ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍ ଚାଲିନି
ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର ଜିଲାର ଲାଡ୍ନୁନ୍ଠାରେ ରାଜସ୍ଥାନ ଭାଜପା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…
ଗୁଜରାଟ ଦଙ୍ଗା ଡକ୍ୟୁମେଣ୍ଟାରି: ବିବିସିକୁ ହାଇକୋର୍ଟ ସମନ
ନୂଆଦିଲ୍ଲୀ, ୨୩ା୫: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରଡ୍କାଷ୍ଟିଂ କର୍ପୋରେଶନ (ବିବିସି)ର ଡକ୍ୟୁମେଣ୍ଟାରି ବିରୋଧରେ କରାଯାଇଥିବା ମାନହାନି ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହାକୁ ସମନ ଜାରି କରିଛନ୍ତି। ଗୁଜରାଟର ଏନ୍ଜିଓ ଜଷ୍ଟିସ୍ ଫର୍…
ଆସାମରୁ ଏଏଫ୍ଏସ୍ପିଏ ସମ୍ପୂର୍ଣ୍ଣ ଉଠିବ
ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍ଏସ୍ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର…
ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍ ମନ୍ତ୍ରୀ ଭାବେ…
ଫିଲ୍ମ ପର୍ଯ୍ୟଟନ ବୃଦ୍ଧିକୁ ଗୁରୁତ୍ୱ
ଶ୍ରୀନଗର, ୨୩।୫: ଜମ୍ମୁ ଓ କଶ୍ମୀରର ଶ୍ରୀନଗରସ୍ଥିତ ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମେଳନ କେନ୍ଦ୍ରରେ ସୋମବାର ଅତି କଡ଼ା ସୁରକ୍ଷା ମଧ୍ୟରେ ଜି୨୦ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ…
ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟ ଗଲେ ଅଭିଷେକ
ନୂଆଦିଲ୍ଲୀ, ୨୩ା୫: ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ବିରୋଧରେ ବରିଷ୍ଠ ଟିଏମ୍ସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଜେରା ବିରୋଧରେ ତାଙ୍କ ଆବେଦନର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ରାଜି…
ଇସ୍ରାଏଲ୍ ଆକ୍ରମଣରେ ୩ ପାଲେଷ୍ଟିନୀୟଙ୍କ ମୃତ୍ୟୁ
ତେଲ୍ ଆଭିଭ, ୨୩ା୫: ଓ୍ବେଷ୍ଟ ବ୍ୟାଙ୍କ୍ର ଏକ ଶରଣାର୍ଥୀ ଶିବିର ଉପରେ ସୋମବାର ଭୋର ସମୟରେ ଇସ୍ରାଏଲ୍ ସେନା ଆକ୍ରମଣ କରିବାରୁ ୩ ଜଣ ପାଲେଷ୍ଟାଇନ୍ ନାଗରିକ ନିହତ ହୋଇଛନ୍ତି। ଇସ୍ରାଏଲ୍ର ଏଭଳି କାର୍ଯ୍ୟକୁ ଆମେରିକା ନିନ୍ଦା କରିଛି। ନାବ୍ଲୁସ୍ ସହର…
ନୂଆ ପାର୍ଲାମେଣ୍ଟ ଭବନ ଉଦ୍ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା
ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍ଏସ୍ଏସ୍ ସରକାରରେ…
ପୁଣି ମଣିପୁରରେ ସଂଘର୍ଷ: ଲାଗିଲା କର୍ଫ୍ୟୁ
ଇମ୍ଫାଲ,୨୨।୫: କିଛି ଦିନର ଶାନ୍ତି ପରେ ପୁଣି ମଣିପୁରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ସୋମବାର ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏନେଇ କେତେକ ସ୍ଥାନରେ ପୋଡା ଜଳା ଏବଂ ଭଙ୍ଗାରୁଜା ମଧ୍ୟ…
ମାଠିଆ ପାଣି
ମାଠିଆ ପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ପ୍ରାୟ ଅନେକେ ଜାଣନ୍ତି। ତଥାପି ଏଥିରେ ଆହୁରି ଅନେକ ପ୍ରକାର ଭଲ ଗୁଣ ରହିଛି। ଯେହେତୁ ମାଠିଆ ମାଟିରେ ପ୍ରସ୍ତୁତ ହୋଇଥାଏ ତେଣୁ ଏହା ଜୀବାଣୁନାଶକ। ପ୍ରାକୃତିକ ଉପାୟରେ ଏହି…
ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା
ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ ୬ଟାରୁ…
ଦ୍ୱିତୀୟ ଦିନରେ ଉଚ୍ଛେଦ କାର୍ଯ୍ୟ
ଭଦ୍ରକ ଅଫିସ,୨୨ା୫: ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାରଠାରୁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ସୋମବାର ଦ୍ୱିତୀୟ ଦିନରେ ଚାଲିଛି l ପ୍ରଥମ ଦିନରେ ମୋଚି ଛକଠାରୁ ସନ୍ଥିଆ ପୋଲ ପର୍ଯ୍ୟନ୍ତ ଉଚ୍ଛେଦ…
Archives


