Home

ଡିସି ପାଇଁ ବିଜୟ ଲକ୍ଷ୍ୟ ୨୨୪ ରନ…

ନୂଆଦିଲ୍ଲୀ,୨୦।୫ : ଆଇପିଏଲ ୨୦୨୩ର ୬୭ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ଦ(ସିଏସକେ)ମଧ୍ୟରେ ଖେଳାଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌…

ପାକିସ୍ତାନ ତାଲିବାନ ହିଟଲିଷ୍ଟରେ ମରିୟମ ନଓ୍ବାଜ, ଗୃହମନ୍ତ୍ରୀଙ୍କ ନାମ ସାମିଲ…

ଇସଲାମାବାଦ,୨୦।୫ : ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ଏବଂ ଏହାର ସହଯୋଗୀ ଦଳ ଜମାତ-ଉଲ-ଅହର (ଜେୟୁଏ) ପାକିସ୍ତାନ ସେନାର ବରିଷ୍ଠ ନେତା, ଗୁପ୍ତଚର ଏଜେନ୍ସି ଏବଂ ରାଜନେତାଙ୍କ ଉପରେ ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି। ଆତଙ୍କବାଦୀଙ୍କ ଟାର୍ଗେଟରେ ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲା…

ଭାରତୀୟ ସଂସଦରେ ପ୍ରତିବର୍ଷ ପାଳିତ ହେଉଛି ହିରୋସୀମା ଦିବସ…

ଟୋକିଓ,୨୦।୫ : ଶନିବାର ହିରୋସୀମାରେ ମହାତ୍ମା ଗାନ୍ଧୀଙ୍କ ଆବକ୍ଷ ପ୍ରତିମାକୁ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତୀୟ ସଂସଦରେ ପ୍ରତିବର୍ଷ ହିରୋସୀମା ଦିବସ ପାଳନ କରାଯାଇଥାଏ। ପ୍ରଧାନମନ୍ତ୍ରୀଙ୍କ ଜାପାନ ଗସ୍ତ ସମୟରେ ଭାରତ…

ଯୁଦ୍ଧ ମାନବିକତାର ଏକ ପ୍ରସଙ୍ଗ, ଯଥାସମ୍ଭବ ଗ୍ରହଣ କରାଯିବ ପଦକ୍ଷେପ: ଜେଲେନସ୍କିଙ୍କୁ କହିଲେ ମୋଦି…

ଟୋକିଓ,୨୦।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଛନ୍ତି। ଜାପାନର ହିରୋସିମାଠାରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୟୁକ୍ରେନରେ ଚାଲିଥିବା ଯୁଦ୍ଧ…

ଓଡ଼ିଶାକୁ ମିଳିଲା ଆଉ ଦୁଇ ନୂଆ ସ୍ବତନ୍ତ୍ର ରେଳ ପ୍ରକଳ୍ପ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ଲାଗି ସ୍ବତନ୍ତ୍ର ରେଳ ପ୍ରକଳ୍ପ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାକୁ ଆଉ ଦୁଇଟି ସ୍ବତନ୍ତ୍ର ନୂଆ ରେଳ ପ୍ରକଳ୍ପ ମିଳିଛି। ତାଳଚେର-ଅନୁଗୋଳ ଏବଂ ବରଗଡ଼-ନୂଆପଡ଼ା ରେଳ ଲାଇନ୍‌ ନୂଆ ଭାବରେ ତିଆରି…

କେନ୍ଦ୍ର ଜଳଶକ୍ତି ମିଶନ ସଚିବଙ୍କ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ

ଗଞ୍ଜାମ,୨୦ା୫(ଡି.ଏନ୍‌.ଏ.): କେନ୍ଦ୍ର ଜଳଶକ୍ତି ମିଶନ ସଚିବ ଭିନୀ ମହାଜନ ଗଞ୍ଜାମ ଜିଲା ଗସ୍ତରେ ଆସି ଗଞ୍ଜାମ ବ୍ଲକ ଓ କୃଷ୍ଣ ପ୍ରସାଦ ବ୍ଲକରେ ନିର୍ମାଣ ହେଉଥିବା କଂସାରୀଗଣ୍ଡ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। କେନ୍ଦ୍ର ସଚିବଙ୍କ ସହ ରାଜ୍ୟ…

ଓକିଲଙ୍କ ଦୀର୍ଘ ଦିନର ଦାବି ପୁରଣ ହେଲା: ପୁରୁଷୋତ୍ତମପୁରରେ ଉଦଘାଟନ ହେଲା ସିନିୟର ଡିଭିଜନ ସିଭିଲ ଜଜ୍ କୋର୍ଟ 

ପୁରୁଷୋତ୍ତମପୁର, ୨୦/୫(ଡିଏନ୍ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ଓକିଲ ସଂଘର ଦିନ ଦିନର ଦାବି ପୁରଣ ହୋଇଛି। ଶନିବାର ଏଠାରେ ସିନିୟର ଡିଭିଜନ ସିଭିଲ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କୋର୍ଟର ଉଦଘାଟନ ହୋଇଛି। ମାନ୍ୟବର ହାଇକୋର୍ଟର ମୂଖ୍ୟ ବିଚାରପତି ଡଃ…

କେଜରିଓ୍ବାଲ-ଖୁସବୁ ସୁନ୍ଦର ଆରୋପ ପ୍ରତ୍ୟାରୋପ…

ନୂଆଦିଲ୍ଲୀ,୨୦।୫ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଶିକ୍ଷିତ ବୋଲି କହିବା ପରେ ଭାଜପା ନେତା ଖୁସବୁ ସୁନ୍ଦର କେଜରିୱାଲଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଖୁସବୁ କହିଛନ୍ତି, ଯେତେବେଳେ ଜଣେ ବ୍ୟକ୍ତି ହଠାତ ଉଚ୍ଚ ପଦବୀ ଏବଂ…

ବଢ଼ିପାରେ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପାସ୍‌ ହାର ତୁଳନାରେ କଲେଜରେ ସିଟ୍‌ କମ୍‌ ରହିଛି। ତେଣୁ ଆବଶ୍ୟକ ପଡ଼ିଲେ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା ବଢ଼ାଯାଇପାରେ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ପିଲାଙ୍କ…

ଟସ ଜିତିଲା ସିଏସକେ, ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୨୦।୫ : ଆଇପିଏଲ ୨୦୨୩ର ୬୭ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ଦ(ସିଏସକେ)ମଧ୍ୟରେ ଖେଳାଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌…

ପ୍ରଥମ ବିମୁଦ୍ରୀକରଣ ଭୁଲକୁ ଲୁଚାଇବା ପାଇଁ କରାଯାଇଛି ଦ୍ୱିତୀୟ ବିମୁଦ୍ରୀକରଣ, ଯାଞ୍ଚ୍‌ ଜରୁରୀ: ଖାର୍ଗେ…

ନୂଆଦିଲ୍ଲୀ,୨୦।୫ : ପ୍ରଥମ ବିମୁଦ୍ରୀକରଣ ଏକ ଭୁଲ ନିଷ୍ପତ୍ତି ଥିଲା। ଏହି ଭୁଲକୁ ଲୁଚାଇବା ପାଇ ଏବେ କେନ୍ଦ୍ର ସରକାର ’ଦ୍ୱିତୀୟ ବିମୁଦ୍ରୀକରଣ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ଟୁଇଟ କରି କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା…

ସକ୍ରିୟ ମାମଲା ୯ ହଜାର ତଳେ…

ନୂଆଦିଲ୍ଲୀ, ୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri