Home

ସୁଧୁରୁନି ସ୍ବାସ୍ଥ୍ୟସେବା

ନୟାଗଡ,୨୨ା୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ଅଭିଯୋଗ ହୋଇ ଆସୁଛି। ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ବିଭିନ୍ନ ସମୟରେ ସାଧାରଣରେ ଦାବି ହୋଇ ଆସୁଥିଲେ ମଧ୍ୟ ଏହାର ପ୍ରତିକାର ହେଉ ନାହିଁ । ସ୍ବାସ୍ଥ୍ୟସେବାକୁ ସୁଧାରିବାକୁ…

ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥାର ଉନ୍ନତି ଆବଶ୍ୟକ

ଖଣ୍ଡପଡ଼ା,୨୨ା୬(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ନୀଳମାଧବ ମହାବିଦ୍ୟାଳୟରେ ଗତ ୧୯୯୧-୯୨ ଶିକ୍ଷା ବର୍ଷଠାରୁ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ା ତେବେ ବିଗତ ୩ବର୍ଷ ପୂର୍ବରୁ ବହୁ ଛାତ୍ରୀଛାତ୍ର ଏହି ବିଭାଗରେ ଆଡମିଶନ କରୁଥିବା ବେଳେ ପରବର୍ତ୍ତୀ…

ହ୍ବାଇଟ ହାଉସରେ ମୋଦିଙ୍କ ପାଇଁ ଶାକାହାରୀ ଭୋଜନ: ରହିଛି ବାଜରା କେକ, ଛତୁ…

ଓ୍ବାଶିଂଟନ,୨୨।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନାର୍ଥେ ହ୍ବାଇଟ ହାଉସରେ ଦିଆଯିବାକୁ ଥିବା ରାତ୍ର ଭୋଜନର ମେନୁ ମିଡିଆରେ ପ୍ରକାଶ ପାଇଛି। ଆମେରିକାର ପ୍ରଥମ ଲେଡି ଜିଲ ବାଇଡେନ ପିଏମ ମୋଦିଙ୍କ ପାଇଁ ଆୟୋଜିତ ହେବାକୁ ଥିବା ଭୋଜନ ବିଷୟରେ ସୂଚନା…

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୨ା୬(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ କରୁଛି…

ମ୍ୟାନମାରରେ ୩ ଥର ଭୂକମ୍ପ…

ନାପିଦ୍ୱ,୨୨।୬ : ମ୍ୟାନମାରରେ କ୍ରମାଗତ ତୃତୀୟ ଥର ପାଇଁ ବିଳମ୍ବିତ ରାତିରେ ଭୂକମ୍ପରେ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭାରତୀୟ ସମୟ ରାତ୍ର ୨ଟା ୫୩ରେ କମ୍ପନ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା…

ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି

ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା)ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର ସ୍ବାଦ ଚାଖିବେ କ’ଣ ନିଜ ଗଁା ମାଟି ଛାଡି ବିସ୍ଥାପିତ କରିବାକୁ ଦାବି…

ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣରେ ବିଳମ୍ବ

ଜଗତ୍‌ସିଂହପୁର,୨୨ା୬(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ପାଇଁ ୧୧ ବର୍ଷ ପୂର୍ବରୁ ଚିନ୍ତା କରାଯାଇଥିଲା । ସେତେବେଳେ ଏହି ଖବର ସାଧାରଣରେ ଖୁସି ଭରି ଦେଇଥିଲା। ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଯୋଗଧାରୀ ନିକଟରେ ସ୍ଥାନ ଚିହ୍ନଟ…

ରେଷ୍ଟୁରାଣ୍ଟରେ ଗ୍ୟାସ ବିସ୍ଫୋରଣ: ୩୧ ମୃତ, ୭ ଆହତ…

ବେଜିଂ,୨୨।୬ : ଚାଇନାର ଉତ୍ତର-ପଶ୍ଚିମ ନିଙ୍ଗକ୍ସିଆ ଅଞ୍ଚଳର ବାରବେକ୍ୟୁ ରେଷ୍ଟୁରାଣ୍ଟରେ ବୁଧବାର ରାତିରେ ଗ୍ୟାସ ବିସ୍ଫୋରଣରେ ୩୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଏହି ଘଟଣା ପରେ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ସୁରକ୍ଷା ଯାଞ୍ଚ…

ରାତି ପାଠପଢ଼ାରେ ବିଦ୍ୟୁତ୍‌ ବାଧକ

ନାଉଗଁା,୨୨ା୬(ସୁଧା ବେହୁରା) ନାଉଗଁା ବ୍ଲକର ତିରୁଣା ପଞ୍ଚାୟତ ଦହିପାଳ(ବେଲକନ୍ଦା)ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ହୋଇଛି। ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ବରାଦ କରାଯାଇ ଉକ୍ତ ବିଦ୍ୟାଳୟର ଶ୍ରେଣୀ ଗୃହ ନିର୍ମାଣ ସରିଛି। ହେଲେ ଏପର୍ଯ୍ୟନ୍ତ…

ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ

କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍‌ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ ମଧ୍ୟରୁ ଓଡ଼ିଆ ଭାଷାଭାଷୀ…

ପୋଲିସ ଅଧିକାରୀଙ୍କୁ କାଉନ୍‌ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ

କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍‌ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍‌…

ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ବଦଳିଲେନି ଅଧ୍ୟକ୍ଷ

ଭୁବନେଶ୍ୱର,୨୨ା୬ (ବନ୍ଦନା ସେଠୀ)ଶାନ୍ତି ଶୃଙ୍ଖଳାରେ ସରିଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ। ବୁଧବାର ବିଏମ୍‌ସି ମୁଖ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବଦଳିବା ନେଇ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?