ଅସୁବିଧା ଭୋଗୁଛନ୍ତି ବସ୍ତିବାସୀ
ରାଉରକେଲା,୨୩ା୬(ଦିନେଶ ମିଶ୍ର): ରାଉରକେଲା ମନାନଗର ନିଗମ ଅଧୀନ ଶୀତଳପଡା ବସ୍ତି ଅଞ୍ଚଳର ଲୋକମାନଙ୍କୁ ସରକାରଙ୍କ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ବସ୍ତି ଅଞ୍ଚଳ କୌଣସି ପଞ୍ଚାୟତ କି ଆର୍ଏମ୍ସି ଅଧୀନରେ ଯାଉ ନ ଥିବାରୁ ଫଳରେ…
ମୁଖ୍ୟ ରାସ୍ତା ଚକାଚକ୍, ବସ୍ତିରେ ଆବଡ଼ାଖାବଡା
ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ…
ଏକ୍ସପ୍ରେସ ଟ୍ରେନ୍ ବିଳମ୍ବ, ଯାତ୍ରୀ ହଇରାଣ
ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଦୂରଗାମୀ…
ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ
ବଇଣ୍ଡା,୨୩।୬ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଟାପଢୋଲ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ବ୍ୟାପକ ଦୁର୍ନୀତି କରାଯାଉଥିବା ବୁଧବାର ସାନଦାଦର ଗ୍ରାମର କେତେଜଣ ଶ୍ରମିକ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସେମାନେ…
ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା…
ପାଣି ପାଇଁ ଡହଳବିକଳ ଆତରସିଂବାସୀ
ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା…
୫ ବର୍ଷ ହେବ ଅଧାପନ୍ତରିଆ ତର୍ଲାକୋଟା ପୋଲ
ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ ଯାତାୟାତରେ ବହୁ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବାଲିମେଳା ସହରକୁ…
ଆତଙ୍କର ନାଁ ‘କିଙ୍ଗ୍ ଅଫ୍ ଫରେଷ୍ଟ’
କାମାକ୍ଷାନଗର,୨୩।୬(ସୁଧୀର ପରିଡ଼ା): ଢେଙ୍କାନାଳ ଏବଂ ଅନୁଗୋଳ ଜିଲାରେ ଆତଙ୍କର ବାତାବରଣ ସୃଷ୍ଟି କରି ଦାଦାବଟି ଆଦାୟ କରୁଥିବା ‘କିଙ୍ଗ୍ ଅଫ୍ ଫରେଷ୍ଟ’ ଗ୍ୟାଙ୍ଗର ମୁଖା ଖୋଲିଛି। ଯୁବ ବିଜେଡି ନେତା ତଥା ଠିକାଦାର କାହ୍ନୁ ଚରଣ ସାହୁଙ୍କୁ ହତ୍ୟା ଉଦ୍ୟମ ମାମଲାରେ…
ଆକ୍ରମଣରେ ଗଲାଣି ୩୧ ଲୋକଙ୍କ ଜୀବନ
କେନ୍ଦୁଝର,୨୩ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଅଧିକାଂଶ ସମୟରେ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଅନେକ ଜୀବନ ଯାଉଥିବା ବେଳେ ଧନ ସମ୍ପତ୍ତି କ୍ଷତି ହେଉଛି। ବନ୍ୟପ୍ରାଣୀଙ୍କ…
ଆମେରିକା କଂଗ୍ରେସର ସଦସ୍ୟଙ୍କୁ ପ୍ରଶଂସା କଲେ ମୋଦି, ରାହୁଲଙ୍କୁ କଲେ ଟାର୍ଗେଟ
ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ସହ ଆମେରିକାର ସମ୍ପର୍କକୁ ନେଇ ଉତ୍ସବ ପାଳନ ପାଇଁ ଏକାଠି ହୋଇଥିବା ଆମେରିକା କଂଗ୍ରେସର ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ସେ କହିଛନ୍ତି, ଘର ଭିତରେ ବିଚାରର ପ୍ରତିଯୋଗୀତା ହେବା ଦରକାର, ହେଲେ…
ଫୁଲ, ଫଳ ଚାଷ କରି ପାଲଟିଛନ୍ତି ପ୍ରେରଣା
ନିଶ୍ଚିନ୍ତକୋଇଲି, ୨୩।୬(ଅଶୋକ କୁମାର ମହାପାତ୍ର) : ସାମ୍ପ୍ରତିକ ସମାଜରେ ଉଚ୍ଚ ଶିକ୍ଷତ ଯୁବତୀ, ଯୁବକମାନେ ଚାକିରି ପଛରେ ଗୋଡ଼ାଉଛନ୍ତି। ଶେଷରେ ନ ପାଇ ବେକାର ହୋଇଯାଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ଅନ୍ତର୍ଗତ ଏକରୁଖି ଗ୍ରାମର ଜଣେ ଉଚ୍ଚ ଶିକ୍ଷିତ…
ଶ୍ରୀଅନନ୍ତ ବାସୁଦେବ ମନ୍ଦିର ରୋଷଘର ନିର୍ମାଣକୁ ବିରୋଧ
ପୁରୁଣା ଭୁବନେଶ୍ୱର,୨୩ା୬(ସୁବାସ ଚନ୍ଦ୍ର ପ୍ରଧାନ): ବିନ୍ଦୁସାଗର କୂଳରେ ରହିଛି ଶ୍ରୀଅନନ୍ତ ବାସୁଦେବ ମନ୍ଦିର। ରାଜ୍ୟ ସରକାର ଏକାମ୍ର ମେଗା ପ୍ରକଳ୍ପରେ ଏହି ମନ୍ଦିର ଏବଂ ଏହାର ଚତୁଃପାର୍ଶ୍ୱକୁ ସାମିଲ କରିଛନ୍ତି। ମନ୍ଦିର ପରିସରରେ ରୋଷଘର ନିର୍ମାଣ ନେଇ ଓଡ଼ିଶା ସେତୁ ନିର୍ମାଣ…

