Home

ମାସେ ୨୦ଦିନରେ ୩୮.୩୪ ଲକ୍ଷ ଜରିମାନା ଆଦାୟ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ’ସେଫ୍‌ ସିଟି ଡ୍ରାଇଭ’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ନିଶା କାରବାର, ସର୍ବସାଧାରଣରେ ମଦ୍ୟପାନ ଆଦି ଅସାମାଜିକ କାର୍ଯ୍ୟ କରି ‘ଓଡ଼ିଶା ଅର୍ବାନ ପୋଲିସ୍‌ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠୁ…

ପଞ୍ଜାବ ଘିଅ, ମହାରାଷ୍ଟ୍ର ଗୁଡ଼, ଗୁଜରାଟ ଲୁଣ: ବାଇଡେନଙ୍କୁ ଉପହାର ଦେଲେ ମୋଦି…

ଓ୍ବାଶିଂଟନ,୨୨।୬ : ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଜିଲ ବାଇଡେନଙ୍କ ସହ ବିଶେଷ ଉପହାର ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପ୍ରଥମ ଲେଡି ଜିଲ ବାଇଡେନଙ୍କୁ ୭.୫ କ୍ୟାରେଟ…

ପ୍ରବଳ ଗରମରେ ଛାତ୍ର, ୨ ଶିକ୍ଷକ ଅସୁସ୍ଥ

ଖୋର୍ଦ୍ଧା,୨୨ା୬(ପ୍ରଭାତ ପାଣିଗ୍ରାହୀ)ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବାବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲଗୁଡ଼ିକ ପାଇଁ ଖରା ଛୁଟି ଘୋଷଣା କରିଥିଲେ। ତେବେ ତାତିର ପ୍ରଭାବ କମି ନ ଥିବା ସତ୍ତ୍ୱେ ବୁଧବାରଠାରୁ ସ୍କୁଲ…

ତହସିଲଦାର ବଦଳିଲେ, ହେଲେ କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ,୨୨ା୬ (ଭାରତୀ ଭୂଷଣ ଉପାଧ୍ୟାୟ)ପୁରୀ ଜିଲା ଗୋପ ବ୍ଲକ ମହଲପଡ଼ାରେ ଶହ ଶହ ଏକର ସରକାରୀ ଜମି ଜବରଦଖଲ କରି ବେଆଇନ ଭାବେ ପୋଖରୀ ଖୋଳିବା ସହିତ ଶ୍ମଶାନ, ଦେବୋତ୍ତର ଓ ବେଆଇନ ଭାବରେ କାଦୁଅ ନଦୀକୁ ପୋତି ଦେବା ଭଳି…

୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ

ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ ଏହି…

ଦୋକାନରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଫେରାର

ମଙ୍ଗୁଳି-ଜଗତପୁର,୨୨ା୬(ମାନସ ସାମଲ)ଜଗତପୁର ଥାନା ଅଧୀନ ତ୍ରିନାଥ ସାହିସ୍ଥିତ ଏକ ଚା’ ଦୋକାନରେ ଜଣେ ମହିଳାଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ତ୍ରିନାଥ ସାହିର କବିତା ବେହେରା। ବୁଧବାର ସକାଳେ ଖବରପାଇ ଜୋନ-୧ ଏସିପି ଅରୁଣ କୁମାର ସ୍ବାଇଁ, ଥାନା ଅଧିକାରୀ…

ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ ପ୍ରକଳ୍ପ…

ଯଶୋଦାଙ୍କ ହ୍ୟାଟ୍ରିକ: ଓଡ଼ିଶା ବିଜୟୀ

ଭୁବନେଶ୍ୱର, ୨୨।୬,(ତପନ ସ୍ବାଇଁ): ପଞ୍ଜାବର ଅମୃତସରରେ ଚାଲିଥିବା ହିରୋ ଜାତୀୟ ସିନିୟର ମହିଳା ଫୁଟବଲ ଟୁର୍ନାମେଣ୍ଟ ଫାଇନାଲ ରାଉଣ୍ଡର ବୁଧବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୪-୦ ଗୋଲରେ କର୍ନାଟକକୁ ହରାଇ ଦେଇଛି। ଗୁରୁ ନାନକ ଦେବ ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ଏହି…

