Home

ସଞ୍ଜୟ ଭାବୁଥିଲେ ଏମଭିଏ ମେଣ୍ଟ ୨୫ ବର୍ଷ ଚାଲିଥାନ୍ତା: ଅଜିତ ପାଓ୍ବାର…

ମୁମ୍ବାଇ,୧୯।୬ : ମହା ବିକାଶ ଆଗାଡି (ଏମଭିଏ) ରେ ସବୁକିଛି ଠିକ ଚାଲିନାହିଁ। ମହାରାଷ୍ଟ୍ର ବିଧାନସଭାରେ ବିରୋଧୀ ଦଳର ନେତା ଅଜିତ ପାୱାର ଏବଂ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଜାରି ରହିଛି। ଫଳରେ ମେଣ୍ଟର…

ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ରାଜନୀତି

ବରଗଡ଼ ୧୯।୬ (ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିଦର୍ଶନ ଏବଂ ସମୀକ୍ଷା ପରଦିନଠାରୁ ପ୍ଲାଣ୍ଟରେ ଏଭଳି ସ୍ଥିତି ଉପୁଜିଥିବାରୁ ଏହାକୁ ନେଇ ରାଜନୀତି…

ଉଦ୍ଧବ ଖାଆନ୍ତୁ ମାଛ: ନାରାୟଣ ରାଣେଙ୍କ ପରାମର୍ଶ…

ମୁମ୍ବାଇ,୧୯।୬ : ମାଛ ଖାଇବାକୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ସିଏମ ଉଦ୍ଧବ ଠାକରେଙ୍କୁ ପରାମର୍ଶ ଦେଇଛନ୍ତି। ଏହା ପଛର କାରଣ ମଧ୍ୟ ରାଣେ କହିଛନ୍ତି। ମରାଠୀ ଚ୍ୟାନେଲର ଏକ କାର୍ଯ୍ୟକ୍ରମରେ ଏକ…

କେନାଲ ନବୀକରଣରେ ଦୁର୍ନୀତି ଅଭିଯୋଗ

ସମ୍ବଲପୁର, ୧୯ା୬(ଶୁଭାଶୀଷ ପାଢୀ): ଚାଷଜମିକୁ ସୁଷମ ଜଳ ବଣ୍ଟନ କରିବା ପାଇଁ ସରକାର ହୀରାକୁଦ ଜଳଭଣ୍ଡାର କେନାଲଗୁଡିକ ନବୀକରଣ କରି କଂକ୍ରିଟ କରୁଛନ୍ତି। ଶାସନ, ହୁମାଟେଲ, ପରମାଣପୁର କେନାଲର ଗତବର୍ଷଠାରୁ ନିର୍ମାଣ କାମ ଆରମ୍ଭ ହୋଇଛି। ଓସିସି ପକ୍ଷରୁ କାମ ତଦାରଖ…

ଫ୍ୟାସନ ଡିଜାଇନର ପରେ ଏବେ ରାଜନୀତିରେ ସୁଜିତ

ଭବାନୀପାଟଣା,୧୯।୬: (ଉତ୍ତମ କୁମାର ଦାଶ)ଆଗକୁ ସାଧାରଣ ନିର୍ବାଚନ ଆସୁଥିବା ବେଳେ କଳାହାଣ୍ଡି ଜିଲାରେ ଏବେଠୁ ରାଜନିତୀ ସରଗରମ ହେବାରେ ଲାଗିଛି। ବିଭିନ୍ନ ଦଳର ଆଶାୟୀ ନେତାମାନେ ବର୍ତ୍ତମାନ ଜନସମ୍ପର୍କରେ ଆଗାଇଛନ୍ତି। ଚା’ ଖଟିଠୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ଆଗାମୀ…

ପୂର୍ତ୍ତ ବିଭାଗରେ ବି ଠିକାସଂସ୍ଥା

ଯାଜପୁର,୧୯ା୬: କେବଳ ଶିଳ୍ପାଞ୍ଚଳରେ ନୁହେଁ, ଏବେ ସରକାରୀ ପୂର୍ତ୍ତ ବିଭାଗରେ ମଧ୍ୟ ଠିକାସଂସ୍ଥା ଜରିଆରେ ନିଯୁକ୍ତି ମିଳୁଛି। ଅର୍ଥାତ୍‌ ଏଠାରେ ବି ଜିଲା କର୍ମ ନିୟୋଜନ ସଂସ୍ଥାରେ ପଞ୍ଜୀକୃତ ଶିକ୍ଷିତ ଯୁବତୀଯୁବକଙ୍କୁ ଅଣଦେଖା କରାଯାଉଛି। ଠିକାସଂସ୍ଥା ରାଣ୍ଡଷ୍ଟାଡ୍‌ ଇଣ୍ଡିଆ ପ୍ରାଇଭେଟ ଲିଃ…

ସଚେତନତା ମୂଳକଥା

ସିକଲ୍‌ ସେଲ୍‌ ରୋଗ ଏକ ବେମାରୀ ସମୂହ, ଯାହା ଆମର ଲୋହିତ ରକ୍ତ କଣିକାକୁ ପ୍ରଭାବିତ କରିଥାଏ। ଏପରି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଲେ ତାହାର ଚିକିତ୍ସା କରାଇ ନେବା ଜରୁରୀ। ସିକଲ୍‌ ସେଲ୍‌ ରୋଗ ବିଷୟରେ ଜନସାଧାରଣକୁ ସଚେତନ କରିବା ଲାଗି…

ଜେଲରୁ ଖଲାସ ହେଲେ ଘାତକ ଶାହାଜାହାନ ଭୂୟାଁ, ୨୬ ଜଣଙ୍କୁ ଦେଇଥିଲେ ଫାଶୀ, ଜଣଙ୍କ ଫାଶୀ ପାଇଁ ୨ ମାସ ଜେଲଦଣ୍ଡ ମାଫ୍‌…

ଢାକା,୧୯।୬ : ବାଂଲାଦେଶର କୁଖ୍ୟାତ ଘାତକ ଭୂୟାଁ ଜେଲରୁ ମୁକୁଳିଛନ୍ତି। ଚୋରି, ଡକାୟତି ଏବଂ ହତ୍ୟା ମାମଲାରେ ତାଙ୍କୁ ୧୯୯୧ରେ ୪୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ଏହା ପରେ ସେ ୨୦୦୧ ରେ ଜେଲରେ ଘାତକ(ଏକଜେକ୍ୟୁଟର) ଭାବରେ ନିଯୁକ୍ତ ହୋଇଥିଲେ।…

ଚନ୍ଦ୍ରକୁ ଛୁଇଁବାର ଆଶା

ଆଗାମୀ ଜୁଲାଇ ମାସରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ଚନ୍ଦ୍ରକୁ ନିଜର ଏକ ନୂତନ ଅଭିଯାନ ‘ଚନ୍ଦ୍ରଯାନ-୩’ ପ୍ରେରଣ କରିବାକୁ ଯାଉଛି। ଏହି ଅଭିଯାନ ଜରିଆରେ ଭାରତ ଚନ୍ଦ୍ରପୃଷ୍ଠକୁ ଛୁଇଁବାର ଆଶା ରଖିଛି। ଏହି ଅଭିଯାନ ସଫଳ ହେଲେ ଭାରତ…

ଇସ୍ରାଏଲର ବଡ଼ ପଦକ୍ଷେପ, ୟୁରୋପ ଏସିଆ ମଧ୍ୟରେ ୨୫୪ କିଲୋମିଟରର ଫାଇବର ଅପ୍ଟିକ କେବୁଲ ଲିଙ୍କ କରିବ ନିର୍ମାଣ…

ଜେରୁଜେଲମ,୧୯।୬ : ଇସ୍ରାଏଲ ଏକ ବଡ଼ ଘୋଷଣା କରିଛି। ଇସ୍ରାଏଲ ଭୂମଧ୍ୟସାଗର ଏବଂ ଲୋହିତ ସାଗର ମଧ୍ୟରେ ୨୫୪ କିଲୋମିଟର (୧୫୮ ମାଇଲ)ର ଫାଇବର-ଅପ୍ଟିକ କେବୁଲ ପ୍ରକଳ୍ପ ନିର୍ମାଣ କରିବ। ଏହା ଦ୍ୱାରା ୟୁରୋପ,ଗଲ୍ଫ ଏବଂ ଏସିଆର ଦେଶ ମଧ୍ୟରେ ନିରନ୍ତର…

ବିବାଦରେ ‘ଆଦିପୁରୁଷ’, ବଦଳିବ ଡାଇଲଗ୍‌

ଭୁବନେଶ୍ୱର,୧୯।୬(ଶର୍ମିଷ୍ଠା ପାଣିଗ୍ରାହୀ): ରାମାୟଣ କଥାବସ୍ତୁକୁ ନେଇ ଭିନ୍ନ ଭାବେ ପ୍ରସ୍ତୁତ ଚଳଚ୍ଚିତ୍ର ‘ଆଦିପୁରୁଷ’ ଏବେ ବିବାଦରେ ଛନ୍ଦି ହୋଇଯାଇଛି। ହିନ୍ଦୀ, ତେଲୁଗୁ ଆଦି ବିଭିନ୍ନ ଭାଷାରେ ରିଲିଜ୍‌ ହୋଇଥିବା ଏହି ଚଳଚ୍ଚିତ୍ରରେ ରହିଥିବା ଚରିତ୍ରର ବେଶଭୂଷା, ଡାଇଲଗ୍‌ ଓ ତଥ୍ୟକୁ ନେଇ…

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଆବାସ କି ବିଜୁ ପକ୍କାଘର

ପଟ୍ଟାଙ୍ଗି,୧୯ା୬(ଶରତ ଧଳ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ଆବାସ ଏବଂ ବିଜୁ ପକ୍କା ଘର ଯୋଜନା ଗ୍ରାମାଞ୍ଚଳ ଲୋକଙ୍କ ପାଇଁ ଏବେ ମଧ୍ୟ ଅପହଞ୍ଚ ହୋଇରହିଛି। ଅନେକ ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚତ୍ତ ହୋଇ ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?