟିପତି ହେବାକୁ ଚାହୁଁଛନ୍ତି। ହେଲେ ଆଜିକାଲି ଟଙ୍କା ରୋଜଗାର କରିବା ବହୁତ କଷ୍ଟ ହୋଇଗଲାଣି। ଅନେକ ଲୋକ ଘର ଛାଡ଼ି ବାହାରକୁ ଦାଦନ ଖଟିବାକୁ ଗଲେ ମଧ୍ୟ ଭଲରେ ଚଳିପାରୁ ନାହାନ୍ତି। ନିକଟରେ…
୨୬ରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ
କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ…
ଫୌଜଦାରି ମାମଲା ବିଚାରାଧୀନ ଥିଲେ ମିଳିବନି ପଦୋନ୍ନତି: ହାଇକୋର୍ଟ
କଟକ ଅଫିସ,୨୫ା୫: କୌଣସି ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବା ଅନ୍ୟ ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାଙ୍କୁ ନିୟମିତ ବା ଅସ୍ଥାୟୀ ପଦୋନ୍ନତି ଦିଆଯାଇପାରିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର…
୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦କୋଟି ଟଙ୍କା ପ୍ରଦାନ କରାଯାଇଛି। ବୟନିକାର…
ପେପରଲେସ୍ ଡିଏଲ୍, ଆର୍ସିରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ୫-ଟି ପଦକ୍ଷେପ ସ୍ବରୂପ ଆବେଦନକାରୀଙ୍କୁ ଡିଏଲ୍ ଓ ଆର୍ସି ପ୍ରଦାନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ପେପରଲେସ୍ (କାଗଜବିହୀନ) ଓ ଅସୁବିଧାମୁକ୍ତ କରିବା ଦିଗରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ୨୦୧୯ ସେପ୍ଟେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ଗୁଡ଼ିକୁ ଦଲାଲମୁକ୍ତ…
ସାତକୋଶିଆ କ୍ଷତ ଦେଖିଲେ ଟ୍ରିବ୍ୟୁନାଲ
ଅନୁଗୋଳ ଅଫିସ,୨୫ା୫: ଛତିଶଗଡ଼ ସରକାର ଏକପାଖିଆ ଭାବେ ବ୍ୟାରେଜ ନିର୍ମାଣ କରିବା ଦ୍ୱାରା ଓଡ଼ିଶାର ଜୀବନରେଖା ମହାନଦୀରେ ଜଳ ପ୍ରଭାବ କିଭଳି ସାଂଘାତିକ ଭାବେ ହ୍ରାସପାଇଛି, ବୁଧବାର ତାହା ଅନୁଧ୍ୟାନ କରିଛନ୍ତି ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଟିମ୍। ଜୈବ ବିବିଧତାରେ ଭରପୂର…
ଜିମ୍ବାଓ୍ବେ ସବୁଠୁ ଦୁଃଖୀ
ଓ୍ବାଶିଂଟନ୍,୨୫ା୫: ବିଶ୍ୱର ସବୁଠୁ ଦୁଃଖୀ ରାଷ୍ଟ୍ରଗୁଡ଼ିକୁ ନେଇ ହାଙ୍କେସ୍ ଆନୁଆଲ ମିଜରି ଇଣ୍ଡେକ୍ସ (ଏଚ୍ଏଏମ୍ଆଇ)୨୦୨୨ ତାଲିକା ପ୍ରକାଶ ପାଇଛି। ଉକ୍ତ ସୂଚକାଙ୍କ ଅନୁସାରେ ଜିମ୍ବାଓ୍ବେ ହେଉଛି ସବୁଠୁ ଦୁର୍ଦ୍ଦଶାପୂର୍ଣ୍ଣ ରାଷ୍ଟ୍ର। ୧୫୭ଟି ଦେଶ ସମ୍ପର୍କରେ ବିଶ୍ଳେଷଣ କରାଯାଇ ଏହି ମିଜରି ଇଣ୍ଡେକ୍ସ…
ରାଜ୍ୟ ସଭା ସଦସ୍ୟଙ୍କ କାର୍ ଧକ୍କାରେ ସ୍କୁଟି ଆରୋହୀ ମୃତ
ବଲାଙ୍ଗୀର ଅଫିସ/ପାଟଣାଗଡ଼,୨୫ା୫ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼-ତମିଆଁ ରାସ୍ତାର ତମିଅଁା ଛକ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶିଙ୍କ କାର୍ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇନ୍ଦପୁର…
ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା
କଟକ ଅଫିସ,୨୫ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚା ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ଅର୍ଥାତ୍ ମାଟ୍ରିକ ପରୀକ୍ଷାର୍ଥୀ ଗୋଟିଏ ଥରରେ ୬୦୦…
ଏଲିମିନେଟ୍ ହେଲା ଲକ୍ଷ୍ନୌ
ଚେନ୍ନାଇ,୨୪।୫: ଚେନ୍ନାଇର ଏମ୍.ଏ. ଚିଦାମ୍ବରମ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲ୍-୨୦୨୩ର ଏଲିମିନେଟର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୮୧ ରନ୍ରେ ବିଜୟୀ ହୋଇଛି। ଫଳରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ଏଲିମିନେଟ୍ ହୋଇଛି। ମୁମ୍ବାଇ ଇଣ୍ଡିଆନ୍ସ ଆସନ୍ତା ୨୬…
ଜବରଦଖଲରେ କେନାଲ ଜାଗା,ଚାଷରୁ ମୁହଁ ଫେରାଇଲେଣି ଚାଷୀ
ନିରାକାରପୁର,୨୪ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱରଗଡ଼ଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇ ନଦୀଠାରୁ ଦୂରରେ ଥିବା ଚାଷୀ କିଭଳି ଠିକ୍ ଭାବରେ ପାଣି ପାଇପାରିବେ ସେଥିପାଇଁ କେନାଲ…
Archives