ବେଙ୍ଗାଲୁରୁରେ ବିଦାୟୀ ମ୍ୟାଚ ଚାହାନ୍ତି ବୋପାନ୍ନା

ନୂଆଦିଲ୍ଲୀ, ୨୨।୬ (ପି.ଟି.): ଭାରତର ଶୀର୍ଷସ୍ଥାନୀୟ ଡବଲ୍ସ ଟେନିସ ତାରକା ରୋହନ ବୋପାନ୍ନା ଆସନ୍ତା ସେପ୍ଟେମ୍ବରରେ ଡେଭିସ୍‌ କପ୍‌ କ୍ୟାରିୟର ଶେଷ କରିବେ। ମରକ୍କୋ ବିପକ୍ଷରେ ସେ ବିଦାୟକାଳୀନ ମ୍ୟାଚ ଖେଳିବେ ବୋଲି ବୁଧବାର ସୂଚନା ଦେଇଛନ୍ତି। ତେବେ ବେଙ୍ଗାଲୁରୁଠାରେ କ୍ୟାରିୟରର…

ଇଚ୍ଛାଧୀନ କୋଟା ଟାସ୍କଫୋର୍ସ ରିପୋର୍ଟ ସଂଶୋଧନକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ଇଚ୍ଛାଧୀନ କୋଟା ବଳରେ ସରକାରୀ ଜମି ହାତେଇଥିବା ବ୍ୟକ୍ତିଙ୍କୁ ଆଇନଗତ ମାଲିକାନା ହକ୍‌ ଦେବା ନେଇ ୭ମାସ ବ୍ୟବଧାନରେ ଦ୍ୱିତୀୟ ଥର ପାଇଁ ଟାସ୍କଫୋର୍ସଙ୍କ ନିଷ୍ପତ୍ତିର ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ବୁଧବାର ଅନୁମୋଦନ କରିଛି। ଏଥିରେ ଟାସ୍କଫୋର୍ସ…

ଆଜି ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର ଓ ମଙ୍ଗଳ ଗ୍ରହ

ଭୁବନେଶ୍ୱର,୨୨ା୬(ବନ୍ଦନା ସେଠୀ)ଗୁରୁବାର ସନ୍ଧ୍ୟାରେ ଶୁକ୍ର ଓ ମଙ୍ଗଳ ଗ୍ରହର ଖୁବ୍‌ ନିକଟରେ ଚନ୍ଦ୍ର ଦେଖାଯିବ। ପଶ୍ଚିମ ଆକାଶରେ ଶୁକ୍ର ଉଜ୍ଜ୍ୱଳ ଓ ମଙ୍ଗଳ ଗ୍ରହ ଫିକା ଲାଲ ରଙ୍ଗର ଦେଖାଯିବ। ତେବେ ଚନ୍ଦ୍ର ସହିତ ଏମାନଙ୍କ କୌଣିକ ଦୂରତା ପ୍ରାୟ ୨ରୁ…

ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ

ମଙ୍ଗ କକ୍‌ (ହଂକଂ), ୨୨ା୬(ପି.ଟି.): ହଂକଂରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ଇମର୍ଜିଂ ଏସିଆ କପ୍‌ରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଭାରତ। ବୁଧବାର ଖେଳା ଯାଇଥିବା ଟାଇଟଲ୍‌ ମୁକାବିଲାରେ ଦଳ ବାଂଲାଦେଶକୁ ୩୧ ରନ୍‌ରେ ପରାସ୍ତ କରିଛି। ଭାରତୀୟ ସ୍ପିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?