Home

ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ବାଇଡେନଙ୍କ କଥା ଶୁଣି ହସି ହସି ବେଦମ ହେଲେ ମୋଦି

ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ ହାଉସରେ ଆୟୋଜିତ ଷ୍ଟେଟ ଡିନରରେ ସାମିଲ ହୋଇଛନ୍ତି, ଯାହାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡି ଜିଲ ବାଇଡେନ ହୋଷ୍ଟ କରିଥିଲେ। ଷ୍ଟେଟ ଡିନରର ମେନ୍ୟୁରେ ମ୍ୟାରିନେଟେଡ ମିଲେଟଠୁ ନେଇ…

ମଣିଖମ୍ବ ନିର୍ମାଣ ଆରମ୍ଭ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ କଣ୍ଟିଲୋର ଶ୍ରୀନୀଳମାଧବ କ୍ଷେତ୍ର ସର୍ବଜନବିଦିତ। ଏ ପୀଠର ବିକାଶ ନିମନ୍ତେ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଅର୍ଥ ଗତ ଜୁଲାଇ ମାସରେ ମଞ୍ଜୁର କରିଥିଲେ। ସମ୍ପ୍ରତି ଉକ୍ତ ପ୍ରକଳ୍ପର…

ମୋଦିଙ୍କ ସହ ଚିୟର୍ସ କଲେ ବାଇଡେନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍‌ ହାଉସରେ ‘ଷ୍ଟେଟ୍‌ ଡିନର’ କରିଥିଲେ। ଏହି ସମୟରେ ପରସ୍ପର ଖୁସିର ମୁହୂର୍ତ୍ତ ବାଣ୍ଟିଥିଲେ। ରାଷ୍ଟ୍ରପତି ବାଇଡେନ ମଦ୍ୟପାନ ନ କରି ଟୋଷ୍ଟ ବା ଚିୟର୍ସ…

୭୯ ଥର ତାଳି ମାରିଲେ, ୧୫ ଥର ଠିଆହେଲେ, ସେଲ୍‌ଫି ନେବାକୁ ଲାଗିଲା ଭିଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ପ୍ରଧାନମନ୍ତ୍ରୀଙ୍କ ଶକ୍ତି ମଧ୍ୟ ଅକ୍ଷୁଣ୍ଣ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଅନେକ ବଡ଼ କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଆମେରିକା ସଂସଦର ମିଳିତ ଅଧିବେଶନରେ ସମ୍ବୋଧିତ…

‘ଟାଇଟାନ’ ବୁଡ଼ିବା ଘଟଣା: ୫ ମୃତ

ବୋଷ୍ଟନ,୨୩ା୬: ଉତ୍ତର ଆଟ୍‌ଲାଣ୍ଟିକରେ ନିଖୋଜ ହୋଇଯାଇଥିବା ଏକ ବୁଡ଼ା ଜାହାଜରେ ଥିବା ସମସ୍ତ ୫ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ସମୟରେ ଟାଇଟାନିକ ଜାହାଜ ନିକଟରେ ନିଖୋଜ ବୁଡ଼ାଜାହାଜର ଭଗ୍ନାବଶେଷ ଦେଖିବାକୁ ମିଳିଥିଲା। ଆମେରିକାର କୋଷ୍ଟଗାର୍ଡ ଏହି ସୂଚନା…

କାର୍ଯ୍ୟକାରୀ ହେଲାନି ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୟାଗଡ,୨୩।୬(ଲୋକନାଥ ମିଶ୍ର): ନୟାଗଡ ଜିଲା ନୂଆଗାଁ ତହସିଲ ସାନହମରା ମୌଜାର ଏକ ଜମିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଚାଷୀ ଧାନ ନ ବୁଣି ପାରି ଗୁରୁବାର ଫେରିଛନ୍ତି। ନୂଆଗଁା ତହସିଲଦାର ଓ ମହିପୁର ଆରଆଇଙ୍କ ବାରଣ, ବିଲ ମୁଣ୍ଡରେ ଆଦିବାସୀ ଲୋକ…

ଅଧା ସଫେଇ କରି ଛାଡ଼ିଦେଲେ

ନୟାଗଡ଼,୨୩।୬(ଲୋକନାଥ ମିଶ୍ର): ନର୍ଦ୍ଦମା ଜଳରେ ସୃଷ୍ଟି ହେବାକୁ ଥିବା ବନ୍ୟାର ଭୟ ନୟାଗଡ଼ ମ୍ୟୁନିସିପାଲିଟିର ୧ନଂ. ୱାର୍ଡରୁ ହଟୁନି। କଲଭର୍ଟ ଓ ଡ୍ରେନ ନିର୍ମାଣରେ ତ୍ରୁଟି କାରଣରୁ ଏଠାରେ ବର୍ଷାଋତୁରେ କୃତ୍ରିମ ବନ୍ୟା ହୋଇ ଆସୁଛି। ଜିଲା ସଦର ମହକୁମାର ସହର…

ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତି

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ବର୍ଷ ହେଲା ଡାକ୍ତର ନାହାନ୍ତି। ଫଳରେ ସାଧାରଣ ଚିକିତ୍ସା ପାଇଁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡୁଛି। ତେଣୁ ତୁରନ୍ତ ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର…

ଛାତ୍ରୀଛାତ୍ର ପଡ଼ିଆରେ ଖାଉଛନ୍ତି ମଧ୍ୟାହ୍ନଭୋଜନ

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଥମେ ୫-ଟି ଯୋଜନାରେ ରୂପାନ୍ତରିତ ହୋଇଥିବା ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ସ୍କୁଲ ପରିଚାଳନା କମିଟିର ସଭାପତି, ସଦସ୍ୟ, ସ୍ଥାନୀୟ ସମିତି…

ଡିଆଁପଡ଼ା ଅପହରଣ ଘଟଣାର ନୂଆ ମୋଡ଼

ନୟାଗଡ଼,୨୩।୬(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଚାଷୀ ଶ୍ୟାମ ସୁନ୍ଦର ବେହେରା(୫୯) ଅପହରଣ ଘଟଣାର ନୂଆମୋଡ଼। ଅପହରଣ ଘଟଣାରେ ବାରମ୍ବାର କଥା ବଦଳାଇ ଫସିଲେ ଚାଷୀ ଓ ଉଦ୍ଧାର କରିଥିବା ବ୍ୟକ୍ତି। ଫିଟିଲା ଅପହରଣ ଘଟଣାର ଗୁମର। ଡିଆଁପଡ଼ା…

୫ ମାସରେ ୧୧୨ ଦୁର୍ଘଟଣା: ୪୩ ମୃତ, ୫୮ ଗୁରୁତର

ଜଗତ୍‌ସିଂହପୁର,୨୩ା୬(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଗାଡି ଚାଳକମାନଙ୍କ ମନମୁଖି ଓ ଦ୍ରୁତ ଗାଡି ଚାଳନା ଚିନ୍ତାର କାରଣ ପାଲଟିଛି। କାରଣ ଗତ ଜାନୁୟାରୀରୁ ମେ ମାସ ମଧ୍ୟରେ ଜିଲାରେ ୧୧୨ଟି ଦୁର୍ଘଟଣା ଘଟିଥିବା ବେଳେ ୪୩ ଜଣଙ୍କର ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?