Home

ବାହାନଗା ହାଇସ୍କୁଲ ୫-ଟି ଉପକ୍ରମରେ ହେବ ପୁନଃନିର୍ମାଣ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲର ୫-ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ, ଗତ…

ପ୍ରତିରକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ନୂଆ ମାଇଲଖୁଣ୍ଡ ସ୍ଥାପନ କରିବ କି ମୋଦିଙ୍କ ଆମେରିକା ଗସ୍ତ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ତେବେ ମୋଦିଙ୍କ ଗସ୍ତକୁ ଭାରତ ପାଇଁ ଐତିହାସିକ ମୁହୂର୍ତ୍ତ ବୋଲି କୁହାଯାଉଛି। ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଏକ ନୂଆ ଦିଗ ଦେଖାଇବ ବୋଲି ଆଲୋଚନା କରାଯାଉଛି।…

ଛତିଶଗଡ଼ରେ ଗଢିବାକୁ ପଡିବ ଭାଜପା ସରକାର: ଶାହା

ରାୟପୁର,୨୨।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଛତିଶଗଡ଼ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି। ଦୁର୍ଗରେ ଗୁରୁବାର ସେ କହିଛନ୍ତି ୨୦୨୩ରେ ଛତିଶଗଡ଼ରେ ଭାଜପାର ସରକାର ଗଠନ କରିବାକୁ ହେବ। ପୂର୍ବତନ ମୁଖ୍ୟମନ୍ତ୍ରୀ ରମନ ସିଂଙ୍କୁ ଟାର୍ଗେଟ କରି ସେ…

ହୋଲି ପ୍ରତିବନ୍ଧକ ପ୍ରତ୍ୟାହାର କଲେ ସରକାର

ଇସଲାମାବାଦ,୨୨ା୬: ପାକିସ୍ତାନ ବିଶ୍ୱବିଦ୍ୟାଳୟରେ ହୋଲି ଖେଳିବାକୁ ବାରଣ କରିବା ନିଷ୍ପତ୍ତି ପ୍ରତ୍ୟାହାର କରାଯାଇଛି। ପାକିସ୍ତାନ ସରକାର ଏହାର ଆଦେଶକୁ ନେଇ ଅସୁବିଧାରେ ପଡ଼ିବା ପରେ ଏହାକୁ ପ୍ରତ୍ୟାହାର କରି ନେଇଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଷ୍ଟ୍ରାଟେଜିକ ସଂସ୍କାର ୟୁନିଟର ମୁଖ୍ୟ ସଲମାନ ସୁଫି…

ରାମାୟଣକୁ ନେଇ ସବୁବେଳେ ବିବାଦ: ଦୀପିକା

ମୁମ୍ବାଇ: ସାରା ଦେଶରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ପୌରାଣିକ ଫିଲ୍ମ ‘ଆଦିପୁରୁଷ’ ଉପରେ ପ୍ରତିବନ୍ଧକ ଲଗାଯିବା ଦାବିରେ ଅଭିନେତ୍ରୀ ଦୀପିକା ଚିଖାଲିଆଙ୍କ ଏକ ଭିଡିଓ ଚର୍ଚ୍ଚାରେ ରହିଛି। ରାମନାଥ ସାଗରଙ୍କ ରାମାୟଣରେ ମାତା ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା…

ତମନ୍ନାଙ୍କୁ ନିଜର ଆଇକନ କହିଲେ ବିଜୟ

ମୁମ୍ବାଇ: କିଛି ଦିନ ମଧ୍ୟରେ ତମନ୍ନା ଭାଟିଆ ଏବଂ ବିଜୟ ବର୍ମା ନିଜ ଲଭ୍‌ ଲାଇଫ୍‌କୁ ନେଇ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ତେବେ ସେମାନଙ୍କର ଆଗାମୀ ୱେବ ସିରିଜ ‘ଲଷ୍ଟ ଷ୍ଟୋରୀ ୨’ ରିଲିଜ ହେବାକୁ ଯାଉଛି। ଯେଉଁଥିରେ ଦୁହେଁ ଏକାଠି…

ବାଇଡେନଙ୍କ ସହ ପ୍ରେସ କନଫରେନ୍ସ କରିବେ ମୋଦି, ଦୁଇଟି ପ୍ରଶ୍ନର ଦେବେ ଉତ୍ତର

ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଆମେରିକା ଗସ୍ତରେ ଅଛନ୍ତି। ଜୁନ ୨୧ରେ ସେ ଆମେରିକାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ସେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡଇ ଜିଲ ବାଇଡେନଙ୍କୁ…

ରାଣୀବର ପାହାଡ଼ରୁ ମରମ ଚୋରି

ଗଞ୍ଜାମ,୨୨।୬(ବିଦ୍ୟାଧର ସାହୁ )ରାଣୀବର ପାହାଡ଼ରୁ ମରମ ଚୋରି ହୋଇଥିବା ଅଭିଯୋଗ ହୋଇଛି l ଉକ୍ତ ଚୋରି ମରମ ଗଞ୍ଜାମ ବ୍ଲକ ରମ୍ଭା ଥାନା କାଠଗସ୍ଥିତ ପଠାଣ ବସାଠାରେ ହୋଇଥିବା ଜଣା ପଡିଛି l ମରମ ଚୋରି ଘଟଣାକୁ ଗଞ୍ଜାମ ତହସିଲଦାର ଅରୁଣ…

ଆହାର କେନ୍ଦ୍ର ପରିଚାଳନା ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ…

ଚାଇନା ସପକ୍ଷରେ ନ୍ୟୁଜିଲାଣ୍ଡ

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚାଇନା ରାଷ୍ଟ୍ରପତିି ଜିନପିଙ୍ଗଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହି ଟାର୍ଗେଟ କରିଥିଲେ। ଯାହାକୁ ନେଇ ଚାଇନା ତୀବ୍ର ବିରୋଧ କରିଥିଲା। ଚାଇନାର ଦୋମୁହାଁ ନୀତି ଏବଂ ଆତଙ୍କବାଦୀକୁ ନେଇ ବିଶ୍ୱର କୌଣସି ଦେଶ ଚାଇନା ସପକ୍ଷରେ…

ଟ୍ରେନ୍‌ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ କଟିଯାଇଥିବା…

ଆମେରିକାରେ ଉଠିଲା ନାହିଁ ଚାଇନା କଥା, ଖାଲି ହାତରେ ସ୍ବଦେଶ ଫେରିବେ ମୋଦି: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୨।୬: ସ୍ବରାଷ୍ଟ୍ର ଅମିତ ଶାହାଙ୍କ ପରେ ଭାରତୀୟ ଜନତା ପାର୍ଟି(ଭାଜପା)ନେତା ସୁବ୍ରମଣ୍ୟମ ସ୍ବାମୀ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ ଚାଇନା ପ୍ରସଙ୍ଗରେ ନିଜ ସରକାରକୁ ଘେରି ରହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକୀୟ ଗସ୍ତ ବିଷୟରେ ସୁବ୍ରମଣ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?