Home

ଦୁଇ ଅଭିଯୁକ୍ତଙ୍କ କ୍ରିପ୍ଟୋ ଆକାଉଣ୍ଟରେ ୧.୩ କୋଟି

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ) ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅଧିକ ତଦନ୍ତ ଜାରି ରଖିଛି। ଗିରଫ ୫ ଅଭିଯୁକ୍ତ ଜେଲରେ ଦିନ କାଟୁଥିବାବେଳେ ଏସ୍‌ଟିଏଫ୍‌ ଏହି…

କୁଏତ୍‌ ଜିତିଲା ଉଦ୍‌ଘାଟନୀ ମ୍ୟାଚ

ବେଙ୍ଗାଲୁରୁ, ୨୨।୬ (ପି.ଟି.): ସାଫ୍‌ (ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ) ଚାମ୍ପିୟନଶିପ୍‌ ବୁଧବାର ଏଠାରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ଜିତିଛି କୁଏତ। ଏହି ଦଳ ୩-୧ ଗୋଲରେ ନେପାଳକୁ ପରାସ୍ତ କରିଛି। ଆମନ୍ତ୍ରଣୀୟ ଦଳ ଭାବେ ପ୍ରଥମଥରପାଇଁ ସାଫ୍‌…

ଛେତ୍ରୀଙ୍କ ହ୍ୟାଟ୍ରିକ: ପାକିସ୍ତାନକୁ ହରାଇଲା ଭାରତ

ବେଙ୍ଗାଲୁରୁ, ୨୨।୬: ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷରେ ବିଜୟ ସହ ଭାରତ ଏହାର ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ ଅଭିଯାନ ଆରମ୍ଭ କରିଛି। ଘଟଣା ବହୁଳ ଏହି ମ୍ୟାଚରେ ଅଧିନାୟକ ସୁନୀଲ ଛେତ୍ରୀଙ୍କ ହ୍ୟାଟ୍ରିକ ବଳରେ ଭାରତ ୪-୦ ଗୋଲରେ ପାକିସ୍ତାନକୁ…

‘ଡିଏସ୍‌ପି ନିଫ୍‌ଟି ଆଇଟି ଇଟିଏଫ୍‌’

ନୂଆଦିଲ୍ଲୀ,୨୨।୬: ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡ୍‌ର ନୂତନ ଉତ୍ପାଦ ‘ଡିଏସ୍‌ପି ନିଫ୍‌ଟି ଆଇଟି ଇଟିଏଫ୍‌’ର ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଏହା ଏକ ଓପୋନ ଏଣ୍ଡେଡ୍‌ ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌ ଭାବେ ଜଣାଶୁଣା। ଏପରିକି ଦୀର୍ଘମିଆଦୀ ଭିତ୍ତିରେ ଆଇଟି କମ୍ପାନୀଗୁଡ଼ିକର ଉନ୍ନତ ପ୍ରଦର୍ଶନରୁ…

ସୀମାନ୍ତରେ ଭାଜପା ନେତାଙ୍କୁ ହତ୍ୟା

ମାଲକାନଗିର,୨୨ା୬(ଦୁର୍ଯ୍ୟୋଧନ ପାତ୍ର) ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ପୁଣି ଏକ ବର୍ବରକାଣ୍ଡ ଘଟାଇଛନ୍ତି। ବିଜାପୁର ଜିଲାର ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ଇଲମିଡି ଗ୍ରାମର କାକା ଅର୍ଜୁନ। ପ୍ରକାଶ ଯେ, ବୁଧବାର ସକାଳୁ କାକା ଘରୁ ବାହାରି…

ବାହାନଗା ସ୍କୁଲ୍‌: ଭୂତ ଭୟରେ କମିଲା ଉପସ୍ଥାନ

ବାହାନଗା,୨୨ା୬(ଅରୂପ କୁମାର ଦାସ)ବାହାନଗା ଟ୍ରେନ ଦୁର୍ଘଟଣାକୁ ବୁଧବାର ପୂରିଛି ୧୯ଦିନ। ଉଦ୍ଧାର କାର୍ଯ୍ୟ ଲାଗି ବାହାନଗାବାସୀ ଚାରିଆଡ଼େ ପ୍ରଶଂସା ସାଉଁଟୁଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ବାହାନଗା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରଖାଯାଇଥିଲା। ସ୍କୁଲ ଶବ ଗୃହ ପାଲଟିଥିବା ହେତୁ…

