ଚୋର ସନ୍ଦେହରେ ପିଟି ହତ୍ୟା
ଢେଙ୍କାନାଳ ଅଫିସ,୨୧ା୫: ଚୋରି କରିଛନ୍ତି ବୋଲି ମାନିନେବାକୁ ଗ୍ରାମସଭାରେ ବାଧ୍ୟ କଲେ। ଏଥିରେ ଅମଙ୍ଗ ହେବାରୁ ଯୁବକଙ୍କୁ ଘରୁ ଉଠାଇ ନେଇ ପିଟି ପିଟି ମାରିଦେଲେ। ମାନବିକତାକୁ ଲଜ୍ଜିତ କରିବା ଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଢେଙ୍କାନାଳ ସଦର ଥାନା…
୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର,୧୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ୟୁନିୟନ ବ୍ୟାଙ୍କରୁ ଋଣ ଠକେଇ ମାମଲାରେ ସହରର ୨ଟି ରିଅଲ ଇଷ୍ଟେଟ ସଂସ୍ଥାର ବିଭିନ୍ନ ବାଣିଜି୍ୟକ ଏବଂ ଆବାସିକ ସମ୍ପତ୍ତି ଉପରେ ଚଢ଼ାଉବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧.୯୭୮ କେଜି ସୁନା (ଯାହାର ମୂଲ୍ୟ ୧.୩ କୋଟି ଟଙ୍କା),୧୫ ଲକ୍ଷ ଟଙ୍କା…
ଜଗଦୀଶ ଟାଇଟଲରଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍
ନୂଆଦିଲ୍ଲୀ,୨୧ା୫: ୧୯୮୪ ମସିହା ଶିଖ୍ ବିରୋଧୀ ଦଙ୍ଗା ସହ ଜଡ଼ିତ ପୁଲ ବଙ୍ଗାଶ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦୀରା ଗାନ୍ଧୀଙ୍କ ହତ୍ୟା ପରଦିନ…
କୃତ୍ରିମ ଗୋଡ଼ରେ ଏଭରେଷ୍ଟ ଆରୋହଣ କଲେ ପୂର୍ବତନ ସୈନ୍ୟ
କାଠମାଣ୍ଡ,୨୧ା୫: ଦୁଇ ଗୋଡ଼ ହରାଇଥିବା ପୂର୍ବତନ ବ୍ରିଟିଶ୍ ଗୁର୍ଖା ସୈନ୍ୟ ବିଶ୍ୱର ସବୁଠୁ ବଡ଼ ଗିରିଶୃଙ୍ଗ ଚଢ଼ି ଚର୍ଚ୍ଚାକୁ ଆସିଛନ୍ତି। ୪୩ ବର୍ଷୀୟ ହରି ବୁଧମଗର କୃତ୍ରିମ ଗୋଡ଼ରେ ମାଉଣ୍ଟ ଏଭରେଷ୍ଟର ୮୮୪୮.୮୬ ମିଟର ଉଚ୍ଚତା ପର୍ଯ୍ୟନ୍ତ ଚଢ଼ି ଇତିହାସ ସୃଷ୍ଟି…
ମୁକ୍ତ ଓ ସ୍ଥିର ଇଣ୍ଡୋ-ପାସିଫିକ୍କୁ ଗୁରୁତ୍ୱ
ହିରୋଶିମା,୨୧ା୫: ଜାପାନର ହିରୋଶିମାରେ ଶନିବାର କ୍ୱାଡ୍ ରାଷ୍ଟ୍ରଗୋଷ୍ଠୀର ନେତାମାନଙ୍କ ବୈଠକରେ ଚାଇନାକୁ ଦୃଢ଼ ବିରୋଧ କରାଯାଇଛି। ସେମାନେ ଚାଇନାର ନାଁ ନେଇ ନ ଥିଲେ ମଧ୍ୟ ମିଳିତ ବିବୃତିରେ କମ୍ୟୁନିଷ୍ଟ ମହାଶକ୍ତିକୁ ଟାର୍ଗେଟ କରିବା ସହ ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଶାନ୍ତି…
ଯୁକ୍ତ୨ ସିଟ ସଂଖ୍ୟା ବଢ଼ିବ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ସିଟ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଜିଲାର ଆବଶ୍ୟକତାକୁ ଦେଖି ସିଟ ବଢ଼ାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଶନିବାର ସୂଚନା ଦେଇଛନ୍ତି। ବିଶେଷକରି ପ୍ରଥମ ବର୍ଷ ସିଟ…
୧ ରନରେ ଜିତିଲା ଏଲଏସଜି…
କୋଲକାତା,୨୦।୫ : ଆଇପିଏଲ ୨୦୨୩ର ୬୮ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ୧ ରନରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି କେକେଆର ୨୦ ଓଭରରେ ୭ ୱିକେଟ ହରାଇ ୧୭୫…
ରାହୁଲ-ୟେଚୁରୀ ଭେଟ: ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ…
ବେଙ୍ଗାଲୁରୁ,୨୦।୫ : କର୍ନାଟକରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଶପଥ ଗ୍ରହଣ ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସିପିଏମ ମହାସଚିବ ସୀତାରାମ ୟେଚୁରୀ ପରସ୍ପରର ହାତ ଧରିଥିବାର ନଜର ଆସିଥିଲେ। ଏହି ଦୃଶ୍ୟ ଶନିବାର ବେଙ୍ଗାଲୁରୁରେ କ୍ୟାମେରାରେ କଏଦ ହୋଇଥିଲା। ରାଜନୈତିକ…
ବସୁଧା ଯୋଜନା କାର୍ଯ୍ୟକାରୀ ହେବାରେ ବିଳମ୍ବ, ପିଇବା ପାଣି ପାଇଁ ଲୋକେ ହଇରାଣ
କର୍ଲାମୁଣ୍ଡା,୨୦ା୫(ଡି.ଏନ୍.ଏ.): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାର ସାଧାରଣ ଲୋକଙ୍କ…
ଶ୍ୱଶୁର ଘର ପୋଖରୀରେ ବୁଡ଼ିଗଲେ ଜ୍ୱାଇଁ
ବାହାନଗା,୨୦ା୫(ଡି.ଏନ୍.ଏ.): ଶ୍ୱଶୁର ଘର ପୋଖରୀରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି ଜ୍ୱାଇଁ। ଏପରି ଦୁଃଖଦ ଘଟଣା ଦେଖିବାକୁ ମଳିଛି ବାଲେଶ୍ୱର ଜିଲା ବାହାନଗା ବ୍ଲକରେ। ସେ ହେଲେ ନୂଆପୁର ଗାଁର ମୁକୁନ୍ଦ ମଳିକଙ୍କ ପୁଅ ଅମୂଲ୍ୟ(୪୫)। ସେ ତାଳପଦାସ୍ଥିତ ତାଙ୍କ…
କେକେଆର ପାଇଁ ବିଜୟ ଲକ୍ଷ୍ୟ ୧୭୭ ରନ…
କୋଲକାତା,୨୦।୫ : ଆଇପିଏଲ ୨୦୨୩ର ୬୮ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି)ମଧ୍ୟରେ ଖେଳାଯାଉଛି। କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ କେକେଆର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍…
ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ ସଦସ୍ୟଙ୍କ…
Archives