ହୋଣ୍ଡା ୱିନ୍‌-ୱିନ୍‌ ଅଫରର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୬: ହୋଣ୍ଡା ଇଣ୍ଡିଆ ପାୱାର ପ୍ରଡକ୍ଟ ଲିମିଟେଡ୍‌ (ଏଚ୍‌ଆଇପିପି) ପକ୍ଷରୁ ଏକ ଅଭିନବ ଯୋଜନା ‘ହୋଣ୍ଡା ୱିନ୍‌-ୱିନ୍‌ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଚ୍‌ଆଇପିପିର ପୋର୍ଟେବଲ ଜେନେରେଟର ମଡେଲଗୁଡିକର ପ୍ରମାଣିତ ଲାଇନ ଅପ୍‌ ଉପରେ ମଧ୍ୟ ଆକର୍ଷଣୀୟ ଋତୁକାଳୀନ…

ବାହାନଗା ରେଳ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମିଳିଲା ୬ ଲକ୍ଷ ୮୫ ହଜାର

ଭୁବନେଶ୍ବର,୨୨ା୬(ସୁନିତ୍‌ ମିଶ୍ର): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ…

ବଡି କେୟାର କିଡ୍‌ସର ନ୍ୟୁ ସମର କଲେକ୍ସନ

ନୂଆଦିଲ୍ଲୀ,୨୨।୬: ବଡି କେୟାର ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ଅଗ୍ରଣୀ କ୍ଲଥିଂ ଲାଇନ ବଡି କେୟାର କିଡ୍‌ସର ନୂତନ ସମୟ କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଚଳିତ ବର୍ଷର ଗ୍ରୀଷ୍ମଋତୁ ବା ଖରାଦିନ ପାଇଁ ଛୋଟପିଲାମାନଙ୍କର ଏକ ବିସ୍ତୃତ ରେଞ୍ଜର ନୂଆ ସାମଗ୍ରୀକୁ ବଜାର…

ଖରିଫ ଚାଉଳ ସଂଗ୍ରହରେ ବିଳମ୍ବ

ସମ୍ବଲପୁର,୨୨ା୬(ଶୁଭାଶିଷ ପାଢ଼ୀ) ଆର୍ଥତ୍କ ବର୍ଷ ୨୦୨୨-୨୩ ପାଇଁ ଖରିଫ ଧାନ ସଂଗ୍ରହ ଧାର୍ଯ୍ୟ ଓ ଅନୁମୋଦିତ ପରିମାଣ ଅନୁସାରେ ହୋଇଥିଲା। ତଦନୁଯାୟୀ ଜିଲା ତଥା ବାହାର ଜିଲାରୁ ଧାନ ସମ୍ବଲପୁର ଜିଲାର ମିଲ୍‌ଗୁଡିକୁ ଆସିଥିଲା। ହେଲେ ଏବେ ଚାଉଳ ସଂଗ୍ରହରେ ବିଳମ୍ବ…

ହୋଣ୍ଡା ସାଇନ୍‌ ୧୨୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୨।୬(ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହୋଣ୍ଡା ସାଇନ୍‌ ୧୨୫ ମଡେଲର ନିକଟରେ ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌…

ଟିପିଡବ୍ଲ୍ୟୁଓଡିଏଲ୍‌ ପକ୍ଷରୁ ମରାମତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୬: ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ ଯୋଗାଣକୁ ପ୍ରାଥମିକତା ଦେବା ଲାଗି ମରାମତି କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ୨୦୨୩ ମାର୍ଚ୍ଚ ପରଠାରୁ ରାଜ୍ୟରେ ବାରମ୍ବାର କାଳବୈଶାଖୀ ଝଡ଼ରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ୬୫୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?